ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀର୍ଘାୟୁ କାମନା କରି ସାମୂହିକ ଦୀପ ପ୍ରଜ୍ୱଳନ
ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ନବୀନ ପଟ୍ଟନାୟକଙ୍କ ୭୬ ତମ ଜନ୍ମଦିନର ଶୁଭେଚ୍ଛା ଜଣାଇ, ତାଙ୍କ ଦୀର୍ଘାୟୁ କାମନା କରି ଛତ୍ରପୁର ସ୍ଥ ଗୌରୀଶଙ୍କର ମନ୍ଦିରରେ ସାମୂହିକ ଭାବେ ଦୀପ ପ୍ରଜ୍ୱଳନ କରିଛନ୍ତି । ଛତ୍ରପୁର ନିର୍ବାଚନ ମଣ୍ଡଳୀ ତରଫରୁ ବିଜେଡିର ବହୁ ଗଣ୍ୟମାନ୍ୟ!-->…
Read More...
Read More...