Yearly Archives

2021

ସୁବର୍ଣ୍ଣପୁର ଜିଲ୍ଲା ସମ୍ପୂର୍ଣ୍ଣ ବନ୍ଦକୁ କେଶରୀୟା ହିନ୍ଦୁ ବାହିନୀର ପୂର୍ଣ୍ଣ ସମର୍ଥନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଏବଂ ଘଟଣାରେ ସଂପୃକ୍ତ ମନ୍ତ୍ରୀ ମାନଙ୍କୁ ଯଥାଶୀଘ୍ର ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରିବା ସହ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରିବା ଦାବୀ ନେଇ ଆଜି ସୁବର୍ଣ୍ଣପୁର ଜିଲ୍ଲା ସମ୍ପୂର୍ଣ୍ଣ ବନ୍ଦକୁ
Read More...

ବୁଡାମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ସୋହେଲା ବ୍ଲକ ଅନ୍ତର୍ଗତ ବୁଡାମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬୭ତମ ପ୍ରତିଷ୍ଠା ଦିବସ ନିରଡାମ୍ବର ଭାବରେ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବୁଦ୍ଧଦେବ ସାହୁ ବିଦ୍ୟାଳୟ ପ୍ରବେଶ ଦ୍ୱାର ସମ୍ମୁଖରେ ଦୀପ
Read More...

ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ବାର୍ଷିକ ସମାରୋହ ଅନୁଷ୍ଠିତ : ତଥାକଥିତ ରାଜନୀତିରୁ ଉର୍ଦ୍ଧ୍ବରେ ରହି ସମାଜ ସେବା…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ସ୍ୱେଚ୍ଛାସେବୀ ସଙ୍ଗଠନର ବାର୍ଷିକ ସମାରୋହ ସ୍ଥାନୀୟ ପ୍ୟାଲେସ୍‌ଲାଇନ ସ୍ଥିତ ମିନା ଟେଣ୍ଟ ହାଉସ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଗ୍ରାମ୍ୟ ଓ ଉନ୍ନୟନ ବିଭାଗ ମନ୍ତ୍ରୀ ସୁଶାନ୍ତ ସିଂ ଯୋଗ ଦେଇଥିଲେ । ମୁଖ୍ୟ
Read More...

ରାଜ୍ୟସ୍ତରୀୟ ଗୀତିନାଟ୍ୟ ମହୋତ୍ସବର ପ୍ରଥମ ସଂଧ୍ୟାରେ କର୍ଣ ବଧ ପରିବେଷିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାର ସୁପ୍ରସିଦ୍ଧ ନାଟ୍ୟକାର ତଥା ନିଜ ଲୋକାଭିମୁଖୀ ରଚନା ଦ୍ୱାରା ସମାଜରେ କୁସଂସ୍କାର, ନିଶା ସେବନ ଓ ଅନ୍ଧ ବିଶ୍ୱାସ ଭଳି ବ୍ୟାଧିର ଦୂରୀକରଣ ପାଇଁ ନିଜ କାଳଜୟୀ ରଚନା ଦ୍ୱାରା ଗଣକବି ଉପାଧିରେ ବଭ଼ିୂଷିତ ବୈଷ୍ଣବ ପାଣିଙ୍କ ୧୩୯ତମ ଜନ୍ମଜୟନ୍ତୀ ଅବସରନର
Read More...

ବିଶ୍ୱ ହାତଧୁଆ ଦିବସ ପାଳିତ

ଉଲୁଣ୍ଡା, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ତରଫରୁ ବିଭିନ୍ନ ସ୍କୁଲରେ ଗତକାଲି ବିଶ୍ୱ ହାତଧୁଆ ଦିବସ ପାଳିତ ହୋଇଯାଇଛି । ଏହିକ୍ରମରେ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଇରାଝୁଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ପ୍ରଧାନଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ନେତୃତ୍ୱରେ
Read More...

ଦୁର୍ନୀତି ନିବାରଣ ସପ୍ତାହ ପାଇଁ ସଚେତନତା ରେଲି

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଚଳିତ ମାସ ୨୭ ତାରିଖରୁ ଆସନ୍ତା ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଜି ଦ୍ୱିତୀୟ ଦିନ ବିଭାଗ ପକ୍ଷରୁ ଏକ ସଚେତନତା ରେଲିର ଆୟୋଜନ କରାଯାଇଥିଲା । ସରକାରୀ କର୍ମଚାରୀ ଦୁର୍ନୀତି ମୁକ୍ତ ହେଲେ ସମାଜ ତଥା ଦେଶର
Read More...

ସୋହେଲା ବ୍ଲକକୁ ସମ୍ପୁର୍ଣ୍ଣ ମରୁଡ଼ି ଘୋଷଣା ଦାବୀରେ ଚାଷୀମାନଙ୍କ ବିକ୍ଷୋଭ ପ୍ରଦର୍ଶନ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ସୋହେଲା ବ୍ଲକକୁ ସମ୍ପୁର୍ଣ୍ଣ ମରୁଡ଼ି ଘୋଷଣା, ଚାଷୀଙ୍କ ସମ୍ପୁର୍ଣ୍ଣ ଋଣ ଛାଡ, ଚାଷ ପାଇଁ ଦିଆଯାଉଥିବା ବିଜୁଳି ବିଲ୍ ଛାଡ଼, କେନ୍ଦ୍ର ସରକାରଙ୍କ ଦ୍ଵାରା ପ୍ରଦତ୍ତ ୩ କୃଷି ବିଲ୍ ପ୍ରତ୍ୟାହାର ଆଦି ୮ ଦଫା ଦାବୀରେ ଆଜି ଜୟ କିଷାନ ଆନ୍ଦୋଳନ, ସୋହେଲା ବ୍ଲକ
Read More...

ଚାକିରିରୁ ବିଦା ହୋଇଥିବା କନେଷ୍ଟବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର : ଚାକିରିରୁ ବିଦା ହୋଇଥିବା କନେଷ୍ଟବଳ ପ୍ରସନ୍ନ ବେହେରାଙ୍କ ଘର, ହୋଟେଲ ଓ କିଛି ବ୍ୟବସାୟ ଅନୁଷ୍ଠାନରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ଏକକାଳୀନ ୫ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଥିବା ଜଣାପଡ଼ିଛି । ଚଢ଼ାଉରେ ୫ଟି ଟିମ୍‌ରେ ୨ ଜଣ ଡିଏସ୍‌ପି, ୫ ଇନ୍ସିପେକ୍ଟର ସାମିଲ୍
Read More...

ସପ୍ତମ ଶ୍ରେଣୀ ନାବାଳିକା ଛାତ୍ରୀ ଗର୍ଭବତୀ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି । ପ୍ରକାଶ ଯେ, ସପ୍ତମ ଶ୍ରେଣୀରେ ପଢ଼ୁଥିବା ନାବାଳିକାଙ୍କ
Read More...

ଗତ ୨୪ ଘଂଟାରେ ୪୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୬୩ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୭୪୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...