Yearly Archives

2021

ଜିଲା ପେଷାଦାର ସାମ୍ବାଦିକ ସଂଘ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଝାରମୁଣ୍ଡା ଏଥଲେଟିକ ଆସୋସିଏସନ ସଭାଗୃହ ଠାରେ ବଲାଙ୍ଗିର ଜିଲା ପେଷାଦାର ସାମ୍ବାଦିକ ସଙ୍ଘର ସାଧାରଣ ପରିଷଦ ବୈଠକ ସଭାପତି ଆନନ୍ଦ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସଙ୍ଘର ଦିବଂଗତ ସଦସ୍ୟ ସ୍ବର୍ଗତ
Read More...

ସଂକଳ୍ପ ପରିବାରର ଦୁଇଦିନିଆ ଶୀତ ବସ୍ତ୍ର ସଂଗ୍ରହ ଓ ବଣ୍ଟନ କାର୍ଯ୍ୟକ୍ରମ

ବରଗଡ଼, (ନିରୋଜ କୁମାର ପାଣୀ) : ବର୍ତ୍ତମାନ ସାରା ଓଡ଼ିଶାରେ ବଢୁଥିବା ଶୀତକୁ ଦୃଷ୍ଟିରେ ରଖି ବରଗଡ଼ "ସଂକଳ୍ପ ପରିବାର" ତରଫରୁ ବରଗଡ଼ ଥାନା ଛକ ଠାରେ ଦୁଇଦିନିଆ ଶୀତ ବସ୍ତ୍ର ସଂଗ୍ରହ ଓ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ବରଗଡ଼ ଟାଉନ ଥାନା ଅଧିକାରୀ
Read More...

ରାଜବୋଡ଼ାସମ୍ବର ନିର୍ମାଣ ଶ୍ରମିକ ସଂଘର ନୂତନ କମିଟି ଗଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ମାରୁତି ନଗର ଠାରେ ରାଜବୋଡ଼ାସମ୍ବର ନିର୍ମାଣ ଶ୍ରମିକ ସଂଘର ବରିଷ୍ଠ ସଦସ୍ୟ ଚିତ୍ତରଞ୍ଜନ ସାହୁଙ୍କ ସଭାପତିତ୍ୱରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ନୂତନ ପଦାଧିକାରୀ ଏବଂ ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା । ସର୍ବ
Read More...

ବଲାଙ୍ଗିର ସହରାଂଚଳ ପଣ୍ଡରା ସମାଜର ବାର୍ଷିକ ଅଧିବେଶନ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଶାନ୍ତିପଡା ସ୍ଥିତ ଚନ୍ଦ୍ରଶେଖର ମନ୍ଦିର ଠାରେ ସହରାଂଚଳ ପଣ୍ଡରା ସମାଜର ବାର୍ଷିକ ଅଧିବେଶନ- ୨୦୨୧ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବରିକେଲର ନେତ୍ରାନନ୍ଦ ସା ଯୋଗ ଦେଇଥିବା ବେଳେ ସଭାପତି ରସରାଜ ସା, ବଂଶୀଧର ସା, ଜଗନ୍ନାଥ
Read More...

କଂଗ୍ରେସ ଭବନ ପରିସରରେ କଂଗ୍ରେସର ଦ୍ୱିତୀୟ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଶ ସେବା, ତ୍ୟାଗ ଓ ବଳିଦାନର ୧୩୭ତମ ବର୍ଷ ପୂର୍ତ୍ତି ଉପଲକ୍ଷେ କଂଗ୍ରେସର ଦ୍ୱିତୀୟ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଆଜି ସ୍ଥାନୀୟ କଂଗ୍ରେସ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ଏଆଇସିସି ସଭ୍ୟ ସମରେନ୍ଦ୍ର
Read More...

ଗତ ୨୪ ଘଂଟାରେ ୧୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫୯୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୭ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଧବଳେଶ୍ଵର ଗ୍ରାମୀଣ ପଞ୍ଚାୟତ ହାଟ ଓ ପଞ୍ଚାୟତ ଗୃହକୁ ଲୋକାର୍ପଣ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଚାଁଇପୁର ଗ୍ରାମ ପଞ୍ଚାୟତର ଦନାପଡାଠାରେ ଶନିବାର ଧବଳେଶ୍ଵର ଗ୍ରାମୀଣ ହାଟ ଓ ଚାଁଇପୁରଠାରେ ପଞ୍ଚାୟତ କାର୍ଯ୍ୟାଳୟ ଗୃହ ଲୋକାର୍ପଣ ହୋଇଯାଇଛି । ଏହି ଲୋକାର୍ପଣ ଉତ୍ସବରେ ମୁଖ୍ୟ ଅତିଥି ରୂପେ ରାଜ୍ୟ ସୂଚନା
Read More...

ବିଜେଡିର ପ୍ରତିଷ୍ଠା ଦିବସକୁ ବିରୋଧ କରି କଂଗ୍ରେସର ଆଜି ସଇଁନ୍ତଲା ବନ୍ଦ ଡାକରା

ସଇଁନ୍ତଲା, (ଅଜିତ କୁମାର ସାହୁ) : ଆଜି ବିଜେଡିର ପ୍ରତିଷ୍ଠା ଦିବସକୁ ବିରୋଧ କରିବ କଂଗ୍ରେସ । ତେବେ କଂଗ୍ରେସ ପକ୍ଷରୁ ସଇଁନ୍ତଲା ବନ୍ଦ ଡାକରା ଦିଆଯାଇଛି । ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ ଆଜି ବନ୍ଦ ଡାକରା ଦେଇଛନ୍ତି । ମମିତା ମେହେରକୁ ନ୍ୟାୟ ଦାବୀ, ଗୃହମନ୍ତ୍ରୀକୁ ଗିରଫ ଦାବୀ
Read More...

ଇନ୍‌ଣ୍ଡୋର ଷ୍ଟାଡିଅମ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ଥର ସ୍ଥାପନ କଲେ ବିଧାୟକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମ ପରିସରରେ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଣ୍ଡୋର ଷ୍ଟାଡିଅମ ନିର୍ମାଣ ହେବ । ଗତକାଲି ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହାର ଭିତ୍ତି ପ୍ରସ୍ଥର ସ୍ଥାପନ କରିଥିଲେ । ବିଜେଡି ନଗର ଯୁବ
Read More...

ଖଇରଭାଡି ଠାରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ : ୭୦ ୟୁନିଟ ରକ୍ତ ସଂଗ୍ରହ

ପୁଇଁନ୍ତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଖଇରଭାଡି ପ୍ରାଥମିକ ସ୍କୁଲ ଠାରେ ବିଙ୍ଗ ହ୍ୟୁମାନ ଫାଣ୍ଡେସନ ପକ୍ଷରୁ ପ୍ରତିଷ୍ଠାତା ସୋମନାଥ ମିଶ୍ରଙ୍କ ଜନ୍ମଦିନ ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ବଲାଙ୍ଗିର ଏସ୍‌ପି ନିତିନ
Read More...