Yearly Archives

2021

ପକ୍ଷୀମାନବ ଡଃ ସଲିମ୍ ଅଲ୍ଲିଙ୍କ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ପ୍ରବାଦ ପୁରୁଷ ପକ୍ଷୀମାନବ ଭାବେ ପରିଚିତ ଡଃ ସଲିମ୍ ଅଲ୍ଲିଙ୍କ ଜନ୍ମଦିନ ସୁବର୍ଣ୍ଣପୁରଠାରେ ପାଳିତ ହୋଇଯାଇଛି । ସୁବର୍ଣ୍ଣପୁରର ନଦୀ ସଂଗମଠାରେ ଜିଲ୍ଲା ପକ୍ଷୀ ସୁରକ୍ଷା ସଂଗଠନ ପକ୍ଷରୁ ବେଣୁଧର ପ୍ରଧାନଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ
Read More...

ମମିତାଙ୍କୁ ନ୍ୟାୟ ଦାବୀରେ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ)ର ସାରା ଓଡିଶା ଦାବୀ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡର ବିଚାର, ଫାଷ୍ଟାଟ୍ରାକ୍‌ କୋର୍ଟରେ ତ୍ୱରିତ କରାଯାଇ ସଂପୃକ୍ତ ସମସ୍ତ ଅପରାଧୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦିଆଯାଉ, ଦାୟିତ୍ୱ ପାଳନରେ ଅବହେଳା କରିଥିବା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ
Read More...

ବଲାଙ୍ଗିରରେ ୬ଘଣ୍ଟିଆ ବନ୍ଦ ଶାନ୍ତିପୂର୍ଣ୍ଣ : ଦିବ୍ୟଶଙ୍କର ଓ ନବୀନଙ୍କ କୁଶ ପୁତ୍ତଳିକା ଦାହ କଲା କଂଗ୍ରେସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କ୍ୟାବିନେଟ ତଥା ମନ୍ତ୍ରୀ ପଦରରୁ ବହିଷ୍କାର ଦାବୀରେ ଆଜି ପ୍ରଦେଶ କଂଗ୍ରେସ କମିଟି ୬ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦେଇଥିଲା ।
Read More...

ଉତ୍ତମ ପରିବେଶ ଓ ମାଟି ମା’ର ସୁରକ୍ଷା ପାଇଁ ଜୈବିକ ସାରର ପ୍ରୟୋଗ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଗିରିଗୋବର୍ଦ୍ଧନ ପୂଜାଠାରୁ ଗୋଅଷ୍ଟମୀ ପର୍ଯ୍ୟନ୍ତ ଗୋ -ସମ୍ବର୍ଦ୍ଧନା ସପ୍ତାହ ପାଳନ ଅବସରରେ ସବୁଜ ଡେଲାଙ୍ଗ ଟ୍ରଷ୍ଟ ବୋଲକଣା, ଡେଲାଙ୍ଗ, ପୁରୀ ପକ୍ଷରୁ ଗୋ -ପୂଜନ, ଗୋ -ସମ୍ପଦର ବିକାଶ, ଜୈବିକ ସାର ପ୍ରୟୋଗର ଉପକାରିତା ଉପରେ ଜନସଚେତନତା କରାଯାଇଅଛି
Read More...

ଦାଦା, ପୁତୁରା ଓ କାକାର ଆକ୍ରମଣରେ ଭାଇ ଗୁରୁତର : ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ପଲମ ଫାଣ୍ଡି ସ୍ଥିତି ବାଦୀପଡା ଗ୍ରାମର ଭବାନି ସାହୁଙ୍କୁ ପରିବାରର ତିନି ଭାଇ, କାକା ଓ ପୁତୁରା ଟାଙ୍ଗିଆରେ ଆକ୍ରମଣ କରିଥିବା ବେଳେ ଭବାନୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କେସିଙ୍ଗା ପରେ ବୁର୍ଲା
Read More...

ମହାବୀର ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତଦୁଇ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ମହାବୀର ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତଦୁଇ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିବା ଉଦ୍ଦେଶ୍ୟରେ ଗତକାଲି ସକାଳ ୧୦ ଘଟିକାରେ ଏକ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା । ଉକ୍ତ ଉତ୍ସବରେ ସମ୍ମାନୀତ ଅତିଥି ଭାବେ ପ୍ରତିଷ୍ଠାତା
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୩ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ଜୀବନ ନେଇଛି
Read More...

ଗତ ୨୪ ଘଂଟାରେ ୨୬୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୬୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୪୪ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୮୮୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ସାଉରିଆ ଓ ଘନିପୁର ଗ୍ରାମ ପଞ୍ଚାୟତର ବିଭିନ୍ନ ସମସ୍ୟା ଓ ତା’ର ପ୍ରତିକାର ନେଇ ବିଡିଓଙ୍କୁ ଦାବୀପତ୍ର ପ୍ରଦାନ

ଡେଲାଙ୍ଗ, (ଦିଲ୍ଲିପ କୁମାର ଧାଉଡିଆ) : ଆଚଂଳିକ ଶାନ୍ତି ଓ ଉନ୍ନୟନ ପରିଷଦ, ଘୋରଡିଆ ପକ୍ଷରୁ ପ୍ରତିନିଧିମାନେ ସାଉରିଆ ଓ ଘନିପୁର ଗ୍ରାମ ପଞ୍ଚାୟତର ବିଭିନ୍ନ ସମସ୍ୟା ଓ ତାର ପ୍ରତିକାର ନେଇ ଗୁରୁବାର ଅପରାହ୍ନରେ ଡେଲାଙ୍ଗ ବିଡିଓ ଦିଲ୍ଲୀପ କୁମାର ଷଡଙ୍ଗୀଙ୍କୁ କାର୍ଯ୍ୟାଳୟରେ ସାକ୍ଷତ କରି
Read More...

‘ସୋସିଆଲ ସେବୀ ଅନୁଷ୍ଠାନ ପରିବର୍ତନ ପଥେ ପଥେ’ର ତୃତୀୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର : 'ସୋସିଆଲ ସେବୀ ଅନୁଷ୍ଠାନ ପରିବର୍ତନ ପଥେ ପଥେ'ର ତୃତୀୟ ବାର୍ଷିକ ଉତ୍ସବ ୟୁନିଟ ୯ଠାରେ ଥିବା କାର୍ଯ୍ୟାଳୟରେ ପାଳନ ହୋଇଯାଇଛି । ଏହି ବାର୍ଷିକ ଉତ୍ସବରେ ଦୁଇ ବର୍ଷ ଭିତରେ କରୋନା କାଳରେ କାର୍ଯ୍ୟ କରୁଥିବା ସାମ୍ବାଦିକ ତଥା ପୋଲିସ କର୍ମୀମାନଙ୍କୁ କରୋନା ଯୋଦ୍ଧା ସମ୍ମାନରେ
Read More...