Yearly Archives

2021

ବରଗଡ଼ରେ ମାଳ ମାଳ ନେତା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆସନ୍ତା କାଲି ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼ ଜିଲ୍ଲା ଗସ୍ତ କ୍ରମେ ଆଜି ସକାଳୁ ବରଗଡ଼ ସହରରେ ମାଳ ମାଳ ନେତାଙ୍କ ସମାଗମ ଦେଖିବାକୁ ମିଳିଥିଲା । ସେହିପରି ସୋହେଲା ଏବଂ ବରପାଲିଠାରେ ମଧ୍ୟ ସ୍ଥାନୀୟ ଓ ଉପକୁଳିଆ ନେତା ମୁଖ୍ୟମନ୍ତ୍ରୀଙ୍କ
Read More...

ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲର ରକ୍ତ ଭଣ୍ଡାରଠାରେ ଓଡିଶା ମୋ ପରିବାର ତରଫରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଓଡିଶା ମୋ ପରିବାର ବଲାଙ୍ଗିର ଜିଲ୍ଲା ସଂଯୋଜକ ସାଗର ସଙ୍ଗମ ଶତପଥୀଙ୍କ ସଂଯୋଜନାରେ ମୁଖ୍ୟ ଅତିଥି ଭାବେ
Read More...

ମମିତା ହତ୍ୟା ଘଟଣାର ସିବିଆଇ ତଦନ୍ତ ଓ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ବହିଷ୍କାର ଦାବୀ କଲେ ପୁର୍ବତନ ମନ୍ତ୍ରୀ…

ସଇଁନ୍ତଲା, (ଅଜିତ କୁମାର ସାହୁ) : ବହୁ ଚର୍ଚ୍ଚିତ ଶିକ୍ଷୟତ୍ରୀ ମମିତା ମେହେରଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ସହ ଶକ୍ତି ଓ ଗୃହ୍ୟ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବୀକୁ ନେଇ ଦୀର୍ଘ ଦିନ ହେଲାଣି ସାରା ରାଜ୍ୟରେ ବିକ୍ଷୋଭ ଜୋର ଧରିଥିବା ବେଳେ ହୁଁ ହୁଁ ହୋଇ ନିଆଁ
Read More...

ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ତରଫରୁ କମ୍ବଳ ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରରେ ଶୀତର ଲହରୀ ଆରମ୍ଭ ହୋଇଯାଇଥିବା ବେଳେ ଗତକାଲି ରାତିରେ ସହରର ଅନେକ ସ୍ଥାନରେ ଅବହେଳିତ ଅବସ୍ଥାରେ ରହିଥିବା ଅସହାୟ ନିରୀହ ଲୋକଙ୍କୁ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ତରଫରୁ କମ୍ବଳ ବଣ୍ଟନ କରାଯାଇଛି । ଏଥିରେ ସଂଗଠନର ସନ୍ତୋଷ
Read More...

ସୁକନ୍ୟା ଶକ୍ତି ସଙ୍ଗଠନ ପକ୍ଷରୁ ବୈଠକ ଅନୁଷ୍ଠିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ସମରା ଗ୍ରାମରେ ଆଜି ସୁକନ୍ୟା ଶକ୍ତି ସଙ୍ଗଠନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗରିବ ନିରୀହ ଲୋକଙ୍କୁ ମାଗଣାରେ ବିଭିନ୍ନ ସହାୟତ ପ୍ରଦାନ କରୁଥିବା ବେଳେ ରୋଗୀଙ୍କ ଚିକିତ୍ସା ପାଇଁ ମାଗଣାରେ ଆମ୍ବୁଲାନ୍ସର
Read More...

ତ୍ରିବେଣୀ ଗଙ୍ଗାରେ ବାପାଙ୍କ ଅସ୍ଥି ବିସର୍ଜନ କଲେ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପ୍ରୟାଗ ରାଜ ତୀର୍ଥକ୍ଷେତ୍ରର ତ୍ରିବେଣୀ ସଙ୍ଗମ ସ୍ଥଳି ଗଙ୍ଗାରେ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଓ ତାଙ୍କ ଧର୍ମପତ୍ନୀ ଶ୍ରୀମତୀ ପ୍ରତୀମା ପୁରୋହିତ ତାଙ୍କର ସ୍ଵର୍ଗୀୟ ପିତା ରାଧେଶ୍ୟାମ ପୁରୋହିତଙ୍କ ଅସ୍ଥି ବିସର୍ଜନ କ୍ରିୟାକର୍ମ ଗତ କାଲି ସମାପନ
Read More...

ମ.ରାମପୁରରେ କଂଗ୍ରେସର ବନ୍ଦ ସଫଳ

ମ.ରାମପୁର, (ହେମନ୍ତ ସାହୁ) : ଓଡିଶା ପ୍ରଦେଶ କଂଗ୍ରେସ ତରଫରୁ ଦିଆଯାଇଥିବା ୬ଘଣ୍ଟିଆ ବନ୍ଦ ଡାକରା ଶାନ୍ତି ଶୃଙ୍ଖଳା ସହ ସମାପନ ହୋଇଛି । କଳାହାଣ୍ଡି ଜିଲ୍ଲା ସାଧାରଣ ସମ୍ପାଦକ ବିଭୁତି ଭୂଷଣ ମହାଖୁଡ଼ ଏବଂ ମ.ରାମପୁର ବ୍ଲକ ସଭାପତି ରୁଦ୍ରପ୍ରତାପ ସିଂଙ୍କ ନେତୃତ୍ୱରେ ଆୟୋଜିତ ବନ୍ଦ
Read More...

ଚଲନାରେ ଗିରିଗୋବର୍ଦ୍ଧନ ଗୋଷ୍ଠା ଅଷ୍ଟମୀ ପୂଜା ଅନୁଷ୍ଠିତ

ସିନାପାଲି, (ନିରାକାର ମେହେର) : ସିନାପାଲି ବ୍ଲକ ଅନ୍ତର୍ଗତ ଚଲନା ଗ୍ରାମ ବଜାର ପଡିଆ ଠାରେ ଗିରିଗୋବର୍ଦ୍ଧନ ଓ ଗୋଷ୍ଠା ଅଷ୍ଟମୀ ପୂଜା ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବୁଧବାର ଏକ କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଥିଲା । ଗ୍ରାମର ଶତାଧିକ ମହିଳା ଏଥିରେ ସାମିଲ ହୋଇ ସ୍ଥାନୀୟ
Read More...

କଂଗ୍ରେସର ୬ଘଣ୍ଟିଆ ବନ୍ଦ ପାଳନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ମମିତା ମେହେର ହତ୍ୟା ଘଟଣାର ନିରପେକ୍ଷ ତଦନ୍ତ, ରାଜ୍ୟ ସରକାରଙ୍କ ଗୃହ ବିଭାଗ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବୀ, ବରଗଡ଼ ତୋରା ଗ୍ରାମ ପଞ୍ଚାୟତର ଗୋବିନ୍ଦ କୁମ୍ଭାର ହାଜତ ମୃତ୍ୟୁ ମାମଲା ତଦନ୍ତରେ ଶିତିଳତା ପ୍ରତିବାଦରେ ବରଗଡ଼
Read More...

କଂଗ୍ରେସ ପକ୍ଷରୁ ପଦ୍ମପୁର ସହରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମମିତା ମେହେର ହତ୍ୟାକାଣ୍ଡରେ ଲିପ୍ତଥିବା ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବରଖାସ୍ତ କରିବା ଦାବୀରେ ଆଜି ପଦ୍ମପୁର, ପାଇକମାଲ, ଝରବନ୍ଧରେ କଂଗ୍ରେସ ସପକ୍ଷରୁ ଶାନ୍ତିପୂର୍ଣ୍ଣ ଭାବରେ ବନ୍ଦ ପାଳନ କରାଯାଇଛି । ସହରର ଅନେକ ଦୋକାନ ବଜାର ବନ୍ଦ ଥିବା ସହ ଗାଡି
Read More...