Yearly Archives

2021

ଗ୍ରାମ୍ୟ ଉନ୍ନୟନ ରାସ୍ତା ଅଧପନ୍ତରିଆ ହୋଇଥିବା ଅଭିଯୋଗ : ରାସ୍ତା ନଷ୍ଟ ସହ ଦୁର୍ଘଟଣା ଆଶଙ୍କା, ତୁରନ୍ତ ସମ୍ପୂର୍ଣ୍ଣ…

ଦେଓଗାଁ, (ମନୀଷ କୁମାର ସାହୁ) : ରାସ୍ତା ନିର୍ମାଣ କାମ ଆରମ୍ଭ ହୋଇ ଶେଷ ହେବାକୁ ଯାଉଛି ହେଲେ ଅଟକଳରେ ଥିବା କଛି କାମ ମଧ୍ୟରୁ କେତେକ କାମ କରି ନଥିବାରୁ ରାସ୍ତା ନଷ୍ଟ ହେବା ସହ ଦୁର୍ଘଟଣା ଆଶଙ୍କା ଥିବା ଅଭିଯୋଗ କରୁଛନ୍ତି ଦେଓଗାଁ ବ୍ଳକ କୁତୁର୍ଲା ପଞ୍ଚାୟତ ବହଲି ଗାଁର ଲୋକମାନେ ବହଲି
Read More...

ସ୍ୱର୍ଗତ ସତ୍ୟନାରାୟଣ ବେହେରାଙ୍କ ଦେହାନ୍ତ ମୋ ପାଇଁ ଅପୂରଣୀୟ କ୍ଷତି, ପାଟଣା ଷ୍ଟେଟ ଉପରେ କରିଥିବା ଗବେଷଣା ତାଙ୍କର…

ବଲାଙ୍ଗିର , (କେପିଏନ୍‌ଏସ୍‌) : ସ୍ବର୍ଗତ ସତ୍ୟନାରାୟଣ ବେହେରା ଅର୍ଧଶତାବ୍ଦିରୁ ଉର୍ଦ୍ଧ୍ବ ଧରି ସାମ୍ବାଦିକ ଭାବରେ ସାରା ରାଜ୍ୟରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟିକରି ପାରିଥିଲେ । ଏହି ବର୍ଷିୟାନ ସାମ୍ବାଦିକ ଏକ ବିରଳ ବ୍ୟକ୍ତିତ୍ବ ତଥା ବହୁମୁଖୀ ପ୍ରତିଭାର ଅଧିକାରୀ ଥିଲେ ସେ ଏକା
Read More...

ବୁଢାବାହାଲରେ ଧାନ ମଣ୍ଡି ଶୁଭାରମ୍ଭ : ତଦାରଖ କଲେ ଉପଜିଲ୍ଲାପାଳ

ସଇଁନ୍ତଲା, (ଅଜିତ କୁମାର ସାହୁ) : ଚଳିତ ବର୍ଷ ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକର ୨୨ଟି ପଞ୍ଚାୟତ ମଧ୍ୟରୁ କେତେକ ଗାଁ ମଧ୍ୟରେ କମ୍‌ ପରିମାଣରେ ଧାନ ଅମଳ ହୋଇଛି । କିନ୍ତୁ ବର୍ଷାର ଅଭାବରୁ ବ୍ଳକର ବିଭିନ୍ନ ସ୍ଥାନରେ ମରୁଡି ପରିସ୍ଥିତି ଦେଖାଦେଇଛି । ଯାହା ଫଳରେ ଚାଷୀ ମୁଣ୍ଡରେ ଚଡକ
Read More...

ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ୱାଗତ ସମାରୋହ ସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାର ଡିଗ୍ରୀ କଲେଜ କୁଶଙ୍ଗଠାରେ ଅଧ୍ୟକ୍ଷ ବିଜୟ କୁମାର କଲେଟଙ୍କ ଅଧ୍ୟକ୍ଷତାରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ୱାଗତ ସମାରୋହ ସଭା ଅନୁଷ୍ଠିତ ହୋଇଯାଇଛି । ଶେଷ ଏବଂ ଦ୍ଵିତୀୟ ବର୍ଷ ଛାତ୍ରଛାତ୍ରୀମାନେ ପ୍ରଥମ ବର୍ଷ
Read More...

ଛତୁଚାଷ ପାଇଁ ମହିଳାଙ୍କ ତାଲିମ ଶିବିର ଉଦ୍‌ଘାଟିତ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ପଂଚାୟତ ସଭାଗୃହଠାରେ ଆଜିଠାରୁ ତିନିଦିନିଆ ଛତୁଚାଷ ତାଲିମ ଶିବିର ଆରମ୍ଭ ହୋଇଯାଇଛି । ଉଦ୍ୟାନକୃଷି ବିଭାଗ ପକ୍ଷରୁ ଆୟୋଜିତ ଏହି ତାଲିମ ଶିବିରରେ ଏହି ବ୍ଲକର ରିଷିଡା, ତେରେସିଙ୍ଗା,
Read More...

ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଧାୟକ ସରୋଜ ମେହେର

ପାଟଣାଗଡ଼, (କେପିଏନ୍‌ଏସ୍‌) : ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପାଟଣାଗଡ ବିଧାୟକ ସରୋଜ କୁମାର ମେହେର । ଶ୍ରୀ ମେହେର ଶୋକ ପ୍ରକାଶ କରି କହିଛନ୍ତି ଯେ, ବରିଷ୍ଠ ସାମ୍ବାଦିକ ଶ୍ରୀ ବେହେରାଙ୍କ ଦେହାନ୍ତ ଆମ ଅଞ୍ଚଳ ପାଇଁ ଖୁବ୍‌ ଦୁଃଖଦାୟକ ।
Read More...

ବୟୋଜ୍ୟେଷ୍ଠ ତଥା ଦକ୍ଷ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କ ଦେହାନ୍ତ ଯୋଗୁଁ ଉତ୍କଳ ସାମ୍ବାଦିକ ସଂଘର ଅପୂରଣୀୟ କ୍ଷତି…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବୟୋଜ୍ୟେଷ୍ଠ ତଥା ଦକ୍ଷ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କ ଦେହାନ୍ତରେ ଉତ୍କଳ ସାମ୍ବାଦିକ ସଂଘର ଅପୂରଣୀୟ କ୍ଷତି ଘଟିଲା ବୋଲି କହିଛନ୍ତି ଉତ୍କଳ ସାମ୍ବାଦିକ ସଂଘର ସଭାପତି ବିଭୂତି ଭୂଷଣ କର । ଓଡ଼ିଶା ସାମ୍ବାଦିକ ଜଗତ ଆଜି ତାଙ୍କୁ ହରାଇ ନିଃସ୍ୱ ଅନୁଭବ
Read More...

ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ରାଜ୍ୟସଭା ସାଂସଦ ଅନଙ୍ଗ ଉଦୟ ସିଂହଦେଓ ଓ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ରାଜ୍ୟସଭା ସାଂସଦ ଅନଙ୍ଗ ଉଦୟ ସିଂହଦେଓ ଏବଂ ବିଜେଡ଼ି ଯୁବନେତା ଅର୍କେଶ ନାରାୟଣ ସିଂଦେଓ । ଟ୍ୱିଟର୍‌ ମାଧ୍ୟମରେ ଶୋକ ପ୍ରକାଶ କରି ଯୁବନେତା ଅର୍କେଶ କହିଛନ୍ତି ଯେ,
Read More...

ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣଙ୍କ ଅବଦାନ ଅତୁଳନୀୟ : ବିଧାୟକ ସନ୍ତୋଷ ସିଂ ସାଲୁଜା

କଂଟାବାଂଜି, (କେପିଏନ୍‌ଏସ୍‌) : ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କ ଅବଦାନ ଅତୁଳନୀୟ ବୋଲି କହିଛନ୍ତି କଂଟାବାଂଜି ବିଧାୟକ ସନ୍ତୋଷ ସିଂ ସାଲୁଜା । ତାଙ୍କ ସ୍ନେହ, ଆଦର ଓ କର୍ତ୍ତବ୍ୟନିଷ୍ଠା ଗୁଣ ପାଇଁ ସେ ଯୁଗ ଯୁଗ ଧରି ଅମର ରହିବେ ବୋଲି କହି ସେ ଅମର ଆତ୍ମାର ସଦ୍‌ଗତି କାମନା
Read More...

ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂହଦେଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂହଦେଓ । ଟ୍ୱିଟର୍‌ ମାଧ୍ୟମରେ ଶୋକ ପ୍ରକାଶ କରି ସେ କହିଛନ୍ତି ଯେ, ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣଙ୍କ ଦେହାନ୍ତ ଖୁବ୍‌ ଦୁଃଖଦାୟକ ।
Read More...