Yearly Archives

2021

ଆସନ୍ତା ଫେବୃୟାରୀରେ ଇସ୍ପାତ ସାହିତ୍ୟ ସଂସଦର ସୁବର୍ଣ୍ଣ ଜୟନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ୨୦୨୨ ମସିହା ଫେବୃଆରୀ ମାସରେ ଇସ୍ପାତ ସାହିତ୍ୟ ସଂସଦର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ମହାସମାରୋହରେ ପାଳନ କରାଯିବ ବୋଲି ସଂସଦର ସାଧାରଣ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି । ସଂସଦର ସଭାପତି ତ୍ରିଲୋଚନ ମଥାନଙ୍କ ସଭପତିତ୍ୱ ଓ ସାଧାରଣ ସଂପାଦକ
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ. ୪ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।
Read More...

ବିଭିନ୍ନ ସଂଗଠନ ତରଫରୁ ପାଇକମାଲରେ ସ୍ୱଚ୍ଛତା ଅଭିଯାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲର ବିଭିନ୍ନ ସଂଗଠନ ତରଫରୁ ରବିବାର ଏକ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଧର୍ମଶାଳା ଠାରୁ ଆରମ୍ଭ କରି ଡାକ୍ତରଖାନା ପର୍ଯ୍ୟନ୍ତ କରାଯାଇଥିଲା । ଏହି ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମରେ ପାଇକମାଲର ଲାଇନସ କ୍ଲବ, ନାଗରିକ କମିଟି, ବ୍ୟବସାୟୀ ସଂଘ,
Read More...

ମ.ରାମପୁରକୁ ରାଜସ୍ୱ ଉପଖଣ୍ଡ ମାନ୍ୟତା ଦାବୀ : ୨୩ ଦିନରେ ପହଂଚିଲା ଗଣଧାରଣା

ପହଂଚିପାରିନି ଏ ଯାଏଁ ଜିଲ୍ଲା ପ୍ରଶାସନ, ଆନ୍ଦୋଳନକାରୀଙ୍କ ମନରେ କ୍ଷୋଭ ମ.ରାମପୁର, (ହେମନ୍‌ନ୍ତ ସାହୁ) : ମ.ରାମପୁରକୁ ରାଜସ୍ୱ ସବଡ଼ିଭିଜନ ଦାବୀ ଆଜି ୨୩ ଦିନରେ ପହଂଚିଥିବା ବେଳେ ଧାରଣାସ୍ଥଳକୁ ଏ ଯାଏଁ ଜିଲ୍ଲା ପ୍ରଶାସନ ପହଂଚିନଥିବା କାରଣରୁ ଆନ୍ଦୋଳନକାରୀଙ୍କ ମନରେ କ୍ଷୋଭ
Read More...

ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ : ଶରଧାପାଲି ବିଜୟୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ତ ଖୁଣ୍ଟପାଲି ଖେଳ ପଡିଆରେ ଦ୍ୱିଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଛି । ଉଦଘାଟନୀ ଉତ୍ସବରେ ତାଲପାଲି ସରପଞ୍ଚ ସୁଶାନ୍ତ ସାହୁ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଶୁଭାରମ୍ଭ କରିଥିଲେ । ନିର୍ବାହୀ ଅଧିକାରୀ ପାଣ୍ତବ ନନ୍ଦ ସହଯୋଗ
Read More...

ମମିତା ମେହେର ହତ୍ୟା ଘଟଣା : ମେହେର ସମାଜ ପକ୍ଷରୁ ୧୦ କିଲୋମିଟର ପଦଯାତ୍ରା, ସାତ ଦଫା ଦାବୀପତ୍ର ପ୍ରଦାନ

ନୂଆପଡା, (ନିରାକାର ମେହେର) : ମହଲିଙ୍ଗ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ଦୋଷୀଙ୍କୁ ଫାଶୀ ଏବଂ ମନ୍ତ୍ରୀଙ୍କୁ ବହିଷ୍କାର ଦାବୀରେ ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତୁକଳା ଗ୍ରାମଠାରେ ମେହେର ସମାଜ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ତୁକଳାଠାରୁ ଖଡ଼ିଆଳ
Read More...

ଇଣ୍ଡିଆ ସ୍କିଲ୍ସ ପୂର୍ବାଞ୍ଚଳ ପ୍ରତିଯୋଗିତାରେ ଓଡ଼ିଶାର ସର୍ବଶ୍ରେଷ୍ଠ ପ୍ରଦର୍ଶନ

• ୨୩ଟି ସ୍ୱର୍ଣ୍ଣ ଓ ୨୦ଟି ରୌପ୍ୟ ପଦକ ହାସଲ କଲେ ଓଡ଼ିଆ ପ୍ରତିଯୋଗୀ• ୯୮ ଜଣ ପଦକ ବିଜେତାଙ୍କୁ ପୁରସ୍କୃତ କଲେ ବିହାର ରାଜ୍ୟପାଳ• ଶ୍ରେଷ୍ଠ ପ୍ରତିଯୋଗୀଙ୍କୁ ମିଳିବ ଇଣ୍ଡିଆ ସ୍କିଲ୍ସ ଜାତୀୟ ପ୍ରତିଯୋଗିତାରେ ଅଂଶଗ୍ରହଣର ସୁଯୋଗ ଭୁବନେଶ୍ୱର, (ପିଆଇବି) : ଇଣ୍ଡିଆ ସ୍କିଲ୍ସ ୨୦୨୧
Read More...

ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜେଡି ପକ୍ଷରୁ ସାଂଗଠାନିକ ବୈଠକ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ନିର୍ବାଚନ ମଣ୍ଡଳୀର ଖପ୍ରାଖୋଲ ବ୍ଳକ ବିଜେଡି କାର୍ଯ୍ୟାଳୟରେ ବିଜେଡି ପକ୍ଷରୁ ସାଂଗଠାନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଗାମୀ ପଞ୍ଚାୟତ ନିର୍ବାଚନରେ ନିଜ ଦଳର
Read More...

ମୁକ୍ତା ସାହୁ ବିଜେପି ଓବିସି ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରୂପେ ମନୋନୀତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତା ସାହୁ ବିଜେପି ଓବିସି ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରୂପେ ମନୋନୀତ ହୋଇଛନ୍ତି । ଓବିସି ମୋର୍ଚ୍ଚା ତରଫରୁ ପ୍ରକାଶିତ ପ୍ରେସ ରିଲିଜ ଅନୁଯାୟୀ ଦେଶର ୪୨ ଜଣ ସଭ୍ୟଙ୍କ ମଧ୍ୟରୁ ଓଡିଶା
Read More...

ମାଣ୍ଡୋସିଲ ଗ୍ରାମଠାରେ ଜିଲ୍ଲା ବିଜୁ ମହିଳା ଜନତା ଦଳର ଶ୍ରମଦାନ ଶିବିର ଅନୁଷ୍ଠିତ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ମାଣ୍ଡୋସିଲ ଗାଁ ପ୍ରାଥମିକ ବିଦ୍ୟାଳୟଠାରେ ନୂଆପଡ଼ା ଜିଲ୍ଲା ବିଜୁ ମହିଳା ଜନତା ଦଳ ପକ୍ଷରୁ ଗତକାଲି ଏକ ଶ୍ରମଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସରସ୍ୱତୀ ବାଗଙ୍କ
Read More...