Yearly Archives

2021

ଶାନ୍ତିପଡାରେ ଏଥର ନବଦିନାତ୍ମକ ଦୁର୍ଗାପୂଜା : କଳସ ଶୋଭାଯାତ୍ରା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ସ୍ଥାନୀୟ ଶାନ୍ତିପଡ଼ାରେ ନବଦିନାତ୍ମକ ଦୁର୍ଗାପୂଜା ଅନୁଷ୍ଠିତ ହେଉଥିବା ବେଳେ ଆଜି ପୂଜାରମ୍ଭ ପାଇଁ କଳସ ଶୋଭାଯାତ୍ରା କନ୍ଧପାଲିପଡା ପୋଖରୀରୁ ବାହାରିଥିଲା । ଆଜି ସନ୍ଧ୍ୟା ୬ଟା ସମୟରେ ଶାନ୍ତିପଡା ଦୁର୍ଗାପୂଜା କମିଟିର ସଦସ୍ୟମାନଙ୍କ ସହ
Read More...

କେନ୍ଦ୍ର ମନ୍ତ୍ରୀଙ୍କ ଜନ ଆଶିର୍ବାଦ ଯାତ୍ରା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଭାରତୀୟ ଜନତା ପାର୍ଟିର ଜନ ଆଶିର୍ବାଦ ଯାତ୍ରା କ୍ରମରେ ଆଜି କେନ୍ଦ୍ର ସରକାରଙ୍କ ଜଳ ଶକ୍ତି ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ ବିଶେଶ୍ୱର ଟୁଡୁ ବରଗଡ଼ ଜିଲ୍ଲା ଗସ୍ତ କରିଥିଲେ । ଏହି ଅବସରରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଘୁଲିପାଲି ସ୍ଥିତ ଜିଲ୍ଲା
Read More...

କଂଗ୍ରେସ ବିକ୍ଷୋଭରେ ବିଧାୟକ ରମେଶ ଜେନା ଗର୍ଜିଲେ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ କଂଗ୍ରେସ ପାର୍ଟି ପକ୍ଷରୁ ଗତକାଲି ଏକ ବିଶାଳ ଶୋଭାଯାତ୍ରା ବାହାରି ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ପହଞ୍ଚିଥିଲା । କେନ୍ଦ୍ରସରକାର ଓ ରାଜ୍ୟସରକାରଙ୍କୁ କଟୁ ସମାଲୋଚନା କରି ଗଞ୍ଜାମ ଜିଲ୍ଲା କଂଗ୍ରେସ ପାର୍ଟି ପକ୍ଷରୁ ଚାଷୀ,
Read More...

ମିଳିତ କୃଷକ ସଙ୍ଗଠନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା : ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଓ କଡ଼ା କାର୍ଯ୍ୟାନୁଷ୍ଠାନ ଦାବୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଉତ୍ତର ପ୍ରଦେଶ ଲଖିମପୁର ଖେରିଠାରେ ସହିଦ ଚାଷୀଙ୍କ ଉଦ୍ଦେଶ୍ୟରେ ମିଳିତ କୃଷକ ସଂଗଠନ ତରଫରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ତା'ସହ ଆନ୍ଦୋଳନରତ ଚାଷୀଙ୍କ ହତ୍ୟାକାରୀଙ୍କୁ ଗିରଫ କରାଯାଇ ସେମାନଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ
Read More...

ଆସନ୍ତାକାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୨୫ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା, ସୋନପୁର ଓ ଡୁଙ୍ଗୁରିପାଲି ବ୍ଲକ
Read More...

ରାଜ ବୋଡାସମ୍ବର ହାଇସ୍କୁଲରେ ପ୍ଲାଟିନମ୍ ଜୁବିଲି ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ ପଦ୍ମପୁର ଡିସେମ୍ବର ମାସରେ ହେବାକୁ ଥିବା ପ୍ଲାଟିନମ୍ ଜୁବିଲି ପାଳନ ଉପଲକ୍ଷେ ସ୍ମରଣିକା କମିଟିର ଏକ ସଂପ୍ରସାରିତ ବୈଠକ ଆବାହକ ଡକ୍ଟର ମାନଭଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆଜି ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି ।
Read More...

ବଲାଙ୍ଗିର ଜିଲ୍ଲାପାଳଙ୍କ ୫ଟି ସ୍କୁଲ ପରିଦର୍ଶନ : ଡ଼ବ୍ଲୁଓଡିସି ଅନୁଦାନରେ ହେବାକୁ ଥିବା ମଡେଲ ସ୍କୁଲ ସ୍ଥାନ ଚୟନକୁ…

ଟିଟିଲାଗଡ଼, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲାପାଳ ଟିଟିଲାଗଡ଼ ଅଞ୍ଚଳର ତିନୋଟି ସ୍କୁଲକୁ ପରିଦର୍ଶନ କରିବା ସହ ଉନ୍ନୟନ ମୂଳକ କାର୍ଯ୍ୟର ସ୍ଥିତି ପରଖିଛନ୍ତି । ୫ଟି ଅନୁଦାନରେ ନିର୍ମାଣ ଧୀନ ମଡେଲ ସ୍କୁଲ କୋଠା ଗୁଡିକର କାମ ପରଖିବା ସହ ସ୍କୁଲର ଭିତିଭୂମି ଉପରେ ଆଲୋଚନା କରିଥିଲେ
Read More...

ସରକାରୀ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ହାଇସ୍କୁଲ ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘର ସଭାପତି ବିନୋଦ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଏକ ବୈଠକ ସ୍ଥାନୀୟ ବିଦ୍ୟାଭୂଷଣ ସଂସ୍କୃତ ମହାବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ସମସ୍ତ ବ୍ଲକର ଶିକ୍ଷକ ଓ ଶିକ୍ଷୟତ୍ରୀ ଯୋଗଦେଇ
Read More...

ନରସିଂହ ବିଶିଙ୍କ ଶ୍ରାଦ୍ଧ ଦିବସ ପାଳିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଟାଉନ ହାଇସ୍କୁଲଠାରେ ସ୍ୱର୍ଗତ ନରସିଂହ ବିଶିଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି । ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ପକ୍ଷରୁ ଆୟୋଜିତ ଉକ୍ତ ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ
Read More...

ପରିବେଶ ସୁରକ୍ଷା ନିମନ୍ତେ ଦିବସଙ୍କୁ ମିଳିଲା ବିଜୁ ପଟ୍ଟନାୟକ ପୁରସ୍କାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପରିବେଶ ସୁରକ୍ଷା ନିମନ୍ତେ ଉଲ୍ଲେଖନୀୟ ଅବଦାନ ପାଇଁ ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ତୁମୁରିପାଣି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଦିବସ କୁମାର ସାହୁଙ୍କୁ ୨୦୨୦ ମସିହା ପାଇଁ 'ଜଙ୍ଗଲ ଏବଂ ପରିବେଶ ବିଭାଗ, ଓଡିଶା ସରକାରଙ୍କ
Read More...