Yearly Archives

2021

ହିନ୍ଦ ମଜଦୂର ସଭାର ରାଜ୍ୟ କମିଟି ପୁନର୍ଗଠିତ

ପ୍ରଭାତ ତ୍ରିପାଠୀ କାର୍ଯ୍ୟକାରୀ ସଭାପତି ଓ ରବି ରଥ ଉପସଭାପତି ଭାବେ ମନୋନିତ ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଦେଶର ଅଗ୍ରଣୀ ଶ୍ରମିକ ସଂଗଠନ ହିନ୍ଦ ମଜଦୂର ସଭା (ଏଚ.ଏମ.ଏସ.)ର ଓଡିଶା ରାଜ୍ୟ ସଂଗଠନକୁ ଆହୁରି ସୁଦୃଢ କରିବା ନିମନ୍ତେ ପୁର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ
Read More...

କନଗାଁ ସମଲେଶ୍ୱରୀ ଶିକ୍ଷା ଓ ଧର୍ମାର୍ଥ ନ୍ୟାସର ବାର୍ଷିକ ବୃତ୍ତି ପ୍ରଦାନ ଉତ୍ସବ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ସୋହେଲା ବ୍ଲକ ଅନ୍ତର୍ଗତ କନଗାଁଠାରେ ଶ୍ରୀ ସମଲେଶ୍ୱରୀ ଶିକ୍ଷା ଓ ଧର୍ମାର୍ଥ ନ୍ୟାସର ସପ୍ତଦଶ ବାର୍ଷିକ ବୃତ୍ତି ପ୍ରଦାନ ଉତ୍ସବ ଅନୁଷ୍ଠାନର ସଭାପତି ପୁର୍ଣ୍ଣଚନ୍ଦ୍ର ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ
Read More...

ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ ଏଡସ ଦିବସ-୨୦୨୧ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ସୁବର୍ଣ୍ଣପୁରଠାରେ ଆଜି ବିଶ୍ୱ ଏଡସ ଦିବସ - ୨୦୨୧ ପାଳିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ପ୍ରଦୀପ କୁମାର ଗୁରୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଚେତନତା
Read More...

ଜୁରିଆଠାରେ ଖରିଫ ଧାନ ବିକ୍ରି ପାଇଁ ଧାନମଣ୍ଡିର ଶୁଭାରମ୍ଭ କଲେ ଖପ୍ରାଖୋଲ ବିଡିଓ ରଶ୍ମି ରଞ୍ଜନ ରାଉତ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଲୁହାସିଂହା ପଞ୍ଚାୟତ ଜୁରିଆଠାରେ ଖରିଫ ଧାନ ବିକ୍ରି ପାଇଁ ଧାନମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଖପ୍ରାଖୋଲ ବିଡ଼ିଓ ରଶ୍ମିରଞ୍ଜନ ରାଉତ, ସମ୍ମାନୀତ ଅତିଥି ରୂପେ ବ୍ଲକ ଯୋଗାଣ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୩ ବୃଦ୍ଧି ପାଇଛି । ଭୁବନେଶ୍ଵରରୁ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି । ଏନେଇ
Read More...

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସହିତ ଅନୁବନ୍ଧିତ ହୋଇଛି ଯୁବୋଦୟ କଲେଜ ଅଫ୍ ଆଡଭାନ୍ସଡ୍ ଟେକ୍ନୋଲୋଜି

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସହିତ ଅନୁବନ୍ଧିତ ହୋଇଛି ଯୁବୋଦୟ କଲେଜ ଅଫ୍ ଆଡଭାନ୍ସଡ୍ ଟେକ୍ନୋଲୋଜି । ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର୍ ଉମାବଲ୍ଲଭ ମହାପାତ୍ର ସକମା ସ୍ଥିତ ଯୁବୋଦୟ ଶିକ୍ଷାନୁଷ୍ଠାନ ପରିଦର୍ଶନ କରି ଅନୁଷ୍ଠାନର ଭିତ୍ତିଭୂମି
Read More...

ଗତ ୨୪ ଘଂଟାରେ ୨୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୩୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୯ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୭୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୯ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

୩୧ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର

ଖପ୍ରାଖୋଲ, (କେପିଏନଏସ) : ପ୍ରବାସୀ ଶ୍ରମିକମାନଙ୍କ ପାଇଁ ସରକାର ଶହ ଶହ ଯୋଜନା କରିଥିଲେ ମଧ୍ୟ ତାହା ଲୋକଙ୍କ ଠାରୁ ବହୁତ ଦୂରରେ । ଅଣଔପଚାରିକ ଆକଳନ ଅନୁଯାୟୀ ଓଡିଶାରେ ୨.୫ ମିଲିୟନରୁ ଅଧିକ ପ୍ରବାସୀ ଶ୍ରମିକ ଅଛନ୍ତି । ବାହାରକୁ ଯାଉଥିବା ଶ୍ରମିକମାନଙ୍କ ପାଇଁ ସରକାର ମହାତ୍ମା ଗାନ୍ଧୀ
Read More...

ୱାନ୍ ନେସନ୍ ୱାନ୍ କାର୍ଡ ବ୍ୟବସ୍ଥା ପ୍ରଚଳନ କେବେ ?

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ୱାନ୍ ନେସନ୍ ୱାନ୍ କାର୍ଡ ବ୍ୟବସ୍ଥା ପ୍ରଚଳନ କେବେ ? କେନ୍ଦ୍ର ସରକାରଙ୍କ ପକ୍ଷରୁ ନିକଟରେ ୱାନ୍ ନେସନ୍ ୱାନ୍ କାର୍ଡ ବ୍ୟବସ୍ଥା ପ୍ରଚଳନ କରାଯାଇଛି । ଏହି ବ୍ୟବସ୍ଥା ଦ୍ବାରା ଦେଶର ଯେକୌଣସି ସ୍ଥାନରୁ ରାସନ୍ କାର୍ଡ ହିତାଧିକାରୀ ରାସନ୍ ନେଇ
Read More...

ଶ୍ରମିକଙ୍କ ପେଟରେ ଲାତ : ବେଧଡ଼କ ମନରେଗା ଯୋଜନାରେ ଦୁର୍ନୀତି ଅଭିଯୋଗ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କର୍ଲାମୁଣ୍ଡା ବ୍ଲକରେ ପିଛା ଛାଡୁନି ଦୁର୍ନୀତି । ଏଠାକାର ଲୋକ କାମ ଧନ୍ଦା ନପାଇ ବାହାର ରାଜ୍ୟକୁ ଯାଉଛନ୍ତି ଦାଦନ ଖଟି । ମାତ୍ର କରୋନାର ପ୍ରକୋପ ଆରମ୍ଭ ହେବା ଦିନ ଠାରୁ କାମ ନାହିଁ । ହାତ ବାନ୍ଧି ବସିଛନ୍ତି ବ୍ଲକର ହଜାର ହଜାର ଶ୍ରମିକ । ହେଲେ
Read More...