Yearly Archives

2021

ଜିଲ୍ଲା ପରିବହନ ବିଭାଗର ତାଲିମ ଶିବିର ଅନୁଷ୍ଠିତ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ବୀରନରସିଂହପୁର ଉଚ୍ଚ ବିଦ୍ୟାଳୟରେ ରକ୍ଷକ ପ୍ରକଳ୍ପର ପ୍ରଥମ ପ୍ରତିକ୍ରିୟାଶୀଳ ବ୍ୟକ୍ତି ବିଶେଷଙ୍କୁ ନେଇ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଦୁର୍ଘଟଣାରେ ଆହତ ହେବାର ପ୍ରଥମ ଘଣ୍ଟା
Read More...

ମଶା ଧୂଆଁରୁ ଅଗ୍ନିକାଣ୍ଡ : ଗୁହାଳ ଘର ସହ ତିନି ଗାଈ ଜୀବନ୍ତ ଦଗ୍ଧ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଗୁଆଲିପଡା ପଞ୍ଚାୟତ ଅନ୍ତର୍ଗତ ମାଛପଡା ଗ୍ରାମରେ ଗତକାଲି ବିଳମ୍ବିତ ରାତ୍ରରେ ଏକ ଦୁଃଖଦ ଘଟଣା ଘଟିଛି । ସେହି ଗ୍ରାମର ହାଲୁ ଜେନା ତାଙ୍କ ଗୁହାଳ ଘରେ ଗୋରୁଙ୍କୁ ମଶା ଦାଉରୁ ରକ୍ଷା କରିବା ପାଇଁ ଧୂଆଁ ଦେଇଥିଲେ । ସେଥିରୁ କୌଣସି ପ୍ରକାରେ
Read More...

ମହିଳା ଛତୁ ଚାଷ ତାଲିମାର୍ଥୀଙ୍କ କ୍ଷେତ୍ର ପରିଦର୍ଶନ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ରିଷିଡାଠାରେ ଉଦ୍ୟାନ କୃଷି ବିଭାଗ ପକ୍ଷରୁ ଚାଲିଥିବା ତିନି ଦିନିଆ ମହିଳା ଛତୁ ଚାଷୀଙ୍କ ପ୍ରଶିକ୍ଷଣ ଶିବିରର ଆଜି ଦ୍ୱିତୀୟ ଦିନରେ କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିବିରାର୍ଥୀମାନେ
Read More...

ମେଜର ଡୋଲାମଣି ପୁରୋହିତ ସମ୍ବର୍ଦ୍ଧିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପ୍ରାକ୍ତନ ଅଧ୍ୟକ୍ଷ ତଥା ପ୍ରଥମ ଏନ୍‌ସିସି ଅଧିକାରୀ ମେଜର ଡୋଲାମଣି ପୁରୋହିତଙ୍କୁ ତାଙ୍କ ବାସଭବନରେ ମହା ବିଦ୍ୟାଳୟତରଫରୁ ଅଧ୍ୟକ୍ଷ ଡ. ଲଳିତେନ୍ଦୁ ନାୟକ, ଏନ୍‌ସିସି ଅଧିକାରୀ ଲେଫ୍ଟେନେଣ୍ଟ ଜୟ କୁମାର ଭୁଏ, ଅଧ୍ୟାପକ
Read More...

ବେନିୟମ ଭାବେ ବାଲି ଚାଲାଣ : ୫୦ ହଜାର ଟଙ୍କା ଜୋରିମାନା ଆଦାୟ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୋନପୁର- ମନମୁଣ୍ଡା ବ୍ରିଜ ତଳ ତେଲ ନଦୀରୁ ଗୋଟିଏ ଟ୍ରାକ୍ଟର, ରେଜିଷ୍ଟ୍ରେସନ ନମ୍ବର ଓଆର୍‌୩୧-୩୦୧୮କୁ ବେନିୟମ ଭାବେ ବାଲି ଚାଲାଣ କରୁଥିବା ସମୟରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ୟ୍ୟ ନାରାୟଣ ଦାଶଙ୍କ ତତ୍ୱାବଧାନରେ ସୋନପୁର ତହସିଲଦାର
Read More...

ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବୀରେ ଓକିଲଙ୍କ ଆନ୍ଦୋଳନ ୩ୟ ପାଳିରେ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁରଠାରେ ହାଇକୋର୍ଟର ଏକ ସ୍ୱତନ୍ତ୍ର ବେଞ୍ଚ ପ୍ରତିଷ୍ଠା ଦାବୀରେ ଓକିଲମାନଙ୍କ ଆନ୍ଦୋଳନ ପନ୍ଥା ସତ୍ୟାଗ୍ରହ ଜାରୀ ରହିଛି । ଆଜକୁ ତୃତୀୟ ପାଳି ଅର୍ଥାତ ପ୍ରତିମାସର ୩୦ ତାରିଖ ଦିନଟି ସତ୍ୟାଗ୍ରହ ଭାବେ ଓକିଲମାନେ ନିରବ ଆନ୍ଦୋଳନ
Read More...

କୃଷି ଓ ତହସିଲଦାରଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ଓ ଧାରଣା : ୫ ଘଣ୍ଟା ଧରି ତାଲା ପକାଇଲେ ଚାଷୀ, ଆସିଲେ ନାହିଁ…

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲାରେ ପ୍ରତେକ ବର୍ଷ ମରୁଡି ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ବାଧ୍ୟ ହୋଇ ଚାଷୀ ଦାଦନ ଖଟିବା ପାଇଁ ଅନ୍ୟ ରାଜ୍ୟକୁ ଯାଇଥାଏ । ତେବେ ଧାର କରଜ ଆଣି ଚାଷୀ ବିଲରେ ଧାନ ବୁଣିଥାଏ । କିନ୍ତୁ ଚଳିତ ବର୍ଷ ବର୍ଷା ଅଭାବରୁ ମରୁଡି ପରିସ୍ଥିତି
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୧୨ ଓ ୧ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଙ୍ଗୋମୁଣ୍ଡା ବ୍ଲକ
Read More...

ବଲାଙ୍ଗିର ଜିଲ୍ଲା ପେସାଦାର ସାମ୍ବାଦିକ ସଂଘର ମୁରବୀ ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣଙ୍କୁ ସଂଘ ପକ୍ଷରୁ ଗଭୀର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପେସାଦାର ସାମ୍ବାଦିକ ସଂଘର ମୁରବୀ ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣଙ୍କୁ ସଂଘ ପକ୍ଷରୁ ଗଭୀର ଶ୍ରଦ୍ଧାଂଜଳି ପ୍ରଦାନ କରାଯାଇଛି । ଗତକାଲି ଅପରାହ୍ନ ୧ଟା ୪୫ମି.ରେ ବଲାଙ୍ଗିର ମାଟିର ସାମ୍ବାଦିକ ଜଗତର ପିତାମହ ଭୀଷ୍ମ ସତ୍ୟନାରାୟଣ
Read More...

ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ ସତ୍ୟନାରାୟଣ ବେହେରାଙ୍କୁ ସିଏନ୍‌ସି ପକ୍ଷରୁ ଶ୍ରଦ୍ଧାଂଜଳି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ ସତ୍ୟନାରାୟଣ ବେହେରାଙ୍କୁ ସିଏନ୍‌ସି ପକ୍ଷରୁ ଶ୍ରଦ୍ଧାଂଜଳି ପ୍ରଦାନ କରାଯାଇଛି । ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ବଲାଙ୍ଗିର ସାମ୍ବାଦିକ ଜଗତର ଭୀଷ୍ମ ପିତାମହ ସତ୍ୟନାରାୟଣଙ୍କ ଦେହାନ୍ତ ହୋଇଥିବା ବେଳେ ତାଙ୍କ ଉଦ୍ଦେଶ୍ୟରେ
Read More...