Yearly Archives

2021

ରାଜ୍ୟସ୍ତରୀୟ ସଡ଼କ ସୁରକ୍ଷା ପରିଷଦ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆଜି ରାଜ୍ୟସ୍ତରୀୟ ସଡ଼କ ସୁରକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଡ଼କ ସୁରକ୍ଷା ଆମ ସମସ୍ତଙ୍କ ପାଇଁ ଏକ ଚିନ୍ତାର ବିଷୟ । ବିଶ୍ୱର ଅନ୍ୟ
Read More...

ଗୋଡ଼ିପୁଟ ମାଟିଆପଡା ପଞ୍ଚାୟତର ବିଭିନ୍ନ ପ୍ରକଳ୍ପକୁ ଲୋକାର୍ପଣ କଲେ ବିଧାୟକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ପଞ୍ଚାୟତ ସମିତି ଅଧିନସ୍ଥ ଗୋଡ଼ିପୁଟ ମାଟିଆ ଗ୍ରାମ ପଞ୍ଚାୟତର ଗୋଦାମ ଗୃହ, ସ୍ବାସ୍ଥ୍ୟ ସେବା କେନ୍ଦ୍ର ଓ ଯୋଗ ଗୃହକୁ ଗୁରୁବାର ଅପରାହ୍ନରେ ନବନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥୀଙ୍କ କରକମଳରେ ଲୋକାର୍ପଣ ହୋଇଯାଇଛି ।
Read More...

ଆପ୍‌ରେ ନୂଆ ସଭ୍ୟଙ୍କ ଯୋଗଦାନ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଜିଲ୍ଲାରେ ଆମ୍ ଆଦମୀ ପାର୍ଟିର ସଂଗଠନ ଦିନକୁ ଦିନ ମଜବୁଦ ହେବାରେ ଲାଗିଥିବା ବେଳେ ଗୁରୁବାର ସମାଜସେବୀ ଗୁରୁପ୍ରୀତ୍‌ ସିଂ ଓ ଶିକ୍ଷାବିତ ସଂଜୟ ପତି ଆପ୍‌ରେ ଯୋଗ ଦେଇଛନ୍ତି । ଦିଲ୍ଲୀର ଶିକ୍ଷା କ୍ରାନ୍ତି, ସ୍ୱାସ୍ଥ୍ୟ, ପାଣି, ୨୦୦ ୟୁନିଟ ପର୍ଯ୍ୟନ୍ତ
Read More...

ଗେର୍ଡାରେ ଆଦିବାସୀ ମହାସଭା : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆଦିବାସୀ ସଂରକ୍ଷଣ ଆସନରେ ନିଜ ନିଜ ମଧ୍ୟରେ…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଳକ ଗେର୍ଡା ପଞ୍ଚାୟତ ଗେର୍ଡା ଗ୍ରାମର ଆମ୍ବ ବଗିଚାଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଏକ ଆଦିବାସୀ ମହାସଭା ଅନୁଷ୍ଠିତ ହୋଇଯାଇଛି । କୀର୍ତ୍ତିଚନ୍ଦ୍ର ଧରୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହାସଭାରେ ପଶ୍ଚିମ ଓଡ଼ିଶା ଆଦିବାସୀ କଲ୍ୟାଣ
Read More...

ଆଭାସୀ ଜରିଆରେ ମୁଖ୍ୟମନ୍ତ୍ରୀ ଓଡିଶାଙ୍କ ଦ୍ୱାରା ରାଜ୍ୟର ୨୨ଟି ଜିଲ୍ଲାରେ ୫୫ଟି ଅତ୍ୟାଧୁନିକ ବସଷ୍ଟାଣ୍ଡର ଶିଳାନ୍ୟାସ

ସୁବର୍ଣ୍ଣପୁର ଜିଲ୍ଲାର ୪ ଗୋଟି ବ୍ଲକ ଯଥା- ସୋନପୁର, ବୀରମହାରାଜପୁର, ଉଲୁଣ୍ଡା ଓ ବିନିକାରେ ନିର୍ମାଣ ହେବ ନୂତନ ବସଷ୍ଟାଣ୍ଡ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ମୁଖ୍ୟମନ୍ତ୍ରୀ ଓଡିଶା ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ରାଜ୍ୟର ୨୨ ଗୋଟି ଜିଲ୍ଲା ନିମନ୍ତେ ୫୫ଟି ନୂତନ ଅତ୍ୟାଧୁନିକ
Read More...

ଆସନ୍ତା କାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ସମସ୍ତ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୫୮ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା, ବିନିକା, ଉଲୁଣ୍ଡା, ସୋନପୁର,
Read More...

ବଲାଙ୍ଗିର ଜିଲ୍ଲା କାରାଗାରଠାରେ ବନ୍ଦୀମାନଙ୍କ ଆଇନ୍‌ଗତ ଅଧିକାର ସଂପର୍କିତ ଆଇନ ସଚେତନତା ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଇନ୍‌ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ନ୍ୟାୟାଧିଶ ଲୋକନାଥ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ଜିଲ୍ଲା ସମେତ ଜିଲ୍ଲା ଥିବା ସମସ୍ତ କାରାଗାରରେ ଥିବା ବନ୍ଦୀମାନଙ୍କ ଆଇନ୍‌ଗତ ଅଧିକାର ସମ୍ପର୍କିତ ଏକ ସଚେତନତା ଶିବିର
Read More...

କୋଚ୍‌ ଶିବ ପ୍ରସାଦ ସ୍ମାରକୀ ଫୁଟବଲ ଉଦ୍‌ଘାଟିତ : ଜରାସିଂହା ବିଜୟୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ନିକଟସ୍ଥ ଖଲିଆପାଲି ଆମ୍ବେଦକର ଷ୍ଟାଡିୟମଠାରେ ଜଗନ୍ନାଥ ସ୍ପୋର୍ଟିଂ କ୍ଳବ ଓ ସ୍ପୋର୍ଟସ ହଷ୍ଟେଲ ବଲାଙ୍ଗିର ପୁରାତନ ଛାତ୍ର ଓ ବର୍ତ୍ତମାନ ଛାତ୍ରଙ୍କ ମିଳିତ ଆନୁକୂଲ୍ୟରେ ଆଜି କୋଚ୍‌ ଶିବପ୍ରସାଦ ସ୍ମାରକୀ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ
Read More...

୨୯ତମ ଖଙ୍କିରା କପ୍‌ ଦ୍ୱିତୀୟ ଦିବସରେ

ଢେଙ୍କାନାଳ, (ତାପସ ଦାସ) : ଗଁଦିଆ ବ୍ଲକ୍ ଅନ୍ତର୍ଗତ ଖଙ୍କିରା ଖେଳପଡ଼ିଆରେ ଆଜି ୨ୟ ଦିନର ଲିଗ୍‌ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଆଜିର ଖେଳ ସାଲେପୁର କ୍ରିକେଟ କ୍ଳବ ଓ ସୋଲର କ୍ରିକେଟ କ୍ଳବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଟସ୍‌ ଜିତି ସେଲର କ୍ରିକେଟ କ୍ଳବ ୨୦ ଓଭରରେ ସମସ୍ତ ଉଇକେଟ
Read More...

ସ୍ୱର୍ଗତ ଶ୍ରୀକାନ୍ତ ଦାସଙ୍କ ସ୍ମୃତିଚାରଣ ସଭା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସାଊରିଆ (ଘୋରଡିଆ) ଗ୍ରାମର ସ୍ୱର୍ଗତ ଶ୍ରୀକାନ୍ତ ଦାସଙ୍କ ଏକାଦଶାହ ଉତ୍ସବରେ ଗତକାଲି ଏକ ସ୍ମୃତିଚାରଣ ସଭା ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଦିବ୍ୟଂଗତ ଦାସଙ୍କ ଆତ୍ମାର ସଦ୍‌ଗତି କାମନା ନିମନ୍ତେ ସିଆର୍‌ସିସି
Read More...