Yearly Archives

2021

ତାମିଲନାଡୁରେ ତିନି ଦିନ ହେଲା ଜାରି ରହିଛି ବର୍ଷା : ୫ ମୃତ, ୫ଶହରୁ ଅଧିକ ଲୋକ ବାସହରା

ଚେନ୍ନାଇ : ତାମିଲନାଡୁରେ ଲଗାତର ତିନି ଦିନ ହେଲା ବର୍ଷାଜାରି ରହିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ବର୍ଷା ଯୋଗୁଁ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସହ ୫ଶହରୁ ଅଧିକ ଲୋକ ବାସହରା ହୋଇଥିବା ସୂଚନା ମିଳିଛି । ତାମିଲନାଡୁରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬.୮୪ ମିଲିମିଟର ବର୍ଷା ରେକର୍ଡ ହୋଇଥିବା
Read More...

ରାଉରକେଲାର ସମ୍ବର୍ଦ୍ଧନା ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ନାଟ୍ୟକଳା ପ୍ରତି ସମର୍ପିତ ୨୪ଗୋଟି ନାଟ୍ୟସଂସ୍ଥା (ରଂଗମଂଚ, ପ୍ରୟାସ, ସ୍ପନ୍ଦନ, ସଂପର୍କ, ସଂ କଳ୍ପ, ମହୁମାଛି, ପ୍ରତିଧ୍ବନି, ସ୍ବସ୍ତି ଝଙ୍କୃତ, ନ୍ୟୁ କ୍ବେଷ୍ଟ ରିପୋର୍ଟରୀ, କଳାକାର ଏକତା ମଂଚ, ବିଲିଭର, ଆମେ ନାଟୁଆ, ସାରନା ନବଯୁବକ ସଂଘ, କଲଚରାଲ
Read More...

ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହେଲେ ରଙ୍ଗବତୀ ଗୀତର ରଚୟିତା ମିତ୍ରଭାନୁ ଗୌନ୍ତିଆ

ସମ୍ବଲପୁର : ରଙ୍ଗବତୀ ଗୀତର ରଚୟିତା ତଥା ଗୀତିକାର ମିତ୍ରଭାନୁ ଗୌନ୍ତିଆ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଛନ୍ତି । ଗତକାଲି ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିବା ବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ସେ ଏହି ସମ୍ମାନ ଗ୍ରହଣ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୬୪ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଏବଂ ଅନୁଗୁଳରୁ ଜଣେ ସଂକ୍ରମିତଙ୍କ ଜୀବନ ନେଇଛି କରୋନା ।
Read More...

ଗତ ୨୪ ଘଂଟାରେ ୨୯୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୯୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୫୮ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୦୫୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

୩୪ତମ ରାଜ୍ୟସ୍ତରୀୟ ହ୍ୟାଣ୍ଡବଲ ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସ ଟିମ୍‌ ଚମ୍ପିଆନ, କଟକ ଟିମ୍‌ ରନର୍ସ ଅପ୍‌ ଏବଂ ପୁରୀ…

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ସର୍ବ ପୂରାତନ ମହତାବ ଉଚ୍ଚ ବିଦ୍ୟାଳୟ, ଖେଳପଡିଆ ପରିସରରେ ୩୪ତମ ଅଲ୍‌ ଓଡ଼ିଶା ସିନିୟର ମେନ ହ୍ୟାଣ୍ଡବଲ ଚମ୍ପିୟାନସିପ୍‌ ପ୍ରତିଯୋଗିତା ଶନିବାର ଆନୁଷ୍ଠାନିକ ଭାବେ ଶୁଭ ଉଦ୍‌ଘାଟନ ହୋଇଯାଇଛି । କାର୍ଯ୍ୟକ୍ରମ
Read More...

ଡେଲାଙ୍ଗ ବ୍ଲକ ସମ୍ମୁଖରେ ବିଜେପିର ବିକ୍ଷୋଭ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ବହୁ ଚର୍ଚ୍ଚିତ ସନ୍‌ ସାଇନ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ ସ୍ୱର୍ଗତ ମମିତାଙ୍କ ପାଇଁ ନ୍ୟାୟ ଦାବୀରେ ବିଜେପି ପକ୍ଷରୁ ଡେଲାଙ୍ଗ ବ୍ଲକ ସମ୍ମୁଖରେ ବିକ୍ଷୋଭ ଓ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରଯାଇଛି । ପୁରୀ ଜିଲ୍ଲା
Read More...

ସ୍ଵଚ୍ଛ ଭାରତ ଅଭିଯାନ କର୍ମଶାଳା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ ପାଳିତ ହେଉଥିବା ଆଜାଦି କା ଅମୃତ ମହୋତ୍ସବରେ ସ୍ୱଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମକୁ କ୍ରିୟାଶୀଳ କରାଯାଇଛି । ଏହି ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଜଳ ଓ ପରିମଳ ମିଶନ ଆନୁକୂଲ୍ୟରେ ସୋମବାର
Read More...

ସ୍କୁଲରେ ପଡିଲା ତାଲା : ପ୍ରଧାନ ଶିକ୍ଷକଙ୍କୁ ବଦଳି ଦାବୀ କଲେ ଗ୍ରାମବାସୀ, ଏବିଇଓଙ୍କ ପ୍ରତିଶୃତି ପରେ ଆନ୍ଦୋଳନ…

ସଇଁନ୍ତଲା, (ଅଜିତ କୁମାର ସାହୁ) : ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ହେଲେ କିଛି ଅସାଧୁ ବ୍ୟକ୍ତିଙ୍କ ପାଇଁ ତାହା ସଠିକ ଭାବେ ଖର୍ଚ୍ଚ ହୋଇପାରୁ ନାହିଁ ଯାହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ବେଳେ ପ୍ରଧାନ ଶିକ୍ଷକଙ୍କୁ
Read More...

ବନମାଲରେ ଜିଲ୍ଲା ସ୍ତରୀୟ ୭୦ତମ ଗୋ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ଅନ୍ତର୍ଗତ ବାଗଦୋର ପଞ୍ଚାୟତ ବନମାଲ ଗାଁରେ ୭୦ ତମ ଜିଲ୍ଲା ସ୍ତରୀୟ ଗୋ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲେ
Read More...