Yearly Archives

2021

ଗାନ୍ଧୀ ପାଠାଗାରରେ ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧୀ ପାଠାଗାରରେ ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରାତଃରୁ ରାମଧୁନ ସହ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଗାନ୍ଧୀ ପାଠାଗାରର ସଭାପତି ପ୍ରକାଶ ନେପାକ, ବରିଷ୍ଠ ସଭ୍ୟ ବିକ୍ରମାନନ୍ଦ ବହିଦାର, ସୁଧାନିଧି ହୋତା, ପୀତବାସ
Read More...

ବିଦ୍ୟୁତ ତାର ଲାଗି ଯୁବକଙ୍କ ମୃତ୍ୟୁ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତୁକଳା ଗ୍ରାମପଂଚାୟତ ଖଏରଭାଡ଼ି ଗ୍ରାମର ମିଳାପ ଠେଲା ନିଜ ବିଲକୁ ଯାଉଥିବା ବେଳେ ପୂର୍ବରୁ ବିଦ୍ୟୁତ ତାର ଛିଣ୍ଡି ପଡିଥିଲା, ମିଳାପ ନ ଜାଣି ବିଦ୍ୟୁତ ତାରରେ ଲାଗି ମୃତ୍ୟୁବରଣ କରିଥିବା ଜଣାପଡିଛି । ଏହି ଘଟଣା ନେଇ
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ସଂଘର ବରିଷ୍ଠ ନାଗରିକ ଦିବସ ପାଳନ

ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ବରିଷ୍ଠ ନାଗରିକଙ୍କୁ ସାମିଲ କରାଯାଉ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ସଂଘର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶତାଧିକ ସଭ୍ୟଙ୍କ ଉପସ୍ଥିତିରେ ଗୁରୁଶ୍ରୀ ଘାସିରାମ ମିଶ୍ରଙ୍କ ସଭାପତିତ୍ୱରେ ବରିଷ୍ଠ ନାଗରିକ ଦିବସ ଜିଲ୍ଲା
Read More...

ଅବସରପ୍ରାପ୍ତ ପୋଲିସ ଅଫିସର ଆସୋସିଏସ୍‌ନର ଗାନ୍ଧୀ ଜୟନ୍ତୀ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଅବସରପ୍ରାପ୍ତ ପୋଲିସ ଅଫିସର ଆସୋସିଏସ୍‌ନର ତରଫରୁ ବରିଷ୍ଠ ନାଗରିକ ଦିବସ ଓ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଜିଲ୍ଲା ପୋଲିସର ରିଜର୍ଭ ପଡିଆରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ପୋଲିସର ସର୍ଜେଣ୍ଟ ସମୀର ସ୍ୱାଇଁ,
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚ ତରଫରୁ ବରିଷ୍ଠ ନାଗରିକ ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚ ତରଫରୁ ସ୍ଥାନୀୟ ଭୁଲିଆ ମେହେର ଧର୍ମଶାଳା ଠାରେ ଆର୍ନ୍ତଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ କରାଯାଇଛି । ଏଥିରେ ମଂଚର ଉପସଭାପତି ଇଂ ପ୍ରଫୁଲ୍ଲ କୁମାର ସାହୁ ଅଧ୍ୟକ୍ଷତା କରିଥିଲେ ଓ ସାଧାରଣ ସଂପାଦକ ପ୍ରଭାକର
Read More...

କ୍ଳଷ୍ଟର ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ମାଣ୍ତିଆଢିପା ଆଞ୍ଚଳିକ ସାଧନକେନ୍ଦ୍ରଠାରେ ସିଆରସିସି ଡୋଲାମଣି ମାହାରଙ୍କ ସଭାପତିତ୍ୱରେ କ୍ଳଷ୍ଟର ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ କରାଯାଇଥିଲା । ଏଥିରେ ସମସ୍ତ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଓ ସରକାରୀ ଶିକ୍ଷକ ଶିକ୍ଷୟିତ୍ରୀ
Read More...

ଓଡିଶା ବ୍ଲଡ ବ୍ୟାଙ୍କ ତରଫରୁ ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତକାଲି ବଲାଙ୍ଗିର ବ୍ଲଡ ବ୍ୟାଙ୍କ ତରଫରୁ ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଭୀମ ଭୋଇ ମେଡିକାଲର ରେଡକ୍ରସ ବ୍ଲଡ ବ୍ୟାଙ୍କ ଠାରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ ବ୍ଲଡ ବ୍ୟାଙ୍କର କର୍ମଚାରୀ ମାନେ ସ୍ୱେଚ୍ଛାକୃତ ଭାବେ
Read More...

କେସିଙ୍ଗାରେ ସ୍ୱଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମ ଶୁଭାରମ୍ଭ

କେସିଙ୍ଗା, (ପି.କେ. ସାହୁ) : ସ୍ଵାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ କେସିଙ୍ଗା ସହର ସ୍ଥିତ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତି ପାଖରୁ ଗାନ୍ଧୀ ଜୟନ୍ତୀ ଅବସରରେ ଗାନ୍ଧୀଜୀଙ୍କ ମୂର୍ତ୍ତିରେ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ ଏସ୍‌ଡିପିଓ କେସିଙ୍ଗା
Read More...

ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ପ୍ରଭାତ ଫେରି ଏବଂ ଆଇନ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଉପଲକ୍ଷେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ପ୍ରାଧିକରଣ ସଚିବ ଦେବାଶିଷ ଦାଶଙ୍କ ତତ୍ତ୍ୱାବଧାନରେ ଏବଂ ବଲାଙ୍ଗିର ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ କେଶବ ମେହେରଙ୍କ ସହଯୋଗରେ ଏକ ପ୍ରଭାତ ଫେରି ସ୍ଥାନୀୟ ସିଭିଲ୍‌ କୋର୍ଟରୁ
Read More...

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ମହାତ୍ମା ଗାନ୍ଧୀ ଏବଂ ଲାଲବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ମହାତ୍ମା ଗାନ୍ଧୀ ଏବଂ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଭାତରୁ ସୂଚନା ଓ
Read More...