Yearly Archives

2021

ଆଦିବାସୀ ମହାବିଦ୍ୟାଳୟରେ ତ୍ରି ଦିବସୀୟ ସଙ୍କୁଳସ୍ତରୀୟ ସେବା ଓ ପ୍ରଶିକ୍ଷଣ ଶିବିର ଉଦଯାପିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ତ୍ରି ଦିବସୀୟ ସଙ୍କୁଳସ୍ତରୀୟ ସେବା ଓ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ପୂଜାରୀ,
Read More...

ଦେଓଗାଁ ବ୍ଲକ ଅଧ୍ୟକ୍ଷାଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଉଦଘାଟନ

ଦେଓଗାଁ, (ମନୀଷ କୁମାର ସାହୁ) : ଆଜି ଦେଓଗାଁ ବ୍ଳକ ଅଧ୍ୟକ୍ଷା ଶ୍ରୀମତୀ ରୀନା ମେହେରଙ୍କ ଦ୍ୱାରା ଦେଓଗାଁ ବ୍ଲକର ବିଭିନ୍ନ ପ୍ରକଳ୍ପ ଉଦଘାଟିତ ହୋଇଯାଇଛି । ଉଦଘାଟିତ ପ୍ରକଳ୍ପ ମଧ୍ୟରେ ସାଲେପାଲି ପଞ୍ଚାୟତର କୁଲିହାବାହାଲ କଲୋନି ପଡ଼ାର ଗୋଷ୍ଠୀ କେନ୍ଦ୍ର, ଉପରଝର ପଞ୍ଚାୟତ ନୂଆଁପାଲି
Read More...

ଆସନ୍ତାକାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ସମସ୍ତ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୫୫ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା, ବିନିକା, ଉଲୁଣ୍ଡା, ସୋନପୁର,
Read More...

ମମିତା ମେହେରଙ୍କୁ ନ୍ୟାୟ ଦେବା ଦାବୀରେ ପ୍ରତିବାଦ ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମହାଲିଙ୍ଗ ସନ୍‌ସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ଅପହରଣ କରି ନିର୍ମମ ହତ୍ୟାର ପ୍ରତିବାଦରେ ଏ.ଆଇ.ଡି.ଏସ୍‌.ଓ, ଏ.ଆଇ.ଡି.ୱାଇ.ଓ, ଏ.ଆଇ.ଏମ୍‌.ଏସ୍‌.ଏସ୍‌ ବଲାଙ୍ଗିର ଶାଖା ତରଫରୁ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ପ୍ଲାଟିନିୟମ ଜୁବଲି ଗେଟ ଏବଂ
Read More...

ପାଇକମାଲ ବିନ୍ଧ୍ୟବାସିନୀ ଡିଗ୍ରୀ କଲେଜରେ ସଂକୁଳ ସ୍ତରୀୟ ଯୁବ ରେଡକ୍ରସ ପ୍ରଶିକ୍ଷଣ ଶିବିର ଉଦଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ଡିଗ୍ରୀ ମହାବିଦ୍ୟାଳୟରେ ତ୍ରିଦିବସୀୟ ଯୁବ ରେଡକ୍ରସ ଶିବିର ଆଜି ଉଦ୍‌ଯାପିତ ହୋଇ ଯାଇଛି । ପ୍ରଥମ ଅଧିବେଶନରେ ଅଧ୍ୟକ୍ଷ ଲୋହିତ କୁମାର ବାରିକ ଅଧ୍ୟକ୍ଷତା କରିଥିବା ବେଳେ ଅଧ୍ୟାପିକା ରଂଜିତା ମହାନ୍ତି ସ୍ଵାଗତ ଭାଷଣ ଦେଇଥିଲେ ଓ
Read More...

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ବକୃତା ପ୍ରତିଯୋଗିତା ଓ ସଚେତନତା ସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅକ୍ଟୋବର ମାସ ୨୬ ତାରିଖ ଠାରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଏହି ସପ୍ତାହ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲା କାର୍ଯ୍ୟାଳୟର
Read More...

ସାଇବର ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମ

କଟକ, (କେପିଏନ୍‌ଏସ୍‌) : କଟକ କନ୍ଦରପୁର ଥାନାର ତତ୍ତ୍ଵାବଧାନରେ କଟକ କନ୍ଦରପୁରରେ ସିନିୟର ସିଟିଜେନଙ୍କ ପାଇଁ ଏକ ସାଇବର ଆୱାରନେସ ପ୍ରୋଗ୍ରାମ ଅନୁଷ୍ଠିତ ହୋଇଯାଇଛି । ବର୍ତ୍ତମାନ ସମୟରେ ମନୁଷ୍ୟ ତାର କାର୍ଯ୍ୟ ଭାର କମାଇବା ପାଇଁ ଟେକ୍ନୋଲୋଜି ଉପରେ ନିର୍ଭର କରୁଛି । ସବୁଠାରୁ ବଡ଼ କଥା
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଟିଟିଲାଗଡ ବ୍ଳକ ଦିଗ୍‌ସିରାରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।
Read More...

ମ.ରାମପୁରକୁ ରାଜସ୍ୱ ଉପଖଣ୍ଡ ମାନ୍ୟତା ଦାବୀ : ୨୬ ଦିନରେ ପହଂଚିଲା ଗଣଧାରଣା, ସାମିଲ ହେଲା ନିଖିଳ ଉତ୍କଳ ବାରିକ ସଂଘ

ମ.ରାମପୁର, (ହେମନ୍ତ ସାହୁ) : ମ.ରାମପୁରକୁ ରାଜସ୍ୱ ସବଡ଼ିଭିଜନ ଦାବୀ ଆଜି ୨୬ ଦିନରେ ପହଂଚିଥିବା ବେଳେ ଆଜି ଏହି ଗଣଧାରଣାରେ ନିଖିଳ ଉତ୍କଳ ବାରିକ ସଂଘ ସମର୍ଥନ ଜଣାଇ ଗଣଧାରଣାରେ ସାମିଲ ହୋଇଛନ୍ତି । ସଂଗ୍ରାମ ମଂଚର ସଭାପତି ପ୍ରକାଶ ଚନ୍ଦ୍ର ମାଝୀ ଏବଂ ଯୁବନେତା ବିଭୂତି ଭୂଷଣ ମହାଖୁଡ଼ଙ୍କ
Read More...

ଯାତନା ଭୋଗୁଛି ନବଜାତ ଶିଶୁକନ୍ୟା : ପରିସ୍ରା ଦ୍ୱାରରେ ଝାଡ଼ା ଓ ପରିସ୍ରା

ସହାୟତା ପାଇଁ ବାପା-ମା'ଙ୍କ ଆକୁଳ ନିବେଦନ ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଦେଢଶୁଳୀ ପଂଚାୟତ ଟ୍ରାସୁପଡ଼ାରେ ରୁହନ୍ତି ସାମସନ୍ ହରିଜନଙ୍କ ପରିବାର । ପରିବାରେ ସାମସନଙ୍କ ପତ୍ନୀଙ୍କ ସମେତ ଆଉ ଦୁଇଟି ଛୁଆ ରହିଥିବା ବେଳେ ଚଳିତ ମାସ ୪ ତାରିଖରେ ଏକ
Read More...