Yearly Archives

2021

ଗତ ୨୪ ଘଂଟାରେ ୨୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୭୦ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୧୯୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୩ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଏନ୍‌ପିଏସ୍‌ ଶିକ୍ଷକ ସଂଘର ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସର୍କିଟ ହାଉସଠାରେ ବଲାଙ୍ଗିର ଜିଲ୍ଲାର ଏନ୍‌ପିଏସ୍‌ ଶିକ୍ଷକ ସଂଘର ସଭାପତି ରାଜକୁମାର ଭୋଇଙ୍କ ନେତୃତ୍ୱରେ ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଥିଲା । ଏହି ଦାବୀପତ୍ରରେ ନୂତନ ପେନ୍‌ସନ୍‌ ଯୋଜନା ପ୍ରତିବଦଳରେ
Read More...

ସହର ସେବା ସମିତି ପକ୍ଷରୁ ଡ. ହରେକୃଷ୍ଣ ମହତାବଙ୍କ ୧୨୨ତମ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହର ସେବା ସମିତି ପକ୍ଷରୁ ଏହାର ପ୍ରତିଷ୍ଠା ଦିବସ ତଥା ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୨ ତମ ଜୟନ୍ତୀ ହୋଟେଲ ସୋଲେସ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସହର ସେବା ସମିତିର ଆବାହକ ତଥା ପୂର୍ବତନ ସାଂସଦ ଓ ବିଧାୟକ ସ୍ୱର୍ଗତ ଧନଞ୍ଜୟ
Read More...

ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବଙ୍କ ବୌଦ୍ଧ ଗସ୍ତ

ବୌଦ୍ଧ, (ବଂଶୀଧର ମାଝୀ) : ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ରେଗା ଗୀତାରାଣୀ ପଟ୍ଟନାୟକ, ୟୁନିସେଫ ରାଜ୍ୟ ପରାମର୍ଶଦାତ୍ରୀ ଦେବୀକା ସାହୁ, ପ୍ରୋଗ୍ରାମ ମ୍ୟାନେଜର (ଓଏସ୍‌ସିପିସିଆର) ପ୍ରିତିକାନ୍ତ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଲକ୍ଷପତି ଭୋଇଙ୍କ ସହ ହରଭଙ୍ଗା ବ୍ଲକର
Read More...

ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା କନ୍ଧମାଳ : ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ବିଜୁ…

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଲେଖିଲା ବିକାଶର ନୂଆ କାହାଣୀ । ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଫୁଲବାଣୀ ଗସ୍ତ କରିବା ସହ କନ୍ଧମାଳ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ
Read More...

ଖେଳପଡିଆ ଉଦ୍‌ଘାଟନ କଲେ ନରସିଂହ : ନିମ୍ନମାନର କାମ ପାଇଁ ଜାହିର କଲେ ଅସନ୍ତୋଷ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଧାୟକ ନରସିଂହ ମିଶ୍ର ସଦର ବ୍ଲକ ଅନ୍ତର୍ଗତ ସକ୍‌ମା ଗ୍ରାମ ଗସ୍ତ କରି ସ୍ଥାନୀୟ ପଂଚାୟତ ହାଇସ୍କୁଲ ଖେଳ ପଡିଆର ଉଦ୍‌ଘାଟନ କରିଛନ୍ତି । ଉଦ୍‌ଘାଟନି ଉତ୍ସବରେ ଯୋଗଦେଇ ନିଜ ବକ୍ତବ୍ୟରେ ସୁସ୍ଥ ସମାଜ ଗଠନରେ କ୍ରୀଡାର ଭୂମିକା ଗୁରୁତ୍ୱପୂର୍ଣ୍ଣ ତଥା
Read More...

ରନ୍ଧନଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ବ୍ଲକ ସମ୍ମୁଖରେ ବିକ୍ଷୋଭ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କେନ୍ଦ୍ର ସରକାରଙ୍କ ଦୈନଦିନ ବ୍ୟବହୃତ ରନ୍ଧନ ଗ୍ୟାସର ଅହେତୁକ ଦରଦାମ୍‌ ବୃଦ୍ଧି ବିରୋଧରେ ଡେଲାଙ୍ଗ ବିଜେଡି ପକ୍ଷରୁ ଜଗଦଲପୁର ମା ପାଦୁକେଇ ପୀଠରୁ ଏକ ଶୋଭାଯାତ୍ରା ବାହାରି ନାରାବାଜି ଦେଇ ଶତାଧିକ ମହିଳା ଓ ପୁରୁଷ କର୍ମୀ ହାତରେ ପ୍ଲାକାର୍ଡ ଧରି
Read More...

ରତାଖଣ୍ଡି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ : ସିଣ୍ଡୁଲକୁ ହରାଇ ନୂଆଁପାଲି ଚମ୍ପିଅନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଗୌଡଗୋଠ ପଞ୍ଚାୟତ ଅନ୍ତର୍ଗତ ରତାଖଣ୍ଡି ଖେଳପଡିଆରେ ରତାଖଣ୍ଡି କ୍ରିକେଟ କ୍ଳବ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିବା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ପ୍ରତିଯୋଗିତାର ଫାଇନାଲରେ ନୂଆଁପାଲି କ୍ରିକେଟ କ୍ଳବ୍ ବିଜୟୀ ହୋଇ
Read More...

ପୁରୁଷ ବନ୍ଧ୍ୟାକରଣ ପକ୍ଷରେ ସଚେତନତା ରଥର ଶୁଭାରମ୍ଭ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ପୁରୁଷ ବନ୍ଧ୍ୟାକରଣ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀ ସବୁଜ ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଥିଲେ । ଏହି ରଥ ଆଗାମୀ ଆଠ ଦିନ
Read More...

ରାମେଶ୍ୱରମ୍‌ ଷ୍ଟେସନ୍‌ରେ ଫସିଥିବା ୧୬ ଓଡ଼ିଆଙ୍କୁ ଉଦ୍ଧାର କଲା ଓଡ଼ିଶା ମୋ ପରିବାର

ବିମାନ ଯୋଗେ ଆଜି ଫେରିଲେ ୮, କାଲି ଅନ୍ୟ ୮ ଜଣ ଫେରିବେ ଭୁବନେଶ୍ୱର(କେପିଏନ୍‌ଏସ୍‌) : ଓଡ଼ିଶା ବାହାରେ ଦୁର୍ଦ୍ଦଶାଗ୍ରସ୍ତ ଓଡ଼ିଆଙ୍କ ପାଇଁ ସଦାସର୍ବଦା ସହଯୋଗର ହାତ ବଢ଼ାଉଥିବା ଓଡ଼ିଶା-ମୋ ପରିବାରର ଆଉ ଏକ ମହନୀୟ କାର୍ଯ୍ୟ ଚର୍ଚ୍ଚାର ବିଷୟ ହୋଇଛି । ଆନ୍ଧ୍ର ପ୍ରଦେଶରେ ବନ୍ୟା
Read More...