Yearly Archives

2021

ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରୁ ୪୧ ୟୁନିଟ୍ ରକ୍ତ ସଂଗୃହୀତ

ବରଗଡ, (ନିରୋଜ କୁମାର ପାଣୀ) : ବୁର୍ଲା ରକ୍ତ ଭଣ୍ଡାରରେ ରକ୍ତର ଅଭାବ ଥିବାରୁ ବରଗଡ଼ ସୟାଁ, ଗୁଡେଶିରାଠାରେ ଥିବା ଲଷ୍ମୀ ସେଲ୍ସ ଏଣ୍ଡ ସର୍ଭିସ ପ୍ରାଇଭେଟ ଲିମିଟେଡ ଓ ନିଷ୍ଠା ପରିବାରର ମଳିତ ଉଦ୍ୟମରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଶିବିରକୁ ଲଷ୍ମୀ ସେଲ୍ସ
Read More...

ପଦ୍ମପୁରରେ ଚିତ୍ରଗୁପ୍ତ ପୂଜା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ସହରର ଚିତ୍ରଗୁପ୍ତ କଲ୍ୟାଣ ସଙ୍ଘ (କରଣ ସମାଜ) ଆନୁକୂଲ୍ୟରେ ଶ୍ରୀ ଚିତ୍ରଗୁପ୍ତ ଦେବଙ୍କ ପୂଜନୋତ୍ସବ, ସ୍ଥାନୀୟ ମାରୱାଡି ଧର୍ମଶାଳାର ସମ୍ମିଳନୀ କକ୍ଷରେ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏଇ ଉତ୍ସବରେ ସ୍ଥାନୀୟ ତଥା ଆଖପାଖ ଅଞ୍ଚଳର
Read More...

ବୁଢାଡଙ୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କୁଡାସିଂହାରେ ୟୁଥ ରେଡକ୍ରସ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କୁଡାସିଂହା ବୁଢାଡଙ୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଡାସିଂହାରେ ଯୁବ ରେଡକ୍ରସ କ୍ଲଷ୍ଟର ସ୍ତରୀୟ ପ୍ରଶିକ୍ଷଣ ଓ ଶିକ୍ଷା ଶିବିର ଉଦ୍‌ଘାଟନ ହୋଇଯାଇଛି । ଏହି ଉପଲକ୍ଷେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ସ୍ଥାନୀୟ ଜିଲ୍ଲା ପରିଷଦ ସଦସ୍ୟ ବଲାଙ୍ଗିର
Read More...

ବଲାଙ୍ଗିର ଦିନ୍‌କୁ ସରସ ସୁନ୍ଦର କରିବା ପାଇଁ ଜିଲ୍ଲାପାଳ ଓ ଲୋଇସିଂହା ବିଧାୟକଙ୍କ ସୁପାରିଶ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନଭେମ୍ବର ୧ ବଲାଙ୍ଗିର ଦିନ୍‌ ଉତ୍ସବ ପାଳନକୁ ସରସ ସୁନ୍ଦର କରିବା ପାଇଁ ବଲାଙ୍ଗିର ଜିଲ୍ଲାପାଳ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବଙ୍କୁ ସୁପାରିଶ ପତ୍ର ପ୍ରଦାନ କରିଥିବା ଜଣାଯାଇଛି । ଏ ସମ୍ବନ୍ଧରେ ଜିଲ୍ଲାପାଳକୁ କେତେକ ସାମାଜିକ ଓ
Read More...

ଭୀମଡୁଙ୍ଗୁରିଠାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଓ ସାମାଜିକ ସୁରକ୍ଷା ଶିବିରରେ ଯୋଗଦେଲେ ନରସିଂହ

ଭିନ୍ନକ୍ଷମ ସହାୟତା ଓ ସାମାଜିକ ସୁରକ୍ଷା ଯୋଜନା ସମ୍ବିଧାନ ପ୍ରଦତ୍ତ ଅଧିକାର : ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦେଓଗାଁ ବ୍ଲକ ସ୍ଥିତ ମୁକୁନ୍ଦପୁର ପଂଚାୟତର ଭୀମଡୁଙ୍ଗିିରିଠାରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ବ୍ଲକସ୍ତରୀୟ ଭିନ୍ନକ୍ଷମ
Read More...

କଂଗ୍ରେସରେ ଯୋଗ ଦେଳେ ଅନେକ ଛାତ୍ର ଓ ଯୁବକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ବିଧାୟକ ନରସିଂହ ମିଶ୍ରଙ୍କ ନେତୃତ୍ୱରେ ଚାଲିଥିବା ବିଭିନ୍ନ ବିକାଶମୂଳକ ଯୋଜନା ଏବଂ ଦେଶର ସର୍ବ ପୁରାତନ ରାଜନୈତିକ ଦଳ ଭାରତୀୟ ଜାତୀୟ କଂଗ୍ରେସର ଆଦର୍ଶରେ ଅନୁପ୍ରାଣିତ ହୋଇ ଅନେକ ଛାତ୍ର ଓ ଯୁବକ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି । ଗତକାଲି
Read More...

ମମିତା ମେହେରଙ୍କୁ ନ୍ୟାୟ ଦାବୀରେ ପାଟଣାଗଡରେ ର‍୍ୟାଲି ଓ ବିକ୍ଷୋଭ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମମିତା ମେହେର ହତ୍ୟାକାଣ୍ଡ ପ୍ରତିବାଦରେ ଏଆଇଡିଏସ୍‌ଓ, ଏଆଇଡିୱାଇଓ, ଏଆଇଏମ୍‌ଏସ୍‌ଏସ୍‌ ପାଟଣାଗଡ ଉପଖଣ୍ଡ ଶାଖା ତରଫରୁ ର‍୍ୟାଲି ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ସମେତ ସଂପୃକ୍ତ ସମସ୍ତ ଅପରାଧିମାନଙ୍କୁ ଗିରଫ କରିବା
Read More...

ମୋ ସ୍କୁଲ ଅଭିଯାନରେ ମଧ୍ୟାହ୍ନ ଭୋଜନ ଗୃହ ଉଦ୍‌ଘାଟନ କଲେ ବିଇଓ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଖଇରା ଗ୍ରାମରେ ଥିବା ସତ୍ୟ ମହିମା ସଂସ୍କୃତ ବିଦ୍ୟାପୀଠରେ ମୋ ସ୍କୁଲ ଅଭିଯାନ ପକ୍ଷରୁ ମଧ୍ୟାହ୍ନ ଭୋଜନ ଗୃହ ଉଦ୍‌ଘାଟନ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନ ପଣ୍ଡିତ ଅକ୍ଷୟ
Read More...

ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ଜିଲ୍ଲାପାଳ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକକୁ ଆଜି ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ଗସ୍ତ କରିଥିବା ବେଳେ ବିଭିନ୍ନ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିଛନ୍ତି । ବ୍ଳକର ଭଦ୍ରା ପଞ୍ଚାୟତ ସ୍ଥିତ ସ୍ଥାନୀୟ ପୋଖରୀର କାମ କରାଯାଉ ଥିବା ବେଳେ ତାହାର ତଦାରଖ ମଧ୍ୟ
Read More...

ଖୁଟୁଲିମୁଣ୍ଡାରେ ଗିରିଗୋବର୍ଦ୍ଧନ ପୂଜା ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ପଟୁଆପାଲି ପଂଚାୟତ ଅନ୍ତର୍ଗତ ଖୁଟୁଲିମୁଣ୍ଡା ଗ୍ରାମ ନିକଟସ୍ଥ ରମାଇ ପାହାଡ ପାଦଦେଶରେ ଥିବା ହନୁମାନ ମନ୍ଦିରରେ ଗିରିଗୋବର୍ଦ୍ଧନ ପୂଜା ଓ ଅଷ୍ଟ ପ୍ରହରୀନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ଗିରିଗୋବର୍ଦ୍ଧନ ପୂଜା ଉପଲକ୍ଷେ ଦୀପାବଳି
Read More...