Yearly Archives

2021

ଜଳ-ଜୀବନ ମିଶନ୍ ମାଧ୍ୟମରେ ଗଞ୍ଜାମ ଜିଲ୍ଲାର ୩ ନିର୍ବାଚନମଣ୍ଡଳୀକୁ ଦଶହରା ଭେଟି : ଆଗାମୀ ପଞ୍ଚାୟତ ନିର୍ବାଚନୀ…

୩୫୫ କୋଟି ଟଙ୍କା ବ୍ୟୟରେ ଛତ୍ରପୁର, ଗଞ୍ଜାମ, ରଙ୍ଗେଇଲୁଣ୍ଡା ଓ ଖଲ୍ଲିକୋଟ ବ୍ଲକର ୩୦୪ ଗାଁକୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକରଣ ପ୍ରକଳ୍ପ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ୨୦୨୨ ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଛତ୍ରପୁର, ଖଲ୍ଲିକୋଟ ଓ ଗୋପାଳପୁର
Read More...

ଜିଲ୍ଲା କଂଗ୍ରେସ ପକ୍ଷରୁ ତ୍ରିରସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ ସଂରକ୍ଷଣରେ ପରିବର୍ତନ ନେଇ ଦାବୀପତ୍ର

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ଘୋଷଣା କରିଥିବା ସଂରକ୍ଷଣ ତାଲିକାକୁ ବାତିଲ କରି ନୂତନ ତାଲିକା ପ୍ରସ୍ତୁତ କରିବାକୁ ଗତକାଲି ଦାବୀ କରାଯାଇଛି । ଜିଲ୍ଲା କଂଗ୍ରେସ ସଭାପତି ନିହାର ରଞ୍ଜନ ମହାନନ୍ଦଙ୍କ
Read More...

ଆନ୍ଧ୍ର ସଂସ୍କୃତିରେ ବମଲୁ-ଗୋଲୁ ପୂଜା ସଜ୍ଜା ଦଶହରା ପର୍ବର ଏକ ନିଆରା ପରମ୍ପରା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପଡୋଶୀ ସୀମାନ୍ତ ଆନ୍ଧ୍ର ଇଚ୍ଛାପୁର, ବ୍ରହ୍ମପୁର, ଛତ୍ରପୁରର କେତେକ ତେଲୁଗୁ ସମ୍ପ୍ରଦାୟର କମା, ବ୍ରାହ୍ମୀଣ, ଧନୀଶ୍ରେଣୀ ଏବଂ ସୃଜନଶୀଳ କୁଟୁମ୍ବଙ୍କ ଘରେ ଘରେ ଦଶହରା ଭିତ୍ତି ଅବସରରେ ଏବେବି ଏହି ନିଆରା ଧର୍ମର "ବମଲୁ-ଗୋଲୁ" ପୂଜା ଆସର ସୁନ୍ଦର
Read More...

ଆନ୍ତର୍ଜାତିକ କନ୍ୟା ସନ୍ତାନ ଦିବସ ପାଳନ ଅବସରରେ ଖଡ଼ିଆଳ ଶିଶୁ ବିକାଶ ପ୍ରକଳ୍ପ ତରଫରୁ ବ୍ଳକ ସ୍ତରୀୟ ଅଦ୍ଵିକା…

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ବରଗାଁ ଜୟ କିଷାନ ହାଇସ୍କୁଲ ପରିସରରେ ବିଶ୍ଵ କନ୍ୟା ସନ୍ତାନ ଦିବସ ପାଳନ ଅବସରରେ ଖଡ଼ିଆଳ ଶିଶୁ ବିକାଶ ପ୍ରକଳ୍ପ ବିଭାଗ ପକ୍ଷରୁ ପ୍ରକଳ୍ପ ଅଧିକାରୀ ମନକୁମାରୀ ଲମ୍ବୋଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ବ୍ଲକ ସ୍ତରୀୟ ଅଦ୍ଵିକା
Read More...

ଇସ୍ପାତ ସାହିତ୍ୟ ସଂସଦର ପ୍ରବନ୍ଧ ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ପ୍ରବନ୍ଧ ପାଠୋତ୍ସବ କାର୍ଯ୍ୟକ୍ରମ ସଂସଦ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ବରିଷ୍ଠ ସଦସ୍ୟ ଚିତ୍ତରଂଜନ ବ୍ରହ୍ମାଙ୍କ ସଭାପତିତ୍ୱରେ ଓ କାର୍ଯ୍ୟକାରୀ ସଭାପତି ବ୍ରଜେନ୍ଦ୍ର
Read More...

କରମସାନୀ ମହୋତ୍ସବ ଅବସରରେ ବ୍ୟଙ୍ଗ କବିତା ଆସର ଅନୁଷ୍ଠିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି ଗ୍ରାମ ଠାରେ କରମସାନୀ ମହୋତ୍ସବ ଅବସରରେ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ସମ୍ମୁଖରେ ଏକ ବ୍ୟଙ୍ଗ କବିତା ଆସର ସୋହେଲା ବ୍ଲକ ଅଧ୍ୟକ୍ଷ ଜୀବର୍ଦ୍ଧନ ବରିହାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ
Read More...

ଆଜି କାଳରାତ୍ରି ବେଶରେ ମା’ : ଆସନ୍ତୁ ଜାଣିବା ମହାତ୍ମ୍ୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି ବେଶରେ ମା’ ପୂଜା ପାଉଛନ୍ତି । ଜଗତ ଜନନୀଙ୍କ କାଳରାତ୍ରି ବେଶ ସବୁଠୁ ମହତ୍ୱପୂର୍ଣ୍ଣ ବୋଲି କୁହାଯାଇଥାଏ ।
Read More...

ଗଜବାହାଲ ସ୍ମାର୍ଟ ହାଇସ୍କୁଲ ପରିଦର୍ଶନ କଲେ ସିଏମ୍‌ଓ ଟିମ୍‌

କଳାହାଣ୍ଡି, (ନରୋତ୍ତମ ସେଲମା) : ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ, ଗଜବାହାଲ ୫ଟି ରୂପାନ୍ତରିକରଣ ଯୋଜନାରେ ସାମିଲ ହୋଇ ସ୍ମାର୍ଟ ସ୍କୁଲର ମାନ୍ୟତା ପାଇଛି । ବିଦ୍ୟାଳୟରେ ସ୍ମାର୍ଟ କ୍ଲାସରୁମ, ଇ-ଲାଇବ୍ରେରୀ, ବିଜ୍ଞାନ ଲ୍ୟାବ ସମେତ ପରିବେଶକୁ ସୁନ୍ଦର ଭାବେ ସଜାଯାଇଛି । ସିଏମ୍‌ଓ
Read More...

ଆସନ ସଂରକ୍ଷଣରେ ପଛୁଆବର୍ଗଙ୍କୁ ଉପେକ୍ଷା ପ୍ରତିବାଦରେ ବିଜେପିର ଦାବୀପତ୍ର ପ୍ରଦାନ

କଳାହାଣ୍ଡି, (ନରୋତ୍ତମ ସେଲମା) : ଆଗାମୀ ପଂଚାୟତିରାଜ ନିର୍ବାଚନ ପାଇଁ ପ୍ରଶାସନ ଆସନ ସଂରକ୍ଷଣ ତାଲିକା ପ୍ରକାଶ କରିଛି । କିନ୍ତୁ ରାଜ୍ୟ ସରକାର ପଛୁଆବର୍ଗଙ୍କୁ ୨୭ ଶତକଡା ସଂରକ୍ଷଣ ଦେବାକୁ ଘୋଷଣା କରି ଏବେ ଠକି ଦେଇଛି । କଳାହାଣ୍ଡି ଜିଲ୍ଲାର ଜିଲ୍ଲା ପରିଷଦ ଓ ସମସ୍ତ ୧୩ଟି ବ୍ଳକ
Read More...

ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ପପୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସୋମବାର ଦିନ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ୍ ହସପିଟାଲରେ ଜଣେ ରୋଗୀଙ୍କୁ ରକ୍ତ ଆବଶ୍ୟକ ହୋଇଥିବା ଖବର ପଶ୍ଚିମ ଓଡିଶା ଯୁବା ମଞ୍ଚ ପାଖକୁ ପହଞ୍ଚିଥିଲା । ତେବେ ସଙ୍ଗେ ସଙ୍ଗେ ପଶ୍ଚିମ ଓଡିଶା ଯୁବା ମଞ୍ଚ ପକ୍ଷରୁ ପପୁ ଦଣ୍ଡସେନାଙ୍କୁ ସମ୍ପର୍କ
Read More...