Yearly Archives

2021

ଅଦିନିଆ ବର୍ଷାରେ ନୁନିଆପାଲିରୁ ଖଲିଆପାଲି ରାସ୍ତା ଅତିି ଶୋଚନୀୟ : ପକ୍କା ରାସ୍ତା ପାଇଁ ଦାବୀ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ଡୁଡୁକା ବ୍ଲକ ନୁନିଆପାଲି ପଂଚାୟତ ଅନ୍ତର୍ଗତ ଖଲିଆପାଲି ଗ୍ରାମର ରାସ୍ତା ଅସରାଏ ବର୍ଷା ହେଲେ ବେହାଲ ହୋଇଯାଉଥିବା ଅଭିଯୋଗ ହେଉଛି । ସ୍ୱାଧୀନତା ୭୫ ବର୍ଷ ବିତିଯାଇଥିଲେ ମଧ୍ୟ ଅଂଚଳବାସୀ ମୌଳିକ ଅଧିକାରରୁ ବଂଚିତ ହେଉଛନ୍ତି ବୋଲି ମତ ପ୍ରକାଶ
Read More...

ରନ୍ଧନ ଗ୍ୟାସ ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ବିଜେଡି ପକ୍ଷରୁ ପ୍ରତିବାଦ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ଛକଠାରେ ବିଜୁ ଛାତ୍ର ଜନତା ଦଳ, ବିଜୁ ଯୁବ ଜନତା ଦଳ, ବିଜୁ ମହିଳା ଜନତା ଦଳର ମିଳିତ ଆନୂକୁଲ୍ୟରେ ଦରଦାମ୍‌ ବୃଦ୍ଧିକୁ ନେଇ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା । ସଭାରେ ବିଜୁ ଜନତା ଦଳ ସଦସ୍ୟ/ସଦସ୍ୟାମାନେ ଯୋଗ ଦେଇ କେନ୍ଦ୍ର
Read More...

ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ସ୍ଥିତ ଖଡ଼ିଆଳ କ୍ଲବଠାରେ ତୃତୀୟ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଖଡ଼ିଆଳ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ ।
Read More...

ଅଙ୍ଗନୱାଡ଼ି କର୍ମୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୨ ଦଫା ଦାବୀପତ୍ର ପ୍ରଦାନ

ଡେଲାଙ୍ଗ, (ଦିଲ୍ଲିପ କୁମାର ଧାଉଡିଆ) : ଅଲ୍‌ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ ୱାର୍କସ ଆସୋସିଏସନ୍‌, ଡେଲାଙ୍ଗ ବ୍ଲକ ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରଯାଇଛି । ଅଙ୍ଗନୱାଡ଼ି କର୍ମୀମାନଙ୍କୁ ସରକାରୀ କର୍ମଚାରୀ ଘୋଷଣା କରିବା ସମେତ ୧୨ ଦଫା ସମ୍ଵଳିତ
Read More...

ଓଡିଶା ମୁଖ୍ୟମନ୍ତ୍ରୀଙ୍କ କରକମଳରେ ସୁବର୍ଣ୍ଣପୁର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବିତରଣ…

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ବିଜୁସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟ କାର୍ଡ ବିତରଣ ଏବଂ ବିଭିନ୍ନ ବିଭାଗର ୬୭ଗୋଟି ଜନକଲ୍ୟାଣକାରୀ ଯୋଜନାର ଶୁଭ ଉଦ୍‌ଘାଟନ କରିବା ସହିତ ୩୫ଟି ନୂତନ
Read More...

ମେଲଛାମୁଣ୍ଡା ମହାବିଦ୍ୟାଳୟରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ମେଳଛାମୁଣ୍ଡା କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ, ଭାରତ ସରକାରଙ୍କ ଅଧିନରେ କାର୍ଯ୍ୟ କରୁଥିବା ବରଗଡ଼ ନେହେରୁ ଯୁବ କେନ୍ଦ୍ର ତରଫରୁ ଏକ ସ୍ୱଚ୍ଛ ଭାରତ ଏବଂ ସବୁଜ ଭାରତ ବିଷୟରେ ଏକ ପ୍ରଶିକ୍ଷଣ ଶିବିର ମେଳଛାମୁଣ୍ଡା ମହାବିଦ୍ୟାଳୟର
Read More...

ପଦ୍ମପୁରରେ ରୋପ୍ୟ ଜୟନ୍ତୀ ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଲକ୍ଷ୍ମୀ କଲ୍ୟାଣ ମଣ୍ଡପ ଠାରେ ଆସନ୍ତା ଡିସେମ୍ବର ୧୨ ତାରିଖରେ ରୋପ୍ୟ ଜୟନ୍ତୀ ସମାରୋହରେ ସିର୍ଜିନା ପତ୍ରିକା ଲୋକାର୍ପଣ ଉତ୍ସବ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ସୂଚନା ମିଳିଛି । ସକାଳ ୯.ଘ.ସମୟରେ ସମଲେଇ ବରନ, ପ୍ରଥମ ଅଧିବେଶନ ଦିବା
Read More...

ଅଧିକ ଚାରି ମାସ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏୱାଇ)ର ସମ୍ପ୍ରସାରଣକୁ କ୍ୟାବିନେଟ…

● ଏହି ଯୋଜନାରେ ପଞ୍ଚମ ପର୍ୟ୍ୟାୟ ଖାଦ୍ୟ ଶସ୍ୟ ବିତରଣ ପାଇଁ ଖାଦ୍ୟ ସବସିଡି ବାବଦକୁ ଖର୍ଚ୍ଚ ହେବ ଆନୁମାନିକ ୫୩,୩୪୪.୫୨ କୋଟି ଟଙ୍କା● ପଞ୍ଚମ ପର୍ୟ୍ୟାୟରେ ମୋଟ ୧୬୩ ଲକ୍ଷ ମେଟ୍ରିକ୍ ଟନ୍ ଖାଦ୍ୟ ଶସ୍ୟ ବଣ୍ଟନ କରାଯିବ● ସଫଳତାପୂର୍ବକ ଚତୁର୍ଥ ପର୍ୟ୍ୟାୟ ଶେଷ ହେବା ପରେ, ଡିସେମ୍ବର ୧,
Read More...

ଗତ ୨୪ ଘଂଟାରେ ୩୩୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୪୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪୦୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ପ୍ରଧାନମନ୍ତ୍ରୀ ୩୯ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ୩୯ ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଯାହାକି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସାମିଲ କରି ସକରାତ୍ମକ ପ୍ରଶାସନ ଏବଂ ଠିକଣା ସମୟରେ କାର୍ୟ୍ୟକାରୀତା ପାଇଁ ଏକ ଆଇସିଟି ଆଧାରିତ ମଲ୍ଟି ମୋଡାଲ ପ୍ଲାଟଫର୍ମ
Read More...