Yearly Archives

2021

ସଇଁନ୍ତଲା ବ୍ଳକର ବିଭିନ୍ନ ପଞ୍ଚାୟତରେ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ…

ସଇଁନ୍ତଲା, (ଅଜିତ କୁମାର ସାହୁ) : ଗତ କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିଟିଲାଗଡ଼ ଗସ୍ତ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । କିଭଳି ଭାବରେ ଗରିବ ନିରୀହ ଲୋକେ ମାଗଣାରେ ଚିକିତ୍ସା ପାଇପାରିବେ ସେନେଇ ଶୁଭାରମ୍ଭ କରିଥିଲେ
Read More...

ପଦ୍ମପୁର ବିଜେପି ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ମେଗା ରକ୍ତଦାନ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୭ ତାରିଖ ପର୍ୟ୍ୟନ୍ତ ବିଜେପି ପକ୍ଷରୁ ଚାଲିଥିବା ସେବା ଓ ସମର୍ପଣ ଅଭିଯାନ ପରିପ୍ରେକ୍ଷୀରେ ଆଜି ଭାଜପା ପଦ୍ମପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ପଦ୍ମପୁର ସ୍ଥିତ ଟାଉନ ହଲ
Read More...

ଖଡଙ୍ଗ ନଦୀ ସେତୁ ଉପରେ ମର୍ମନ୍ତୁଦ ଦୁର୍ଘଟଣା, ୩ ଗୁରୁତର

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ଘଣ୍ଟାପଡା ଫାଣ୍ତି ଅଧିନ ଖୁଣ୍ଟିଗୋରା ପଞ୍ଚାୟତର ସିନ୍ଧୁଗୋରା ନିକଟ ଖଡଙ୍ଗ ନଦୀ ସେତୁରେ ବାଇକ ଓ ଟ୍ରାକ୍ଟର ମଧ୍ୟରେ ଧକ୍କା ହେବା ଫଳରେ ମର୍ମନ୍ତୁଦ ଦୂର୍ଘଟଣା ଘଟି ୩ ଗୁରୁତର ଆହତ । ଆହତ ବ୍ୟକ୍ତିଙ୍କୁ ଅଚେତ ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ
Read More...

କେରମେଲିରେ ମିଶନ ଶକ୍ତି ଗୃହ ଉଦଘାଟନ କଲେ ମନ୍ତ୍ରୀ ଟୁକୁନି

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କେରମେଲି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ନୂତନ ଭାବେ ନିର୍ମିତ ହୋଇଥିବା ମିଶନ ଶକ୍ତି ଗୃହକୁ ଆଜି ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏଥିରେ ବିଡ଼ିଓ
Read More...

ମହଗାଁ ବ୍ରିଜ ଉପରେ ଦୁଇ ବାଇକ ମୁହାଁମୁହିଁ : ୨ ଗୁରୁତର

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଜାତୀୟ ରାଜପଥ ୨୬ ମହଗାଁ ବ୍ରିଜ ଉପରେ ଦୁଇ ବାଇକ ମୁହାଁମୁହିଁ ହେବା ଦ୍ୱାରା ଦୁଇ ଜଣ ଗୁରୁତର ଅବସ୍ଥାରେ ସଇଁନ୍ତଲା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସୂଚନା ମତେ ସଇଁନ୍ତଲା ପଟରୁ ନିଜ ଗାଁ ରେଙ୍ଗାଲି
Read More...

ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କର ଜନ୍ମ ଜୟନ୍ତୀ ପାଳିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କଂଗ୍ରେସ କାର୍ଯ୍ୟାଳୟ ଠାରେ ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କର ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ବ୍ଲକ କଂଗ୍ରେସ ସଭାପତି ଗୁଣ ସାଗର ମାଝୀ,
Read More...

ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଶ୍ୱାତ୍ମ ବିଦ୍ୟା ମନ୍ଦିର ଆନନ୍ଦ ନିକେତନ ଖୁଜେନପାଲି, ବଲାଙ୍ଗିର ଠାରେ ଆବାସୀକ ଛାତ୍ର ମାନଙ୍କୁ ନେଇ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ତରୁଣ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ
Read More...

ବଜ୍ରାଘାତରେ ଯୁବ ଚାଷୀଙ୍କ ମୃତ୍ୟୁ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ବ୍ଲକ ଅନ୍ତର୍ଗତ କଳାପାଣି ଗ୍ରାମର ଜନୈକ ଯୁବ ଚାଷୀ ଏଗାର ଭୁଏଙ୍କ (୪୦) ବଜ୍ରାଘାତରେ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ଆଜି ଅପରାହ୍ନରେ ବରଗଡ଼ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା ।
Read More...

ସିଏନ୍‌ସି ବାଣିଜ୍ୟ ମହାବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଅଗ୍ରଣୀ ସିଏନ୍‌ସି ବାଣିଜ୍ୟ ମହାବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଅଧ୍ୟାପକ ଓ ଅଧ୍ୟାପିକାମାନେ ଜାତିର ଜନକ ମହାତ୍ମା ଗାନ୍ଧୀ ଏବଂ ଲାଲବାହାଦୁର ଶାସ୍ତ୍ରୀଙ୍କ ମହାନ ଚିନ୍ତାଧାରା ଓ ଦିଗ୍‌ଦର୍ଶନ ଉପରେ
Read More...

ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ନୃସିଂହ ମନ୍ଦିର ପରିସରରେ ବ୍ରାହ୍ମଣ ମହାସଭାର ସାମୁହିକ ତିଳ ତର୍ପଣ ମହାସମାରୋହରେ ପାଳନ କରାଯାଇଥିଲା । ଏଥିରେ ସର୍ବ ଭାରତୀୟ ଉପସଭାପତି ଜୟକୃଷ୍ଣ ଦାସ ଶର୍ମା ଏବଂ ଗିରିଧାରୀ ଶତପଥି ପୌରୋହିତ୍ୟ କରିଥିଲେ ଏବଂ ନିଳମଣି ମିଶ୍ର, ସତ୍ୟବନ୍ତ
Read More...