Yearly Archives

2021

ସ୍ୱରବ୍ରହ୍ମର ଗଜଲ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱରବ୍ରହ୍ମ ମ୍ୟୁଜିକ ଏକାଡେମୀ ତରଫରୁ ସେକ୍ଟର ୫ ସ୍ଥିତ ଆଦର୍ଶ ସାହିତ୍ୟ ଘରଠାରେ ଗଜଲ ସମାରୋହ ଅନୁଷ୍ଠିତ ହୋଇଯାଇଛି । ବିଜୟ କୁମାର ଭୁୟାଁ ଓ ପ୍ରିତିରାଣୀ ପଣ୍ଡାଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଡଃ ମଧୁସୂଦନ ଚୌଧୁରୀ ଓ ସମାଜସେବୀ ଝରଣା
Read More...

ରଣ୍ଡା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଅଜଣା ଗାଡି ଧକ୍କା ଦେଲା ବୋଲେରୋକୁ : ୩ ମୃତ, ୫ ଆହତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର-ସୋନପୁର ଏନ୍‌ଏଚ୍‌ ୫୭ ନମ୍ବର ଜାତୀୟ ରାଜପଥ ରଣ୍ଡା ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଏକ ଅଜଣା ଗାଡି ଧକ୍କା ଦେଇଛି ବଲେରୋକୁ । ଏହି ଦୁର୍ଘଟଣାରେ ବୋଲେରୋ ଭାଙ୍ଗି ଚୁର୍‌ମାର୍‌ ହୋଇଯାଇଥିବା ବେଳେ ଘଟଣାସ୍ଥଳରେ ୩
Read More...

ପଠାଣି ସାମନ୍ତ ମେଧା ପରୀକ୍ଷାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର କୃତିତ୍ୱ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପଠାଣି ସାମନ୍ତ ମେଧା ପରୀକ୍ଷା ଫଳ ଗତ ୨୨/୧୧/୨୦୨୧ ତାରିଖରେ ପ୍ରକାଶ ପାଇଛି । ଡେଲାଙ୍ଗ ବ୍ଲକରେ ସମୁଦାୟ ୧୨୬ ଜଣ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିବା ବେଳେ ଡେଲାଙ୍ଗ ମଣ୍ଡଳରେ ଚୟନିତ ୧୦ ଜଣ ମେଧାବୀ ମଧ୍ୟରେ ଶିଶୁ ମନ୍ଦିରର ଛାତ୍ର ଶ୍ରୀମାନ ସାତ୍ତ୍ୱିକ
Read More...

ରାଜ୍ୟରେ ପ୍ରତ୍ୟେକ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରାଇବା ମହିଳା ଆୟୋଗଙ୍କ ମୂଳ ଦାୟିତ୍ୱ

ବୌଦ୍ଧ,(ବଂଶୀଧର ମାଝୀ ): ବୌଦ୍ଧ ଟାଉନହଲଠାରେ ରାଜ୍ୟ ମହିଳା କମିଶନଙ୍କ ଦ୍ୱାରା ଆୟୋଜିତ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ମହିଳା କମିଶନ ଡଃ. ମିନତୀ ବେହେରା, ସଦସ୍ୟା ସୁଶ୍ରୀ ସ୍ନେହାଞ୍ଜଳୀ ମହାନ୍ତି, ଜଲିନା ପ୍ରିୟଦର୍ଶିନୀ, ଅତିରିକ୍ତ
Read More...

ଭିଜିଲାନ୍ସ ଜାଲରେ ଭାରପ୍ରାପ୍ତ ଡିଏସଡବ୍ଲୁଓ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଆଜି ବରଗଡ଼ ଜିଲ୍ଲାର ଭାରପ୍ରାପ୍ତ ଡିଏସଡବ୍ଲୁଓ ଚନ୍ଦ୍ରମା ସାହୁଙ୍କ ଘରେ ଏବଂ କାର୍ଯ୍ୟାଳୟରେ ଏକକାଳୀନ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇ ଲକ୍ଷାଧିକ ଟଙ୍କାର ଆୟ ବର୍ହିଭୁତ ସଂପତ୍ତି ଠାବ କରାଯାଇଛି
Read More...

ରନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଲୋଇସିଂହା ବିଜୁ ମହିଳା ଜନତା ଦଳର ବିକ୍ଷୋଭ ଶୋଭାଯାତ୍ରା

ଲୋଇସିଂହା, (କେପିଏନ୍‌ଏସ୍‌): ଆଜି ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ରନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଲୋଇସିଂହା ବିଜୁ ମହିଳା ଜନତା ଦଳର ବିକ୍ଷୋଭ ଓ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି । ବ୍ଲକ ଯୁବ ସଭାପତି ପ୍ରକାଶ ମହାରଣାଙ୍କ ସଭାପତିତ୍ୱରେ ରାଜ୍ୟ ପରିଷଦ ସଭ୍ୟ
Read More...

ଲୁକ୍କାୟିତ ନୂତନ ଯୁବ ପ୍ରତିଭାଙ୍କ ଅନ୍ୱେଷଣରେ ‘ଅ’ ପତ୍ରିକାର ଅଭିଯାନ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଧବଳେଶ୍ଵର ଡିଗ୍ରୀ କଲେଜ ମୋହନଗିରି ଠାରେ 'ଅ' ପତ୍ରିକା ତରଫରୁ ନୂଆ ଶବ୍ଦ ନୂଆ କଲମ ତଥା ଲୁକ୍କାୟିତ ନବ ପ୍ରତିଭାର ଅନ୍ୱେଷଣରେ ଏକ କବିତା ଆସର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଶିକ୍ଷା ଅଧ୍ୟାପକ ଅଜିତ
Read More...

ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ସଡକ ନିର୍ମାଣ ନିମ୍ନ ମାନର : ରକ୍ଷଣା ବେକ୍ଷଣ ଅର୍ଥ ଥାଇ କାମରେ ଲାଗୁନି :…

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ଥିବା ବାଲିଗୁଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମାଣ କରାଯାଉଥିବା ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ସଡ଼କ ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ଓ ନିମ୍ନମାନର କାର୍ଯ୍ୟ ହେଉଥିବା ନେଇ ବାରମ୍ୱାର ଅଭିଯୋଗ
Read More...

ଜାଲେଣୀ ଗ୍ୟାସ୍ ସିଲିଣ୍ଡର୍ ଦରବୃଦ୍ଧି ପ୍ରତିବାଦରେ ବିଜେଡ଼ିର ଜିଲ୍ଲା ବ୍ୟାପି ବିକ୍ଷୋଭ ପ୍ରଦର୍ଶନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କେନ୍ଦ୍ର ସରକାରଙ୍କ ଦ୍ଵାରା ନିୟନ୍ତ୍ରିତ ଜାଲେଣୀ ଗ୍ୟାସ୍ ସିଲିଣ୍ଡର ଦର ଅହେତୁକ ବୃଦ୍ଧି ପ୍ରତିବାଦରେ ଆଜି ବରଗଡ଼ ଜିଲ୍ଲା ବିଜୁ ଜନତା ଦଳର ମହିଳା, ଯୁବ, ଛାତ୍ର ସଂଗଠନ ପକ୍ଷରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ସହ ରାଷ୍ଟ୍ରପତିଙ୍କ
Read More...

ଓଡ଼ିଆ ପୁଅ ଚଣ୍ଡିପ୍ରସାଦ ମହାନ୍ତିଙ୍କୁ ପରମ ବିଶିଷ୍ଟ ସେବା ପଦକରେ ସମ୍ମାନୀତ କଲେ ରାଷ୍ଟ୍ରପତି

ଦିଲ୍ଲୀ : ଆଜି ଦିଲ୍ଲୀରେ ଏକ ସ୍ୱତନ୍ତ୍ର ଉତ୍ସବରେ ଚଣ୍ଡିପ୍ରସାଦଙ୍କୁ ପରମ ବିଶିଷ୍ଟ ସେବା ପଦକ ସମ୍ମାନୀତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏବେ ସ୍ଥଳ ସେନା ଉପମୁଖ୍ୟ ଭାବେ ଦାୟିତ୍ୱ ତୁଲାଉଛନ୍ତି ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡିପ୍ରସାଦ ମହାନ୍ତି । ତାଙ୍କର ଦୀର୍ଘ ଚାରି ଦଶନ୍ଧିର
Read More...