Yearly Archives

2021

ସମ୍ବିଧାନ ଦିବସରେ ଆରମ୍ଭ ହେଲା ବିର୍ଷାମୁଣ୍ଡା ଆଦିବାସୀ ଯୁବକ ସଂଘ

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ନଭେମ୍ବର ୨୬ ତାରିଖ ସମ୍ବିଧାନ ଦିବସ । ଆଜିର ଦିନରେ କଣ୍ଟାବାଞ୍ଜି ସହ ତଥା ଆଖ ପାଖ ଅଞ୍ଚଳର ଆଦିବାସୀ ଯୁବକମାନଙ୍କୁ ନେଇ ବିର୍ଷାମୁଣ୍ଡା ଆଦିବାସୀ ଯୁବକ ସଂଘ ଗଠନ ହୋଇଛି । ଅଞ୍ଚଳର ଆଦିବାସୀ, ଦଳିତ, ଗରିବ ଖଟିଖିଆମାନଙ୍କ ହକ୍‌ ଅଧିକାର ପାଇଁ ଏହି ସଂଘ
Read More...

ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟରେ ନବମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ଭୁବନେଶ୍ଵର ସ୍ଥିତ ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟରେ ନବମ ସମାବର୍ତ୍ତନ ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅଷ୍ଟ୍ରେଲିୟେନ ହାଇ କମିଶନର ଟୁ ଇଣ୍ଡିଆ ମିଷ୍ଟର ବେରି ଓ ଫେରେଳ, ଅନ୍ୟତମ ଅତିଥି ଭାବରେ ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ
Read More...

କଂଗ୍ରେସ ପକ୍ଷରୁ ବ୍ଲକ ସମ୍ମୁଖରେ ଗଣ ଧାରଣା

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସମ୍ମୁଖରେ ଭାରତୀୟ ଜାତୀୟ କଂଗ୍ରେସ ପକ୍ଷରୁ ଆଜି ଗଣ ଧାରଣା ଦିଆଯାଇଥିବା ଦେଖିବାକୁ ମିଳିଥିଲା । ବ୍ଲକ କଂଗ୍ରେସ ସଭାପତି ପ୍ରମୋଦ କୁମାର ସାହୁଙ୍କ ନେତୃତ୍ୱରେ କଂଗ୍ରେସ ନେତା ଓ କର୍ମୀମାନେ ଶିବ ମନ୍ଦିରଠାରୁ ଶୋଭା
Read More...

ବରପାଲିଠାରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କାଂସଡା ଗ୍ରାମ ପଞ୍ଚାୟତ ବରପାଲି ଗ୍ରାମଠାରେ ଜୟ ଭାରତ ଆଇକନ ହେଲଥ କେୟାର ଅନୁଷ୍ଠାନ ତରଫରୁ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ପାଇକମାଳ ବ୍ଲକ ଅଧ୍ୟକ୍ଷ ଅଲତାଫ ମହମ୍ମଦ ମୁଖ୍ୟ ଅତିଥି ଭାବେ
Read More...

ଲୋକ ଯୋଜନା ଅଭିଯାନ-୨୦୨୧ ନିମନ୍ତେ ୨ୟ ସ୍ୱତନ୍ତ୍ର ଜିଲ୍ଲା ପରିଷଦ ବୈଠକ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଲୋକ ଯୋଜନା ଅଭିଯାନ ୨୦୨୧ ନିମନ୍ତେ ୨ୟ ସ୍ୱତନ୍ତ୍ର ଜିଲ୍ଲା ପରିଷଦ ବୈଠକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଉଷା କୁମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା କିଲିଟାରି ସଭାକକ୍ଷରେ ଅନୁଷ୍ଠିତ ବୈଠକରେ ଡ଼ିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ
Read More...

ଭୋଟର ସଚେତନା ଓ ସମ୍ବିଧାନ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଳା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଗାଦିବ୍ରହ୍ମ ମହାବିଦ୍ୟାଳୟ ଐତିହ କକ୍ଷରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. ସରୋଜ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ସମ୍ବିଧାନ ଦିବସ ପାଳନ କରାଯିବା ସହିତ ଡେଲାଂଗ ପଂଚାୟତ ସମିତି ପକ୍ଷରୁ ଭୋଟର ସଚେତନତା ଅଭିଯାନ
Read More...

ଆମ ଐତିହ୍ୟ ସୁରକ୍ଷାରେ ପରିବେଶ ସୁରକ୍ଷା : ହୃଷୀକେଶ ପାଢ଼ୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ବିଶ୍ୱ ଐତିହ୍ୟ ଦିବସ ପାଳନ ଅବସରରେ ସବୁଜ ଡେଲାଙ୍ଗ ଟ୍ରଷ୍ଟ ବୋଲକଣା, ଡେଲାଙ୍ଗ, ପୁରୀ ପକ୍ଷରୁ ଆମ ଐତିହ୍ୟ ସୁରକ୍ଷାରେ ପରିବେଶ ସୁରକ୍ଷା ସଂକଳ୍ପ ପତ୍ରକୁ ବେନୁପଡା ଗାଦିବ୍ରହ୍ମ ପୀଠର ମଠ୍ୱାଧୀଶ ମହନ୍ତ ମହାରାଜ ଦାସରଥୀ ଦାସ, ବାବାଜି କାଳୁଚରଣ ଦାସ
Read More...

ରାଜ୍ୟ ସରକାରଙ୍କୁ ବିଜେପି କୃଷକ ମୋର୍ଚ୍ଚାର ତାଗିଦ : ମଣ୍ତିରେ ମଲର୍ସର ରାଜୁତି ବନ୍ଦ କର, ଚାଷୀଙ୍କୁ ସର୍ବନିମ୍ନ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଧାନ କିଣା ବିକାର ଅବ୍ୟବହିତ ପୂର୍ବରୁ ଭାରତୀୟ ଜନତା ପାର୍ଟି କୃଷକ ମୋର୍ଚ୍ଚା ମଣ୍ତିମାନଙ୍କରେ ମିଲର୍ସର ରାଜୁତି ବନ୍ଦ କରିବା ସହ କେନ୍ଦ୍ର ସରକାର ଧାନ କ୍ବିଣ୍ଟାଲ ପ୍ରତି ଯୋଗାଇ ଦେଉଥିବା ସର୍ବନିମ୍ନ ସହାୟକ ମୂଲ୍ୟ ୧୯୪୦ ଟଙ୍କା ଚାଷୀଙ୍କୁ ପ୍ରଦାନ
Read More...

ଡେଲାଙ୍ଗରେ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଓ ମିଶନ ଶକ୍ତି ମହିଳା ମହାସଂଘ ଆନୁକୂଲ୍ୟରେ ଶିଶୁମାନଙ୍କ ସୁରକ୍ଷା ଓ ବିକାଶ ପାଇଁ ଶିଶୁ ପାଇଁ ଦିନଟିଏ ଶୀର୍ଷକରେ ଆଲୋଚନା ଚକ୍ର ବୁଧବାର ବ୍ଲକ ମିଶନ ଶକ୍ତି ମହିଳା ମହାସଂଘ ସଭାଗୃହରେ ଅନୁଷ୍ଟିତ
Read More...

୨୧ ଜଣ ହିତାଧିକାରୀଙ୍କୁ ଘରଡିହ ପଟ୍ଟା ପ୍ରଦାନ

ବିଜେପୁର, (କେପିଏନ୍‌ଏସ୍‌) : ବିଜେପୁର ତହସିଲ କାର୍ଯ୍ୟାଳୟ ଅନ୍ତର୍ଗତ ବରମୁଣ୍ଡା ଓ ବାନ୍ଦୁପାଲି ଗ୍ରାମର ୨୧ ଜଣ ହିତାଧିକାରୀଙ୍କୁ ଘରଡିହ ପଟ୍ଟା ପ୍ରଦାନ କରାଯାଇଥିବା ସୂଚନା ମିଳିଛି । ଓଡ଼ିଶା ସରକାରଙ୍କ ବସୁନ୍ଧରା ଯୋଜନାରେ ସାମିଲ୍‌ ହୋଇ ଘରଡିହ ପଟ୍ଟା ପାଇବାକୁ ଯୋଗ୍ୟ ବିବେଚିତ
Read More...