Yearly Archives

2021

ନିଶାମୁକ୍ତ ପୁରୀ ଦାବୀରେ ଜନ ସତ୍ୟାଗ୍ରହ ଯାତ୍ରା ଓ ଗାନ୍ଧୀ ଜୟନ୍ତୀ ପାଳନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଳକ୍ ଅନ୍ତର୍ଗତ ବେରବୋଇ ଗାନ୍ଧୀପୀଠ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନ, କ୍ଲବ, ବେସରକାରୀ ପ୍ରତିଷ୍ଠାନରେ ଆଜି ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ବ୍ଳକ୍ କଂଗ୍ରେସ କମିଟି ପକ୍ଷରୁ ସଭାପତି ରବୀନ୍ଦ୍ର କୁମାର
Read More...

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପରିବାର ଲୋକଙ୍କୁ ଭେଟି ସମାବେଦନା ଜଣାଇଲେ ମନ୍ତ୍ରୀ ଟୁକୁନି

ସଇଁନ୍ତଲା, (ଅଜିତ କୁମାର ସାହୁ) : ଗତ ୩୦ ତାରିଖ ଦିନ ଅଟୋ-ଟ୍ରକ ମୁହାଁମୁହିଁ ହେବା ଫଳରେ ସଡ଼କ ଦୁର୍ଘଟଣାରେ ସୁବଳ ସାହୁ ଓ କୈବଲ୍ୟ ମାଝୀଙ୍କ ଘଟଣା ସ୍ଥାନରେ ମୃତ୍ୟୁ ହୋଇଥିଲା । ତେବେ ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଉକ୍ତ ପରିବାର ଲୋକଙ୍କୁ ଭେଟି ଶୋକ ପ୍ରକାଶ କରିବା ସହ
Read More...

ଗାନ୍ଧୀ ଜୟନ୍ତୀ ଅବସରରେ ସ୍ଵଚ୍ଛତା କାର୍ଯ୍ୟକ୍ରମ

ଶିବତଲା, (କେପିଏନ୍ଏସ୍) : ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ହରଗୌରୀ ସୌନ୍ଦର୍ଯ୍ୟକରଣ କମିଟି ଆନୁକୂଲ୍ୟରେ ସ୍ୱଚ୍ଛତା ହରଗୌରୀ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶିବତଲା ଗ୍ରାମପଞ୍ଚାୟତ ସରପଞ୍ଚ ବାଳକୃଷ୍ଣ ବେହେରା, ଗ୍ରାମ୍ୟ କମିଟି ସମ୍ପାଦକ ଭୋଜରାଜ ବେହେରା, କୋଷାଧ୍ୟକ୍ଷ
Read More...

ଛାତ୍ର ବିଜେଡ଼ି ପକ୍ଷରୁ ‘ତାମ୍ପରା’ ହ୍ରଦ ପରିସରରେ ସ୍ୱଚ୍ଛତା ସଚେତନତା ଓ ସଫେଇ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଅକ୍ଟୋବର ୨ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ବିଜୁ ଜନତା ଦଳ ବିଭିନ୍ନ ପ୍ରକାର ସମାଜସେବା ମୂଳକ କାର୍ଯ୍ୟକ୍ରମ ଜାରି ରଖିବ । ଏହି ଅବସରରେ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର
Read More...

ପାଟଣାଗଡ଼ ଯୁବ ସାମ୍ବାଦିକ ସଂଘ ପକ୍ଷରୁ ସତ୍ୟ ଓ ଅହିଂସାର ପୂଜାରୀ, ଦୂର୍ବଳର ବନ୍ଧୁ ମାହାତ୍ମା ଗାନ୍ଧୀ ଓ ଶାନ୍ତିର ଦୂତ…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଯୁବ ସାମ୍ବାଦିକ ସଂଘ ପକ୍ଷରୁ ସ୍ଥାନୀୟ ସଂଘର କାର୍ଯ୍ୟାଳୟ ଠାରେ ଆଜି ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରାରମ୍ଭେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଶାନ୍ତିର ଦୁତ ଲାଲବାହାଦୁର ଶାସ୍ତ୍ରୀଙ୍କ ଫୋଟୋ ଚିତ୍ରରେ ଦୀପ
Read More...

ସାଲେଭଟାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ସାଲେଭଟା, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ଅନ୍ତର୍ଗତ ସାଲେଭଟା ପ୍ରାଥମିକ ସ୍କୁଲର ଜୁନିଅର ରେଡକ୍ରସ ୟୁନିଟ ତରଫରୁ କୋଭିିଡ ଗାଇଡଲାଇନ ଅନୁପାଳନ କରି ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ମହାପୁରୁଷ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ତଥା
Read More...

କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ଜରୁରୀ ଆଲୋଚନା ସହ ନବ ନିଯୁକ୍ତ ଶ୍ରମ ଅଧିକାରୀଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟ ପରିସରରେ ସେଣ୍ଟ୍ରାଲ ଟ୍ରେଡ୍ ୟୁନିୟନ ପକ୍ଷରୁ ନିର୍ମାଣ ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଯାଇଛି । ଏହି ଆଲୋଚନାରେ ଜିଲ୍ଲାର ହଜାର ହଜାର
Read More...

ଗାନ୍ଧୀ ଜୟନ୍ତୀ ଅବସରରେ ହସପିଟାଲ ପରିସର ସଫେଇ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ରୋଟାରୀ କ୍ଲବ ଛତ୍ରପୁର ପକ୍ଷରୁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରେ ସଫେଇ କାର୍ଯ୍ୟ କରାଯିବା ସହ ଔଷଧୀୟ ବୃକ୍ଷ ରୋପଣ କରାଯାଇଥିଲା । ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ଭାରପ୍ରାପ୍ତ ଅଧୀକ୍ଷକ ଡା. ସୁଦର୍ଶନ
Read More...

ଗାନ୍ଧୀଜୀ ଓ ଶାସ୍ତ୍ରୀଜୀଙ୍କ ସ୍ମୃତି ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇ କଂଗ୍ରେସ ଦଳ ପକ୍ଷରୁ ଛତ୍ରପୁର ହସ୍ପିଟାଲର ରୋଗୀଙ୍କୁ…

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର କଂଗ୍ରେସ ପାର୍ଟି ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୨ତମ ଜନ୍ମ ଜୟନ୍ତୀ ଏବଂ ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଲାଲ ବହାଦୁର ଶାସ୍ତ୍ରୀଙ୍କ ୧୧୭ ତମ ଜନ୍ମ ଜୟନ୍ତୀ ଅବସରରେ ଏହି ଦୁଇ ମହାପୁରୁଷଙ୍କ ସ୍ମୃତି ପ୍ରତି
Read More...

ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରସ୍ଥିତ ସାନ ବଜାର ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ପକ୍ଷରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଗୋପାଳ ବେହେରାଙ୍କ ପୌରହିତରେ ଉନ୍ମୋଚିତ ଉତ୍ସବରେ ଇ ଓ ରୋନିତ କୁମାର ଯୋଗ
Read More...