Yearly Archives

2021

ଛେଣ୍ଡ ସାଂସ୍କୃତିକ ସଂଘ ଆନୁକୂଲ୍ୟରେ ଭଞ୍ଜ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ କଲୋନୀରେ ସକ୍ରିୟ ଥିବା ୧୬ଟି ସାସ୍କୃତିକ-ସାମାଜିକ ଅନୁଷ୍ଠାନକୁ ନେଇ ଗଠିତ ଛେଣ୍ଡ ସାଂସ୍କୃତିକ ସଂଘ ଆନୁକୂଲ୍ୟରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଜୟନ୍ତୀ ଗୋପବଂଧୁ ପାଠାଗାରର ସତ୍ୟବାଦୀ ପ୍ରକୋଷ୍ଠରେ ମହାସମାରୋହରେ ପାଳିତ ହୋଇଯାଇଛି । ଡଃ ଗିରିଜା
Read More...

ମମିତା ମେହେର ହତ୍ୟାକାଣ୍ଡର ସିବିଆଇ ତଦନ୍ତ ସହ ଗୋବିନ୍ଦ କୁମ୍ଭାର ହାଜତରେ ମୃତ୍ୟୁ ଘଟଣାର ସଂପୃକ୍ତ ପୋଲିସ ବିରୋଧରେ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ମମିତା ମେହେର ହତ୍ୟାକାଣ୍ଡରେ ସିବିଆଇ ତଦନ୍ତ ସହ ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିସ୍କାର ଦାବୀ ସହ ବରଗଡ ହାଜତରେ ପୋଲିସ ମାଡରେ ମୃତ୍ୟୁ ବରଣ କରିଥିବା ସଂପୃକ୍ତ ପୋଲିସ ବିରୋଧରେ ଦୃଢ ପଦକ୍ଷେପ ନେବା ଦାବୀରେ ଭାରତୀୟ ଜନତା ପାର୍ଟିର ବରଗଡ ଜିଲ୍ଲା
Read More...

ଜିଲ୍ଲା ଘରୋଇ ବସ ମାଲିକ ସଂଘ ପକ୍ଷରୁ ବଲାଙ୍ଗିର ଦିନ୍ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ବଲାଙ୍ଗିର ଦିନ୍ ପାଳନ କରାଯାଇଛି । ବଲାଙ୍ଗିର ମାଟିର ସନ୍ତାନ ବିଭିନ୍ନ କ୍ଷେତ୍ରରେ ନିଜର ପାରଦର୍ଶିତା ପ୍ରତିପାଦିତ କରିଛନ୍ତି । ଆଗାମୀ ଦିନରେ ଯୁବସମାଜ ସମସ୍ତ କ୍ଷେତ୍ରରେ ନିଜର ଉତ୍କର୍ଷତାକୁ ପ୍ରମାଣିତ କରି
Read More...

ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲଠାରେ ଗରମ ଏବଂ ଥଣ୍ଡା ପାଣି ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ କୋଶଲ ସମାଜ ତରଫରୁ ରୋଗୀମାନଙ୍କ ତଥା ସେମାନଙ୍କ ପରିଜନମାନଙ୍କ ପାଇଁ ଗରମ ଓ ଥଣ୍ଡା ପାଣି ବଣ୍ଟନ କାର୍ଯ୍ୟ ସକାଳ ୧୦ ଘଣ୍ଟା ସମୟରୁ ଆରମ୍ଭ ହୋଇଛି । ମୁଖ୍ୟ ଅତିଥି ଭାବରେ ଡାଃ. ବିପିନ କିଶୋର
Read More...

ରାଉରକେଲା ଆଇନ ମହାବିଦ୍ୟାଳୟର ଦ୍ୱିଦିବସୀୟ ଜାତୀୟ ଆଲୋଚନାଚକ୍ର ଆରମ୍ଭ

ପରିବେଶ ସୁରକ୍ଷାରେ ବିଚାର ବିଭାଗର ଭୂମିକା ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟ ତରଫରୁ ଦ୍ୱିଦିବସୀୟ ଜାତୀୟ ଆଲୋଚନାଚକ୍ର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଆଜି ପ୍ରଥମ ଦିବସରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଦେବେନ୍ଦ୍ର ନାଥ ବେହେରାଙ୍କ
Read More...

ଭାଲୁମୁଣ୍ଡାରେ ରକ୍ତଦାନ ଶିବିର

ଭାଲୁମୁଣ୍ଡା, (କେପିଏନ୍‌ଏସ୍‌) : ଶ୍ରୀ ସତ୍ୟ ସାଇ ସେବା ସଂଗଠନ ଭାଲୁମୁଣ୍ଡା ଓ ଆମ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଭାଲୁମୁଣ୍ଡାସ୍ଥିତ ସାଇ ଭଜନ ସମିତି ମନ୍ଦିରରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବେଲପଡା ଗ୍ରାମପଞ୍ଚାୟତର ସରପଞ୍ଚ ଅଞ୍ଜନା ମେହେର ମୁଖ୍ୟଅତିଥି,
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ମୁରିବାହାଲ ବ୍ଲକ ପତ୍ରାପାଲି ଗ୍ରା.ପ.ରୁ ଜଣେ, ମୁରିବାହାଲ ଗ୍ରା.ପ.ରୁ ଜଣେ, ତୁରେକେଲା ବ୍ଲକ ଧାମନଡଙ୍ଗା ଗ୍ରା.ପ.ରୁ ଜଣେ,
Read More...

ଦୁର୍ନୀତି ନିବାରଣ ସପ୍ତାହ ଅବସରରେ ଶପଥ ପାଠ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଦୁର୍ନୀତି ନିବାରଣ ସପ୍ତାହ ଅକ୍ଟୋବର ୨୬ରୁ ନଭେମ୍ବର ୧ ତାରିଖ ଯାଏଁ ପାଳନ ଅବସରରେ ମେକ ଇନ୍‌ ଇଣ୍ଡିଆ ଆଣ୍ଡ ମିଡିଆ ପରିବାର, ଡେଲାଙ୍ଗ ପକ୍ଷରୁ ରବିବାର ଘୋରଡିଆଠାରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।
Read More...

କୁସମେଲରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆୟୋଜିତ : ଅମାମୁଣ୍ଡା ବିଜୟୀ

ବଲାଙ୍ଗିର ସଦର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କୁସମେଲ ଜୟଦୁର୍ଗା ଫୁଟବଲ ଏସୋସିଏସନ୍‌ ଆନୁକୁଲ୍ୟରେ ୪୪ ତମ ବାର୍ଷିକ ଫୁଟବଲ ଟୁର୍ଣ୍ଣାମେଣ୍ଟଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବରେ ବିଜେଡି ରାଜ୍ୟ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା ଯୋଗ ଦେଇଥିଲେ । ସମ୍ମାନିତ ଅତିଥି
Read More...

ଭାଜପାର ୮ ଘଣ୍ଟିଆ ବରଗଡ଼ ଜିଲ୍ଲା ବନ୍ଦ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ମମିତା ମେହେର ହତ୍ୟା ଘଟଣାର ତଦନ୍ତରେ ପୋଲିସର ବାଟବଣା ଏବଂ ତୋରା ଗୋବିନ୍ଦ କୁମ୍ଭାର ହାଜତ ମୃତ୍ୟୁ ଘଟଣା ତଦନ୍ତରେ ଶିତଳତା ପ୍ରତିବାଦରେ ଆଜି ବରଗଡ଼ ଜିଲ୍ଲା ବନ୍ଦ କରିଥିଲେ । ଜିଲ୍ଲାର ୧୨ଟି ବ୍ଲକ ତଥା ଜିଲ୍ଲା ସଦର ମହକୁମା ସ୍ଥିତ ସମସ୍ତ ସରକାରୀ
Read More...