Yearly Archives

2021

ଛତରଯାତ୍ରାରେ ଜନଗହଳି ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବିଶେଷ ପଦକ୍ଷେପ

କଳାହାଣ୍ଡି, (ପି.କେ. ସାହୁ) : ଓଡ଼ିଶାର ପ୍ରସିଦ୍ଧ କଳାହାଣ୍ଡିର ଇଷ୍ଟଦେବୀ ମା' ମାଣିକେଶ୍ୱରୀଙ୍କ ଛତରଯାତ୍ରା ଉପଲକ୍ଷେ ଭିଡ କମ କରିବା ପାଇଁ ଭବାନୀପାଟଣା ସହରସାରା ବ୍ୟାରିକେଡ଼ ଦିଆଯାଇଛି । କରୋନା କଟକଣାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବିଶେଷ ପଦକ୍ଷେପ ଗ୍ରହଣ କରାଯାଇଥିବା
Read More...

୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ପକ୍ଷରୁ ରକ୍ତଦାନ ଶିବିର ଆୟାଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ପକ୍ଷରୁ ସ୍ଥାନୀୟ ଶାନ୍ତିପଡା ସ୍ଥିତ ମୁଖ୍ୟାଳୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବରକୁ କମାଣ୍ଡେଣ୍ଟ ପୱନ କୁମାର ତିୱାରୀ ଉଦଘାଟନ କରିଥିବା ବେଳେ ଦେଶକୁ ସୁରକ୍ଷା ଦେବାରେ ଯେଭଳି ସିଆର୍‌ପିଏଫ୍‌ ଜବାନ
Read More...

ଓଡ଼ିଆ ସଙ୍ଗୀତ ଜଗତର କିମ୍ବଦନ୍ତୀ ବ୍ୟକ୍ତିତ୍ୱ ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଆ ସଙ୍ଗୀତ ଜଗତର କିମ୍ବଦନ୍ତୀ ବ୍ୟକ୍ତିତ୍ୱ ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟ୍ୱିଟର ମାଧ୍ୟମରେ ଟ୍ୱିଟ କରି ଶ୍ରଦ୍ଧାଞ୍ଜଳି ଜଣାଇ ଲେଖିଛନ୍ତି ଯେ, ଓଡ଼ିଆ ସଙ୍ଗୀତ ଜଗତର କିମ୍ବଦନ୍ତୀ ବ୍ୟକ୍ତିତ୍ୱ ଅକ୍ଷୟ ମହାନ୍ତିଙ୍କ
Read More...

ଅପାଠୁଆ ମତ୍ସ୍ୟଜୀବୀ ଗ୍ରାମୀଣ ମହିଳା ସଙ୍ଗଠିକା ସମୂଦ୍ରମର ପ୍ରତିଷ୍ଠାତା ବି.ଚିତ୍ତାମା ଏକ ଭିନ୍ନ ମଣିଷ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଅପାଠୁଆ ମହିଳା ମତ୍ସ୍ୟଜୀବୀ ଛଅ ଗୋଟି ସାମୁଦ୍ରିକ ଉପକୂଳ ଜିଲ୍ଲାର ହଜାର ହଜାର ମହିଳାଙ୍କୁ ନେଇ ଗଠିତ ସାମୁଦ୍ରିକ ମତ୍ସ୍ୟଜୀବୀ ମହିଳା ସଂଗଠନର ନେତ୍ରୀ ତଥା "ସମୂଦ୍ରମ"ର ପ୍ରତିଷ୍ଠାତା ସଭାପତି ବି. ଚିତ୍ତାମା ଏକ ଭିନ୍ନ ମଣିଷ ଏବେ ଆରପାରିରେ ।
Read More...

ସମ୍ବଲପୁରରେ ସମ୍ମାନିତ ହେଲା ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ

ସମ୍ବଲପୁର : ୯ ଅକ୍ଟୋବର ଦିନ ସ୍ଵାଧୀନ ଫାଉଣ୍ଡେସନ୍ ଦ୍ୱାରା "ନୂଆଁଖାଇ ଭେଟଘାଟ୍" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ତେବେ ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସଂଜିତ୍ ମହାନ୍ତି ଯୋଗଦାନ କରି ନିସ୍ୱାର୍ଥପର ସମାଜସେବାରେ ପଶ୍ଚିମ ଓଡ଼ିଶା ଯୁବା ମଞ୍ଚକୁ ସମ୍ମାନିତ କରିଛନ୍ତି ।
Read More...

ପବିତ୍ର ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଟ୍ୱିଟ ମାଧ୍ୟମରେ ଏକ ଭିଡିଓ ବାର୍ତ୍ତା ଜାରି କରି କହିଛନ୍ତି ଯେ, ପବିତ୍ର ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ମୋର
Read More...

ସମାଜସେବୀଙ୍କ ହସ୍ତକ୍ଷେପ ପରେ ଉଦ୍ଧାର ହେଲେ ତିନି ଅନାଥ ଶିଶୁ

ନର୍ଲା, (ନରୋତ୍ତମ ସେଲ୍‌ମା) : କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ କୁରେମାଲ ପଞ୍ଚାୟତ ବୁଡ଼େଲଗୁମା ଗାଁରେ ରହୁଥିଲେ ତିନି ଅନାଥ ଭାଇଭଉଣୀ । ପିତା ମାତାଙ୍କ ଦେହାନ୍ତ ପରେ ସମ୍ପୂର୍ଣ୍ଣ ଅସହାୟ ହୋଇପଡିଥିଲେ ତିନି ଭାଇଭଉଣୀ । ଖବର ଅନୁସାରେ ବୁଡ଼େଲଗୁମା ଗାଁର ତୁମେଶ୍ୱର ମାଝୀ ଓ ଲଷ୍ମୀ ମାଝୀ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ଜଣେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୨୯ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୬୨ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୩୦୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୨୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ
Read More...

ବରିଷ୍ଠ ନାଗରିକ ସଂଘର ନୂଆଁଖାଇ ଭେଟଘାଟ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ସ୍ୱାମୀ ବିବେକାନନ୍ଦ ସ୍ମାରକ କ୍ଲବ ଗୋବିନ୍ଦପାଲି ଠାରେ ବରଗଡ଼ ଜିଲ୍ଲା ସଂଗ୍ରାମୀ ବରିଷ୍ଠ ନାଗରିକ ସଂଘ (ଫେଡେରେସନ)ର ତରଫରୁ ଗତକାଲି ନୂଆଁଖାଇ ଭେଟଘାଟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଶୁକମୁନି କଠାରଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ
Read More...