Yearly Archives

2021

ମ.ରାମପୁରକୁ ରାଜସ୍ୱ ଉପଖଣ୍ଡ ଦାବୀରେ ଆଜିଠୁ ଗଣ ଆନ୍ଦୋଳନ : ଅକ୍ଟୋବର ମାସ ସାରା ହେବ ଗଣଧାରଣା

ପ୍ରଶାସନ ନଶୁଣିଲେ ଦୋକାନ, ବଜାର ବନ୍ଦ ଓ ବିଧାନସଭା ଘେରାଉ ମ.ରାମପୁର, (ହେମନ୍ତ ସାହୁ) : ଦୀର୍ଘ ଛବିଶ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ମ.ରାମପୁରକୁ ରାଜସ୍ୱ ଉପଖଣ୍ଡ ମାନ୍ୟତା ପାଇଁ ବିଭିନ୍ନ ସମୟରେ ବିଭିନ୍ନ ଅନୁଷ୍ଠାନ ତରଫରୁ ଦାବୀ ହୋଇଆସୁଛି । କିନ୍ତୁ ସରକାରଙ୍କ ଉଦାସୀନତା ତଥା
Read More...

ମ.ରାମପୁର ଡାକବଙ୍ଗଳା ଠାରେ ଅଲ୍ ଓଡ଼ିଶା ସିଡ୍ୟୁଲ୍‌ଡ କାଷ୍ଟ ଫେଡେରେସନ : ମ. ରାମପୁର ଶାଖାର ସ୍ୱତନ୍ତ୍ର ବୈଠକ…

ମ.ରାମପୁର, (ହେମନ୍ତ ସାହୁ) : ଓଡ଼ିଶାର ଅଗ୍ରଣୀ ସାମାଜିକ ସଂଗଠନ ଅଲ୍ ଓଡ଼ିଶା ସିଡ୍ୟୁଲ୍‌ଡ କାଷ୍ଟ ଫେଡେରେସନ କଳାହାଣ୍ଡି, ମ. ରାମପୁର ବ୍ଲକ ଶାଖାର ଏକ ସ୍ବତନ୍ତ୍ର ବୈଠକ ସ୍ଥାନୀୟ ଡାକବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଫେଡେରେସନର କଳାହାଣ୍ଡି ଜିଲ୍ଲା
Read More...

ୟୁଜିବି ଗ୍ରାହକ ସେବା କେନ୍ଦ୍ର ଉଦ୍‌ଘାଟିତ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ମେନରୋଡ଼ଠାରେ ୟୁଜିବି ଗ୍ରାହକ ସେବାକେନ୍ଦ୍ର ଉଦ୍‌ଘାଟିତ ହେଇଯାଇଛି । ସିଡ଼ିପିଓ କୁସୁମ ପ୍ରହରାଜ ଏହି ସେବା କେନ୍ଦ୍ରକୁ ଉଦ୍‌ଘାଟନ କରିଥିବା ବେଳେ ଜୀବିକା ମିଶନ ସଂଯୋକକ ଦିପ୍ତୀ ରଂଜନ ନାୟକ, ଏପିଓ ମୋନାଲିସା ସାମଲ ପ୍ରମୁଖ
Read More...

ସାମ୍ବାଦିକ ଶିବଶଙ୍କର ବିଶ୍ୱାଳଙ୍କ ପିତୃ ବିୟୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଳକ ଗନିଆଁପାଲି ନିବାସୀ ଚାଷୀ ତଥା ସାମ୍ବାଦିକ ଶିବଶଙ୍କର ବିଶ୍ଵାଳଙ୍କ ପିତା ଆଦିକନ୍ଦ ବିଶ୍ଵାଳଙ୍କ ୭୨ ବର୍ଷ ବୟସରେ ଶନିବାର ସକାଳ ସମୟରେ ଗନିଆଁପାଲି ବାସଭବନରେ ମୃତ୍ୟୁ ଘଟିଛି । ସେ ଜଣେ ଏକାଧାରରେ ଭଲ
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ କାଳୀଚରଣ ଦୁବେଙ୍କ ସଭାପତିତ୍ବରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ବିଦ୍ୟାଳୟ ପରିସର ମଧ୍ୟରେ ଥିବା ମହାତ୍ମା ଗାନ୍ଧୀ, ଲାଲ ବାହାଦୂର ଶାସ୍ତ୍ରୀ
Read More...

ଗାନ୍ଧୀ ଜୟନ୍ତୀ ଉପଲେକ୍ଷ ଯୁବ ଗୋଷ୍ଠୀ ଓ ବରିଷ୍ଠ ନାଗରିକଙ୍କ ଦ୍ୱାରା ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ପଦ୍ମପୁର ଉପଖଣ୍ଡ ବିଜେପୁର ବ୍ଳକ ଖରମୁଣ୍ଡା ଠାରେ ସଚେତନ ଯୁବ ଗୋଷ୍ଠୀ ଓ ବରିଷ୍ଠ ନାଗରିକଙ୍କ ଦ୍ବାରା ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ବେଡା ଝାଙ୍କର୍, ନାରାୟଣ ଖମାରୀ, ବିପିନ୍ ପଧାନ, ମନୋଜ ରଣା,
Read More...

ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ସଦର ମହକୁମାଠାରେ ଆଜି ଜାତିର ଜନକ ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଜୟନ୍ତୀ ପାଳନ ଉପଲକ୍ଷେ ପ୍ରତ୍ୟୁଷରୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସହରରେ
Read More...

ଗାନ୍ଧୀ ଜୟନ୍ତୀ ଅବସରରେ ଛତ୍ରପୁର ଆମ ପୋଲିସ ସମିତି ପକ୍ଷରୁ ସହରରେ ଟ୍ରାଫିକ ସଚେତନତା ରାଲି

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଗାନ୍ଧୀଜୀଙ୍କ ସ୍ମୃତିପ୍ରତି ସମ୍ମାନ ଜଣାଇ ଛତ୍ରପୁର ଆଦର୍ଶ ଥାନା ତଥା ଆମ ପୋଲିସ ସମିତି ଆନୁକୂଲ୍ୟରେ ଛତ୍ରପୁର ସହରରେ ଟ୍ରାଫିକ ଶୃଙ୍ଖଳା ସଚେତନତା ଉପରେ ଏକ ରାଲି ବାହାରିଥିଲା । ରାସ୍ତାର ନିୟମମାନି ଗାଡିଚଳାଇବା,
Read More...

ସିନ୍ଧି ଚୋରଠୁ ସାଇବର୍‌ ଚୋର

✍ ମୀନକେତନ ବାରଲେବଡ଼ିଆ ସିନ୍ଧିଚୋର - ମାଟିକାନ୍ଥକୁ କଣା କରି ଚୋର ଘର ଭିତରକୁ ପଶୁଥିଲା ଓ ବାସନକୁସନ ସମେତ ଘରେ ଯାହା ପାଇଲା ତାକୁ ନେଇଯାଉଥିଲା । ଭଲ କଂସା ବାସନ ଦୁଇଖଣ୍ଡ କାହା ଘରେ ଥିଲେ ମଧ୍ୟ ସିନ୍ଧି ଖୋଳି ନେଇଯାଉଥିଲେ । ଏମିତି ବି ହେଇଛି, ଝିଅ ବାହାଘର ପାଇଁ ସବୁ ଜିନିଷ କିଣା
Read More...

ସାମାଜିକ ସେବା କାର୍ଯ୍ୟକ୍ରମରେ ଯୋଗଦେଲେ ବିଧାୟକ ସରୋଜ

ପାଟଣାଗଡ, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ସାମାଜିକ ସେବା କାର୍ଯ୍ୟକ୍ରମ ପାଟଣାଗଡ ବ୍ଲକ ଉଲବା ଗ୍ରାମର ହାଇସ୍କୁଲ ପରିସର ଓ ରାସ୍ତା ସଫେଇ କାର୍ଯ୍ୟକ୍ରମରେ ପାଟଣାଗଡ
Read More...