Yearly Archives

2021

ବିଜେପି ସଂଗଠନ ଘୁମୁସର ଜିଲ୍ଲା ପକ୍ଷରୁ ଗଞ୍ଜାମ ଏସପିଙ୍କ କାର୍ଯ୍ୟାଳୟ ଘେରାଉ : ପୋଲିସ ସହ ଧସ୍ତାଧସ୍ତି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟରେ ବହୁ ଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ୍‌ ସ୍ଥ ସନସାଇନ୍ ପବ୍ଲିକ ସ୍କୁଲର ମମିତା ମେହେରଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟାକାଣ୍ଡ ଘଟାଇଥିବା ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବିଳମ୍ବରେ ଗିରଫ କରାଯାଇଥିବା ବେଳେ ଏ କ୍ଷେତ୍ରରେ
Read More...

ମମିତା ମେହେର ହତ୍ୟା ଘଟଣା : ଭାଜପା ପକ୍ଷରୁ ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ

ନୂଆପଡ଼ା, (ନିରାକାର ମେହେର) : ବହୁ ଚର୍ଚ୍ଚିତ ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାର ମୁଖ୍ୟଅଭିଯୁକ୍ତ ଗୋବିନ୍ଦ ସାହୁକୁ ଫାଶୀ, ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର ଓ ମାମଲାର ସିବିଆଇ ତଦନ୍ତ, ଗୃହରାଷ୍ଟ୍ର
Read More...

ସଇଁନ୍ତଲା ଏସ୍‌ଇଏମ୍‌ ଓ ପମ୍ପ ଚାଳକ ସଂଘ ପକ୍ଷରୁ କାର୍ଯ୍ୟ ବନ୍ଦ ପାଇଁ ବିଡିଓଙ୍କୁ ଦାବୀପତ୍ର ପ୍ରଦାନ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଏସ୍‌ଇଏମ୍‌ ଓ ପମ୍ପ ଚାଳକ ସଂଘର ସଭାପତି ଜଗନ୍ନାଥ ମାଝୀଙ୍କ ନେତୃତ୍ୱରେ ଆଜି ଏବିଡ଼ିଓ ପ୍ରଦୀପ ପଟ୍ଟନାୟକଙ୍କ ଜରିଆରେ କାର୍ଯ୍ୟ ବନ୍ଦ କରିବା ପାଇଁ ଏକଦାବୀ ପତ୍ର ପ୍ରଦାନ କରିଛନ୍ତି । ସୂଚନା ଅନୁଯାୟୀ, ଓଡ଼ିଶା
Read More...

ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷଣ ସାମଗ୍ରୀ ଓ ସହାୟକ ଉପକରଣ ବଣ୍ଟନ ଶିବିର

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସ୍ଥାନୀୟ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଆଜି ସମଗ୍ର ବଲାଙ୍ଗିର ଆନୁକୂଲ୍ୟରେ ବ୍ଳକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷଣ ସାମଗ୍ରୀ ଓ ସହାୟକ ଉପକରଣ ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏବିଇଓ ଆର୍ତ୍ତତ୍ରାଣ
Read More...

ବରଗଡ଼ ମହିଳା କଲେଜଠାରେ ରକ୍ତଦାନ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ମହିଳା କଲେଜଠାରେ ଭାରତୀୟ ରେଡକ୍ରସ ସୋସାଇଟି, ଯୁବ ରେଡକ୍ରସ ଦ୍ୱରା ସଂକୁଳ ସ୍ତରୀୟ ସ୍ୱେଚ୍ଛାସେବୀମାନଙ୍କ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଅତିଥି ଭାବେ କଲେଜ ପରିଚାଳନା କମିଟିର ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ
Read More...

ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାକୁ ନେଇ ଆଜି ଜିଲ୍ଲା ବିଜେପି ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ ପାଳନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାକୁ ନେଇ ଆଜି ଜିଲ୍ଲା ବିଜେପି ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ ପାଳନ ହୋଇଛି । ମାମଲାର ସିବିଆଇ ତଦନ୍ତ ସହ ଘଟଣାରେ ସଂପୃକ୍ତ ରାଜ୍ୟ ସରକାରଙ୍କ ଗୃହମନ୍ତ୍ରୀ ଦିବ୍ୟଶଂକର ମିଶ୍ରଙ୍କ ବହିଷ୍କାର ଦାବୀରେ ସକାଳ
Read More...

ବଲାଙ୍ଗିର ଦିନ ପାଇଁ ତହଁକ କୁଟୁମ ତରଫରୁ କବିତା ଆସର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଯାଦବଭବନ ଠାରେ ତହଁକ କୁଟୁମ୍ ତରଫରୁ ନଭେମ୍ବର ୦୧ ବଲାଙ୍ଗିର ଦିନ ଉଦ୍ଦେଶ୍ୟରେ ଏକ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ନାଟ୍ୟକାର ଅରବିନ୍ଦ ବାଗଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ବିଧାୟକ ମୁକେଶ ମହାଲିଙ୍ଗ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି
Read More...

ଯାମୁଟପାଲି ଗ୍ରାମରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ନେହେରୁ ଯୁବ କେନ୍ଦ୍ର ବରଗଡ଼ର ସ୍ୱେଚ୍ଛାସେବୀ ରତିକାନ୍ତ ପ୍ରଧାନଙ୍କ ନେତୃତ୍ୱରେ ଯାମୁଟପାଲି ଗ୍ରାମରେ ସ୍ୱଚ୍ଛ ଭାରତ ଅଭିଯାନ ପାଳନ କରାଯାଇଛି । ଯାମୁଟପାଲି ଗ୍ରାମର ହେଲ୍ପିଂ ହେଣ୍ଡ୍ ୟୁଥ୍ କ୍ଲବର ଯୁବକମାନେ ମିଶି ଯାମୁଟପାଲି ଗ୍ରାମର ସିଂହରା କଟାକୁ
Read More...

୨ଜଣ ସମାଜସେବୀଙ୍କ ସମ୍ପୂର୍ଣ୍ଣ ଶରୀର ଦାନ ଘୋଷଣା

ଦେଓଗାଁ, (ମନୀଷ କୁମାର ସାହୁ) : ବୁଧବାର ଦିନ ଏନଏଫଆଇଡିର ୨ଜଣ ସକ୍ରିୟ ସଦସ୍ୟ ତଥା ଦେଓଗାଁ ଅଞ୍ଚଳର ସମାଜସେବୀ ଗୋବର୍ଦ୍ଧନ ଓ ପୁରୁଷୋତ୍ତମ ଭୀମ ଭୋଇ ହସ୍ପିଟାଲ୍ ମେଡିକାଲ୍ କଲେଜରେ ନିଜର ସମ୍ପୂର୍ଣ୍ଣ ଶରୀର ଦାନ ପାଇଁ ଘୋଷଣା କରିଛନ୍ତି । ଏହି ସମୟରେ ଭୀମ ଭୋଇ ହସ୍ପିଟାଲ୍ ମେଡିକାଲ୍ କଲେଜର
Read More...

ବେଆଇନ ବାଲି ଚୋରା ଚାଲାଣ : ଟ୍ରାକ୍ଟରରୁ ଜରିମାନା ଆଦାୟ

ଦେଓଗାଁ, (ମନୀଷ କୁମାର ସାହୁ) : ବୁଧବାର ଦିନ ଦେଓଗାଁ ବଙ୍ଗଳା ଛକ ନିକଟରେ ଦେଓଗାଁ ସୋନଗଡ ନଦୀରୁ ବେଆଇନ ଭାବେ ବାଳି ଚୋରା ଚାଲାଣ କରାଯାଉଥିବା ବେଳେ ଦେଓଗାଁ ତହସିଲଦାର ଯୁଗଳ କିଶୋର ବିଶ୍ଵାଳ ଓ ଜରାସିଂହା ଆରଆଇ ଚଢ଼ାଉ କରି ଟ୍ରାକ୍ଟର (ଓଡ଼ି୦୩ଜେ୫୬୬୦) ଗାଡିରୁ ୧୦ହଜାର ୧୦୧ଟଙ୍କା ଆଦାୟ
Read More...