Yearly Archives

2021

ଆଜି ଆଇପିଏଲ ଫାଇନାଲ : ଟ୍ରଫି ପାଇଁ ଚେନ୍ନଇ-କୋଲକାତା ମୁହଁ ମୁହିଁ, କିଏ ଜିତିବ ଟ୍ରଫି ?

ଦୁବାଇ : ଶୁକ୍ରବାର ଦିନ ଆଇପିଏଲ ଟ୍ରଫି ଟକ୍କରରେ ଚେନ୍ନାଇ-କୋଲକାତା ମଧ୍ୟରେ ଦୁବାଇ ଷ୍ଟାଡିୟମରେ ମୁହାଁମୁହିଁ ହେବେ । ଲିଗ୍ ପର୍ଯ୍ୟାୟରେ ଚେନ୍ନାଇ ଶୀର୍ଷ ସ୍ଥାନରେ ଉନ୍ନୀତ ହୋଇ ପ୍ରଥମ କ୍ଵାଲି ଫାୟରରେ ଦିଲ୍ଲୀକୁ ହରାଇ ସିଧାସଳଖ ଫାଇନାଲରେ ପ୍ରବେଶ କରିଥିଲା । ଅନ୍ୟପଟେ କୋଲକାତା ଲିଗ୍
Read More...

ଦେଶରେ ଗତ ୨୪ ଘଣ୍ଟାରେ ୧୮୯୮୭ କରୋନା ଆକ୍ରାନ୍ତ ଚିହ୍ନଟ : ୨୪୬ ମୃତ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ ୧୮୯୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୨୦,୭୩୦ରେ ପହଁଚିଥିବା ବେଳେ ମୃତ୍ୟୁସଂଖ୍ୟା ୪,୫୧, ୪୩୫ରେ ପହଞ୍ଚିଛି । ଏବେ
Read More...

ରେଢ଼ାଖୋଲ ଉପଖଣ୍ଡରେ ହାତୀ ଉପଦ୍ରବ : ସାଇକେଲରୁ କକା-ପୁତୁରାଙ୍କୁ ଟାଣି ଆଣି ଦଳି ଦେଲା

ରେଢ଼ାଖୋଲ : ଦିନକୁ ଦିନ ହାତୀ ଉପଦ୍ରବ ବଢିବାରେ ଲାଗିଥିବା ବେଳେ ଗତକାଲି ସନ୍ଧ୍ୟାରେ ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଉପଖଣ୍ଡ ରେଢ଼ାଖୋଲ ରେଞ୍ଜ୍ ଖୋଲଗଡ଼ ସଂରକ୍ଷିତ ଜଙ୍ଗଲ ରାସ୍ତାରେ କକା-ପୁତୁରାଙ୍କୁ ଟାଣି ଆଣି ଦଳି ଦେଇଛି ହାତୀ । ସୂଚନା ଯୋଗ୍ୟ ଯେ, ରେଢ଼ାଖୋଲ ଏନ୍ଏସିର ଡିମିରିକୁଦର
Read More...

ରକ୍ଷଣାବେକ୍ଷଣ ଅଭାବରୁ ଭାଙ୍ଗିଲା ମାଟିବନ୍ଧ ଡ୍ୟାମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମରତଲା ପଞ୍ଚାୟତଠାରେ ଥିବା କଣ୍ଠେଶ୍ବରପୁର ମାଟିବନ୍ଧ ପ୍ରୋଜେକ୍ଟ ରକ୍ଷଣାବେକ୍ଷଣ ଅଭାବରୁ ଆଡି ଭାଙ୍ଗିଯାଇ ବ୍ୟାପକ ନଷ୍ଟ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ କଣ୍ଠେଶ୍ବରପୁର ମାଟିବନ୍ଧରେ ସରକାରଙ୍କ ନିର୍ଦ୍ଧାରଣ ଅନୁସାରେ ୩୨୦
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୯କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି
Read More...

ଗତ ୨୪ ଘଂଟାରେ ୪୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୬୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୬୬ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୨୯୯ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୧ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଏଣିକି ପୂଜାଛୁଟି ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ପୂର୍ବରୁ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଅଫଲାଇନ୍‌ରେ ଚାଲିଥିବା ବେଳେ ଦଶହରା ଛୁଟି ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ । କୋଭିଡ୍‌ ଗାଇଡଲାଇନ୍‌ ଅନୁସାରେ ଶ୍ରେଣୀଗୃହରେ ପାଠପଢ଼ିିବେ ଛାତ୍ରଛାତ୍ରୀ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ
Read More...

ବରିଷ୍ଠ ମାଓ ନେତା ଆକ୍କିରାଜୁ ହରଗୋପାଲ୍ ମୃତ

ଛତିଶଗଡ଼ : ବରିଷ୍ଠ ମାଓ ନେତା ଆକ୍କିରାଜୁ ହରଗୋପାଲ୍ ଓରଫ୍ ରାମକ୍ରିଷ୍ଣାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁଯାୟୀ, ସେଣ୍ଟ୍ରାଲ କମିଟି ସଦସ୍ୟ ଆର୍‌କେ ଅଜଣା ରୋଗରେ ଦୀର୍ଘ ଦିନ ଧରି ଆକ୍ରାନ୍ତ ହୋଇ ଅସୁସ୍ଥ ଥିଲେ । ଛତିଶଗଡ଼ ଦକ୍ଷିଣ ବସ୍ତର
Read More...

ଲଇଗାଁ ଛକ ନିକଟରେ ଅଜଣା ଗାଡି ଧକ୍କାରେ ଦୁଇ ସଙ୍ଗାତଙ୍କ ଶୋଚନୀୟ ମୃତ୍ୟୁ

ହରଭଙ୍ଗା, (ବଂଶୀଧର ମାଝୀ) : ଅଜଣା ଗାଡି ଧକ୍କାରେ ସାଥୀହୋଇ ଘରକୁ ଫେରୁଥିବା ଦୁଇ ସଙ୍ଗାତଙ୍କ ମୃତ୍ୟୁ ହୋଇଛି । ଏ ଖବର ଜଣାପଡିବା ପରେ ହରଭଙ୍ଗା ବ୍ଲକରେ ଶୋକର ଛାୟା ଖେଳି ଯାଇଛି । ମୃତକମାନେ ମୁଶାଡ଼ ଗ୍ରାମର ଝାଣ୍ଟୁ ଚରଣ ବେହେରା ଓ ବ୍ରାହ୍ମଣଗାଁର ଝାଣ୍ଟୁ ଭୋକ୍ତା ବୋଲି ଜଣାପଡିଛି ।
Read More...

ଜାମଗାଁରେ ମା’ ଚୋଟୀବୁଢ଼ୀଙ୍କ ଅଗ୍ନି ଓ ଛତର ଯାତ୍ରା

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଜାମଗାଁଠାରେ ଇଷ୍ଟଦେବୀ ମା’ ଚୋଟୀବୁଢ଼ୀଙ୍କ ଅଗ୍ନିଯାତ୍ରା ସମ୍ପନ ହୋଇଯାଇଛି । ମା'ଙ୍କର ଅଲୌକିକ ଲୀଳା ଓ ଅଗ୍ନିଯାତ୍ରା ଦର୍ଶନ କରିବା ପାଇଁ ବିଭିନ୍ନ ଗ୍ରାମରୁ ହଜାର ହଜାର ଶ୍ରଦ୍ଧାଳୁମାନଙ୍କର ସମୋରୋହ ହୋଇଥିଲା
Read More...