Yearly Archives

2021

ଗାନ୍ଧୀ ଜୟନ୍ତୀରେ ରମ୍ଭା ସାହିତ୍ୟ ଘରର କବିତା ଆସର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ରମ୍ଭା ସହରର ଗାୟତ୍ରୀ ଶକ୍ତିପୀଠ ପ୍ରଜ୍ଞା ମଣ୍ଡପରେ ସାହିତ୍ୟ ଘର ରମ୍ଭା ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ମହାମାନବ ମହାତ୍ମା ଗାନ୍ଧୀ ଓ ଶାନ୍ତି କପୋତ ଲାଲ ବାହାଦୂର ଶାସ୍ତ୍ରୀଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ସ୍ମୃତି ଚାରଣ ସଭା ଓ କବିତା ଆସର ଅନୁଷ୍ଠିତ
Read More...

ଗଞ୍ଜାମ ପ୍ରେସ କ୍ଳବ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ପ୍ରେସକ୍ଳବ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି । ସହରସ୍ଥିତ ସାନ ବଜାର ପ୍ରାଥମିକ ବିଦ୍ୟାଳୟ ପରିସରରେ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି
Read More...

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସଫେଇ କାର୍ଯ୍ୟକ୍ରମ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ଜାତିର ଜନକ ମହାତ୍ମାଗାନ୍ଧୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଛି ।
Read More...

ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ କୁଷ୍ଠାଶ୍ରମରେ ଗଛ ଲଗାଇଲେ ଶିକ୍ଷୟତ୍ରୀ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ଅବସରରେ ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଟୋପ ହାଇସ୍କୁଲର ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ରୀମତୀ ଅନୁସୂୟା ଦେବତା ପରିବେଶ ସୁରକ୍ଷା ପାଇଁ ଅତାବିରା ଏନ୍ଏସି
Read More...

ଲୋକକଳା ଗ୍ରାମ କୁମ୍ଭାରୀର ୩ୟ ବାର୍ଷିକ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପବିତ୍ର ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ଲୋକକଳା ଗ୍ରାମ କୁମ୍ଭାରୀର ତୃତୀୟ ବାର୍ଷିକ ଉତ୍ସବ ଶିବ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଲୋକକଳା ସଂଘ, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ଓଡ଼ିଶା ସରକାର ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ
Read More...

ଆଇନ ସଚେତନତା କାର୍ଯ୍ୟକ୍ରମ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ମହାତ୍ମାଗାନ୍ଧୀଙ୍କ ଜୟନ୍ତୀ ଉପଲେକ୍ଷ ପଦ୍ମପୁର ଆଇନ ସେବା ପ୍ରାଧୀକରଣ ସମିତି ପକ୍ଷରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ପଦ୍ମପୁର ଏସ୍‌ଡିଜେଏମ୍‌ ବିଚାରପତି ବିଡିଡି ଚନ୍ଦନା ପତାକା ଦେଖାଇ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ
Read More...

ଜିଲ୍ଲା ଛାତ୍ର କଂଗ୍ରେସ ତରଫରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀରେ ବକ୍ତୃତା ପ୍ରତିଯୋଗିତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଆଇନ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବରିଷ୍ଠ ଆଇନଜୀବୀ ଅମରେନ୍ଦ୍ର ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦାନ କରି ଆଜିର ସମୟରେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଭଳି ବ୍ୟକ୍ତିତ୍ୱ ଓ ରାଜନେତାଙ୍କ ଅଭାବ ଓ ଏହି ମହାପୁରୁଷମାନଙ୍କ ଜୀବନ ଓ
Read More...

ଅଇଁଲାଚୁଆଁ ଆଟଗାଁ ରାସ୍ତା ଭିତ୍ତିପ୍ରସ୍ତର ଦେଲେ ନରସିଂହ : କାମାକ୍ଷୀ ପ୍ରାଥମିକ ବିଦ୍ୟାଳୟର ହେଲା ଶୁଭ ଉଦ୍‌ଘାଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ପବିତ୍ର ଗାନ୍ଧୀଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ଦିବସରେ ବଲାଙ୍ଗିର ସାଗରପଡା ସ୍ଥିତ ଖୁଜେନପାଲି ପଂଚାୟତର କାମାକ୍ଷୀନଗର ଠାରେ କାମାକ୍ଷୀ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀ କୋଠରୀର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ କରକମଳରେ ଶୁଭ ଉଦ୍‌ଘାଟନ ହୋଇଯାଇଛି
Read More...

ସଇଁନ୍ତଲା ଇଂଲିଶ ମିଡିୟମ ସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଏସଡିକେଜି ଇଂଲିଶ ମିଡିୟମ ସ୍କୁଲ ପରିସରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ବାରିକ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିବା ସହିତ
Read More...

ଗାନ୍ଧୀଙ୍କ ଶାନ୍ତି ବାର୍ତ୍ତା ଯୁଗ ଯୁଗ ଧରି ବିଶ୍ଵକୁ ପ୍ରେରଣା ଯୋଗାଇବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧୀଙ୍କ ବିଚାର ଓ ବାର୍ତ୍ତା ଯୁଗ ଯୁଗ ଧରି ସମଗ୍ର ବିଶ୍ଵକୁ ଶାନ୍ତିର ସହ ସହାବସ୍ଥାନ ପାଇଁ ପ୍ରେରଣା ଯୋଗାଇବ ଓ ପ୍ରଭାବିତ କରିବ ବୋଲି ଗାନ୍ଧୀ ସ୍ମୃତି କମିଟୀ ପକ୍ଷରୁ ଆୟୋଜିତ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ବକ୍ତା ମାନେ ମତ ପ୍ରକାଶ କରିଥିଲେ ।
Read More...