Yearly Archives

2021

ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ପ୍ରତିବାଦରେ ଲୋଇସିଂହା ବିଜୁ ମହିଳା ଜନତା ଦଳର ବିକ୍ଷୋଭ ଶୋଭାଯାତ୍ରା

ଲୋଇସିଂହା, (କେପିଏନ୍‌ଏସ୍‌) : ଅତ୍ୟାବଶ୍ୟକ ସାମଗ୍ରୀଗୁଡିକର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଲୋଇସିଂହା ବ୍ଳକ ବିଜୁ ମହିଳା ଜନତା ଦଳ ପକ୍ଷରୁ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି । ବିଜେଡି ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରାଙ୍କ
Read More...

କେରମେଲି ପଞ୍ଚାୟତର ଆଦିବାସୀ ପଡିଆରେ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ସଇଁନ୍ତଲା ବ୍ଲକ କେରମେଲି ପଞ୍ଚାୟତର ଆଦିବାସୀ ପଡିଆରେ ଏକ ଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଞ୍ଚାୟତର ଆଠ ଗୋଟି ଦଳ ଭାଗ ନେଇଥିଲେ । ସେଥି ମଧ୍ୟରୁ କେରମେଲି ଓ କରେଲଧୁଆ ଫାଇନାଲକୁ ଯାଇଥିଲେ, କରେଲଧୁଆ ପ୍ରଥମେ ବ୍ୟାଟିଂ
Read More...

ସଇଁନ୍ତଲାଠାରେ କୋଶଲ କରାଟେ ବେଲ୍ଟ ଗ୍ରେଡିଂ ଉତ୍ସବ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା କୋଶଲ କେରାଟେ ସ୍କୁଲ ଆନୁକୂଲ୍ୟରେ ଆଜି ଏକ ବେଲ୍ଟ ଗ୍ରେଡିଂ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୁବ ସମାଜସେବୀ ଗଜପତି ସାହୁ, ସ୍ଥାନୀୟ ସରପଞ୍ଚ, ଆଇନଜୀବୀ ମାନ ଭଞ୍ଜନ ପାଣିଗ୍ରାହୀ
Read More...

ଟିଟିଲାଗଡ଼ଠାରେ ବିଜେଡିରେ ସାମିଲ ହେଲେ ଶତାଧିକ କର୍ମୀ

ଟିଟିଲାଗଡ଼, (ଅଜିତ କୁମାର ସାହୁ) : ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତୁଷୁରା ଏନ୍‌ଏସିର ବହୁ ତୁଙ୍ଗ ବିଜେପି ଏବଂ କଂଗ୍ରେସ ନେତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଶତାଧିକ ଲୋକ ସାମିଲ ହୋଇଛନ୍ତି । ଟିଟିଲାଗଡ଼ ବିଜେଡି କାର୍ଯ୍ୟାଳୟଠାରେ ରାଜ୍ୟ
Read More...

ଇନ୍ଦିରାଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ରକ୍ତଦାନ ଶିବିର : ୫୦ ୟୁନିଟ ରକ୍ତ ସଂଗ୍ରହ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରକ୍ତ ଅଭାବରୁ ମରିବାକୁ କାହାରିକୁ ନ ଦେବା ଏବଂ ରକ୍ତର ଅଭାବ ଦୂର କରି ଅନ୍ୟର ଜୀବନ ବଞ୍ଚାଇ ମୁହଁରେ ହସ ଫୁଟାଇ ଦେବା ବାର୍ତ୍ତା ଉଦ୍ଦେଶ୍ୟରେ ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଇନ୍ଦିରାଗାନ୍ଧୀଙ୍କ ଶ୍ରାଦ୍ଧଦିବସ ଅବସରରେ ଛତ୍ରପୁର
Read More...

ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିରର ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଶାନ୍ତିପଡା ସ୍ଥିତ ଚନ୍ଦ୍ରଶେଖର ମନ୍ଦିର ପରିସରରେ ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମାହାସଭାର ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ ପାଳନ କରାଯାଇଅଛି । ସଭାପତି ଗିରିଧାରୀ ଶତପଥିଙ୍କ ଆବାହକତ୍ୱରେ ଏବଂ ପୂର୍ବତନ ସଭାପତି ସତ୍ୟବନ୍ତ ବେଦବାକ୍‌ଙ୍କ
Read More...

ଗତ ୨୪ ଘଂଟାରେ ୩୧୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୫୧ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୨୩୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୬ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ପତାଞ୍ଜଳି ପ୍ରଶିକ୍ଷଣ କେନ୍ଦ୍ରର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ ପାଠାଗାରସ୍ଥିତ ପତାଞ୍ଜଳି ଯୋଗ ପ୍ରଶିକ୍ଷଣ କେନ୍ଦ୍ରର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ପ୍ରଫେସର ଜେ.କେ.ରାଓଙ୍କ ସଭପତିତ୍ୱ, ଯୋଗଗୁରୁ ତଥା ପାଠାଗାରର ସାଧାରଣ ସଂପାଦକ ବିକ୍ରମ ଚନ୍ଦ୍ର ଆଚାର୍ଯ୍ୟଙ୍କ ମଂଚ ସଂଯୋଜନାରେ
Read More...

କ୍ଲିନ୍ ଆଣ୍ଡ ଗ୍ରୀନ୍‌ର ସଫେଇ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱଚ୍ଛତା ଓ ପରିବେଶକୁ ଗୁରୁତ୍ୱ ଦେଉଥିବା ସାମାଜିକ ଅନୁଷ୍ଠାନ କ୍ଲିନ୍ ଆଣ୍ଡ ଗ୍ରୀନ୍ ଅନୁଷ୍ଠାନ ତରଫରୁ ସେକ୍ଟର ୨୦ ବୈକୁଣ୍ଠ ଘାଟ ପରିସରକୁ ପରିଷ୍କାର କରାଯାଇଛି । ଅନୁଷ୍ଠାନର ସଭାପତି ଡାକ୍ତର ଦେବେନ୍ଦ୍ର ସେଠୀ ଓ ସାଧାରଣ ସଂପାଦକ ପ୍ରଦୀପ କୁମାର
Read More...

ସ୍ୱରବ୍ରହ୍ମର ତୃତୀୟ ସଂଗୀତ ସନ୍ଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱରବ୍ରହ୍ମ ମ୍ୟୁଜିକ ଏକାଡେମୀ ତରଫରୁ ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠାନର ତୃତୀୟ ସଂଗୀତ ସନ୍ଧ୍ୟାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୁରୁ ନରସିଂହ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆୟୋଜିତ ଏହି
Read More...