Yearly Archives

2021

ଗତ ୨୪ ଘଂଟାରେ ୨୩୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୮୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଏମ୍‌ଏସ୍‌ପି ମଧ୍ୟ ଏକ ବଡ ପ୍ରଶ୍ନ, ସେଥିପାଇଁ ମଧ୍ୟ ଏକ ନିୟମ ରହିବା ଉଚିତ : ରାକେଶ ଟିକାୟତ

ନୂଆଦିଲ୍ଲୀ : ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଁ ତିନୋଟି କୃଷି ଆଇନ ପ୍ରତ୍ୟାହାର ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏହି ଘୋଷଣା ପରେ ଦିଲ୍ଲୀ ସୀମାରେ ଆନ୍ଦୋଳନ କରୁଥିବା କୃଷକ ସଂଗଠନଗୁଡ଼ିକ ଜୋରଦାର ଉତ୍ସବ ପାଳନ କରିଥିଲେ । ବିଭିନ୍ନ ରାଜନୈତିକ ଦଳ
Read More...

ତାଳଚେର ୱାର୍କିଂ ଜର୍ଣ୍ଣାଲିଷ୍ଟ ଆସୋଏସନ୍‌ ପକ୍ଷରୁ ଜାତୀୟ ପ୍ରେସ୍‌ ଦିବସ ପାଳିତ

ତାଳଚେର, (ଆର୍ତ୍ତତ୍ରାଣ ପାଣି) : ଗଣତନ୍ତ୍ରକୁ ବିପତ୍ତି ପଡ଼ିଥିବା ବେଳେ ଗଣମାଧ୍ୟମ ହିଁ ଏହାକୁ ସଜାଡ଼ିବାରେ ଭୂମିକା ନେଇଛି । ଏବେ ବି ଗଣତନ୍ତ୍ର ଉପରେ ବାରମ୍ବାର ବିପଦ ଆସିବା ସହ ଅର୍ଥନୀତି କ୍ଷେତ୍ରରେ ମାନ୍ଦାବସ୍ଥା ଦେଖାଦେଇଛି । ଏହି ସନ୍ଧିକ୍ଷଣରେ ଗଣମାଧ୍ୟମ ଜାଗ୍ରତ ପ୍ରହରୀ ସାଜି
Read More...

ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହେଲା ରାଜ୍ୟସ୍ତରୀୟ କାର୍ତ୍ତିକ ପୂର୍ଣ୍ଣିମା ମହୋତ୍ସବ ଓ ପ୍ରତିଯୋଗିତା

ଭୁବନେଶ୍ୱର, (ସୁଶାନ୍ତ କୁମାର ସାହୁ) : କାର୍ତ୍ତିକ ପୂର୍ଣ୍ଣିମା ଆମ ଓଡିଶାର ପରମ୍ପରା ଓ ଧର୍ମୀୟ ଭାବନା ସହ ଅଙ୍ଗାଅଙ୍ଗୀ ଭାବେ ଜଡ଼ିତ । ଉତ୍କଳର ପ୍ରାଚୀନ ଗାରିମାମୟ ନୌବାଣିଜ୍ୟ ଇତିହାସ ଦୃଷ୍ଟିକୋଣରୁ ଏହାର ବୈଶିଷ୍ଟ୍ୟତା ରହିଛି । ଏହାକୁ ସାଧାରଣତଃ ଓଡ଼ିଶାର ପୁରପଲ୍ଲୀରେ ଧର୍ମ ମାସ
Read More...

ବ୍ଲକସ୍ତରୀୟ ସମୀକ୍ଷା ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ବ୍ଲକସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ବ୍ଲକ ଶିକ୍ଷା ଅଧିକାରୀ ରାଘବ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ମୌଳିକ ସାକ୍ଷରତା ସମ୍ବନ୍ଧୀୟ ତାଲିମ ଏବଂ
Read More...

ବାଲୁକା ଶିଳ୍ପୀଙ୍କ ସମୁଦ୍ରରେ ବେଳାଭୂମିରେ ବୋଇତ କଳାକୃତି

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଓଡ଼ିଶାର ପ୍ରାଚୀନ ପରମ୍ପରାର ସୃତିକୁ ନେଇ ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଟେଶ୍ୱର ଶୈବପୀଠ ନିକଟସ୍ଥ ସମୁଦ୍ର ବେଳାଭୂମିରେ ସ୍ଥାନୀୟ କଣ୍ଟିଆଗଡ଼ ଗ୍ରାମର ଯୁବ ବାଲୁକା ଶିଳ୍ପୀ ସଚ୍ଚିଦାନନ୍ଦ ପ୍ରଧାନ(ବାବୁଲା)ବାଲୁକା କଳା
Read More...

ସାଇକେଲରୁ ପଡି ବରିଷ୍ଠ ଶିକ୍ଷାବିତ୍‌ ଆହତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ସାଇକେଲରୁ ପଡି ଗଞ୍ଜାମ ସହରର ଜୈନେକ ଶିକ୍ଷାବିତ୍‌ ଆହତ ହୋଇଥିବା ଜଣାପଡିଛି । ପ୍ରାପ୍ତ ସୁଚାନାନୁଯାୟୀ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପଣ୍ଡା ସାହିର ଅବସରପ୍ରାପ୍ତ ଶିକ୍ଷକ ବୃନ୍ଦାବନ ପଣ୍ଡା ସାଇକେଲ କୌଣସି କାମରେ ଯାଇ ଘର ଅଭିମୁଖେ ଫେରୁଥିବା ବେଳେ
Read More...

ପଦ୍ମପୁରରେ ଝାନସୀରାଣୀ ଲକ୍ଷ୍ମୀବାଈ ଜୟନ୍ତୀ ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଦିଲ୍ଲୀପ କଲ୍ୟାଣ ମଣ୍ଡପଠାରେ ଚେତନା ପରିଷଦ ପଦ୍ମପୁର ଦ୍ୱାରା ଝାନସୀରାଣୀ ଲକ୍ଷ୍ମୀବାଈ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି । ସମାରୋହରେ ହରିଶଙ୍କର ସିଂହଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାରୋହରେ ମୁଖ୍ୟ ଅତିଥି ରୂପେ ବରିଷ୍ଠ ନାଟ୍ୟକାର ଅଶୋକ
Read More...

କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ କୁଡାସିଂହାରେ ୧୦ଫୁଟର ଡଙ୍ଗା ଭସାଣି

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡାସିଂହା କାର୍ତ୍ତିକେଶ୍ଵର ଡଙ୍ଗାପାର୍ଟି ପକ୍ଷରୁ କାର୍ତ୍ତିକ ପୂର୍ଣ୍ଣିମା ଦିନ ସକାଳ ଭୋର ୪ଟାରୁ କିର୍ତନ ସହ ଗାଁ ପରିକ୍ରମା କରି ପ୍ରାୟ ୧୦ଫୁଟ ଲମ୍ବର ସୋଲରେ ତିଆରି ଡଙ୍ଗା ସ୍ଥାନୀୟ ଅଏଁଲା ସାଗର ପୋଖରୀରେ ଭସାଇଥିଲେ ।
Read More...

ଗରିବ ଲୋକମାନଙ୍କ ପାଇଁ ଆବାସ ଯୋଜନା ସାତ ସପନ, ଟିକ୍ରାପଡ଼ା ଅଞ୍ଚଳରେ ଆବାସ ଯୋଜନା ଅର୍ଥରେ ମାର୍କେଟ କମ୍ପ୍ଲେକ୍ସ…

ସଇଁନ୍ତଲା, (ଅଜିତ କୁମାର ସାହୁ) : ରାଜ୍ୟ ଓ କେନ୍ଦ୍ର ସରକାର ଗରିବ ଲୋକମାନଙ୍କ ପାଇଁ ଆବାସ ଯୋଜନାରେ କୋଟି କୋଟି ଖର୍ଚ୍ଚ କରୁଥିବା ବାହା ବାହା ନେଉଛନ୍ତି । ହେଲେ ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ଏବେବି ଲୋକେ ଭଙ୍ଗା କୁଡ଼ିଆରେ ଦିନ ବିତାଉ ଥିବାର ଦୃଶ୍ୟ ବଲାଙ୍ଗିର ଜିଲ୍ଲା ସଇଁନ୍ତଲା
Read More...