Yearly Archives

2021

ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି ସାତବନ୍ଧ ସରକାରୀ ପ୍ରାଥମିକ ବିଦ୍ୟାଳୟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗୋଟିଏ ପଟେ ରାଜ୍ୟ ସରକାର ବିଦ୍ୟାଳୟ ରୂପାନ୍ତରୀକରଣ କରି ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିବା ସ୍ଥଳେ ଆଜି ବି କେତେକ ବିଦ୍ୟାଳୟ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି ଯାହାର ଦାୟିତ୍ୱ ନେବା ସତେ ଯେମିତି ସରକାର ଭୁଲି ଯାଇଛନ୍ତି । ଏମିତି ଏକ ଘଟଣା
Read More...

ଲକ୍ଷ୍ମୀ ମେହେର ଆତ୍ମହତ୍ୟା ଘଟଣା, ଉଚିତ ତଦନ୍ତ ଓ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବୀ କଲା ସିନାପାଲି…

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ମେହେର ଯୁବାମଞ୍ଚ ତରଫରୁ ଲକ୍ଷ୍ମୀ ମେହେର ଆତ୍ମହତ୍ୟା ଘଟଣାକୁ ନେଇ ଉଚିତ୍ ତଦନ୍ତ ଓ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବୀ ନେଇ ସିନାପାଲି ଥାନାଧିକାରୀ ଡମ୍ୱରୁଧର ପ୍ରଧାନଙ୍କୁ ନିବେଦନ କରିଛନ୍ତି । ନିବେଦନ ପତ୍ରଟିକୁ
Read More...

ସିନାପାଲି ଅଙ୍ଗନବାଡି କର୍ମୀ ସଂଘ ତରଫରୁ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର

ନୂଆପଡ଼ା, (ନିରାକାର ମେହେର) : ଅଲ୍‌ ଓଡିଶା ଅଙ୍ଗନବାଡି ଲେଡିଜ୍ ୱାର୍କସ ଆସୋସିଏସନ୍‌ର ନିର୍ଦ୍ଦେଶ କ୍ରମେ ଗତକାଲି ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅଙ୍ଗନବାଡି କର୍ମୀ ସଂଘ ତରଫରୁ ବିଭିନ୍ନ ସମସ୍ୟା ନେଇ ସିନାପାଲି ବିଡିଓ ସଦାଶିବ ନାୟକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ
Read More...

ଜୀବନ ବୀମା ଅଭିକର୍ତ୍ତା ସଂଘର ସାଧାରଣ ପରିଷଦ ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜୀବନ ବୀମା ଶାଖା ଅଭିକର୍ତ୍ତା ସଂଘର ସାଧାରଣ ପରିଷଦ ବୈଠକ ବିଜୁ ପଟ୍ଟନାୟକ ଟାଉନ ହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ମନୋଜ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ
Read More...

ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଦିବସ ପାଳିତ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ରବିବାର ୨୮ ତାରିଖ ପୂର୍ବାହ୍ନରେ ପୁରୀ ସାମନ୍ତ ଚନ୍ଦ୍ରଶେଖର ସ୍ଵୟଂଶାସିତ ମହାବିଦ୍ୟାଳୟର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍‌ସିସି) ପକ୍ଷରୁ ଏନ୍‌ସିସି ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଏନ୍‌ସିସିର ବାର୍ଷିକ ମ୍ୟାଗାଜିନ
Read More...

ବରଗଡ଼ ଜିଲ୍ଲାର ୨୨ଟି ହାଇସ୍କୁଲ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ୨୨ ଉଚ୍ଚ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଳି ଭାର୍ଚୁଆଲ ମୋଡରେ ଛାତ୍ରଛାତ୍ରୀମାନଙ୍କ ପାଇଁ ଲୋକାର୍ପିତ କରିଥିଲେ । ଏହି ଅବସରରେ ସୋହେଲା ହାଇସ୍କୁଲ ପଡ଼ିଆରେ ଆୟୋଜିତ ଲୋକାର୍ପଣ ଉତ୍ସବରେ ଜିଲ୍ଲାର ମନ୍ତ୍ରୀ ସୁଶାନ୍ତ
Read More...

ବୌଦ୍ଧ ଜିଲ୍ଲା ପରିଷଦ ବୈଠକ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲା ପଞ୍ଚାୟତ ଭବନ ସମ୍ମିଳନୀ କକ୍ଷରେ ଜିଲାପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲା ପରିଷଦ ଅଧ୍ୟକ୍ଷା ଜ୍ୟୋତ୍ସ୍ନା ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କଣ୍ଟାମାଳ ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣା, ସାଂସଦ ପ୍ରତିନିଧି
Read More...

ଜିଲା ଯୋଜନା ବୋର୍ଡ ବୈଠକ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲା ପଞ୍ଚାୟତ କାର୍ୟ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲା ଯୋଜନା ବୋର୍ଡ ବୈଠକ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ୨୦୨୧-୨୨ ପାଇଁ ଯୋଜନା ବୋର୍ଡ ବୈଠକର ଆଭିମୁଖ୍ୟ ଉପରେ
Read More...

ଏନ୍‌ସିସିର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ରକ୍ତଦାନ ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁରରେ ୨୮/୧୧/୨୧ରେ ଏନସିସିର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମହା ବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଲଲିତେନ୍ଦୁ ନାୟକ ଏହି ଶିବିରକୁ ଉଦ୍‌ଘାଟନ କରିଥିଲେ । ଯୁବ ରେଡକ୍ରସର ପରାମର୍ଶଦାତା
Read More...

ପ୍ରାଥମିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନରେ ଆଲୋଚନା ଓ ଭାବର ଆଦାନ ପ୍ରଦାନ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପ୍ରାଥମିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନରେ ଦୁଇ ଦିନିଆ ମୌଳିକ ସାକ୍ଷରତା ଓ ନୂତନ ଶିକ୍ଷାନୀତି-୨୦୨୦ ଉପରେ ଆଲୋଚନା ଓ ଭାବର ଆଦାନ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ବ୍ଲକ ଶିକ୍ଷା ଅଧିକାରୀ ରାଘବ ଚନ୍ଦ୍ର ପାଣିଗ୍ରାହୀ ମୁଖ୍ୟ
Read More...