Yearly Archives

2021

ସିନାପାଲିରେ ଜଳସେଚନ ପାଇଁ ଜଳସମ୍ପଦ ମନ୍ତ୍ରୀଙ୍କୁ ସ୍ମାରକ ପତ୍ର ଦେଲା ବିଜେଡ଼ି

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକରେ ଜଳସେଚନ ସୁବିଧା ପାଇଁ ବିଜେଡ଼ି ପକ୍ଷରୁ ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାଶଙ୍କୁ ଭେଟି ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ନୂଆପଡ଼ା ଜିଲ୍ଲା ବିଜେଡ଼ି ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲଙ୍କ ନେତୃତ୍ଵରେ ଏକ
Read More...

ବଲାଙ୍ଗିର ଜେଏସ୍‌ଏମ୍‌ କଲେଜରେ ଗାନ୍ଧୀ ଜୟନ୍ତୀ ଓ ଲାଲ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସହର ମଧ୍ୟରେ ଥିବା ଜେଏସ୍‌ଏମ୍‌ ବାଣିଜ୍ୟ କଲେଜରେ ଗାନ୍ଧୀ ଜୟନ୍ତୀ ଓ ଲାଲ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳନ ହୋଇଯାଇଛି । ଏହି ଅବସରରେ ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, କଲେଜର ଅଧ୍ୟକ୍ଷ ସି.ଏ. ଶ୍ରୀକାନ୍ତ
Read More...

ସିନାପାଲିରେ ବିଜେପିର ଜନ ଆଶୀର୍ବାଦ ଯାତ୍ରା

ସିନାପାଲି, (ନିରାକାର ମେହରେ) : ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନ ଅବସରରେ ସେପ୍ଟେମ୍ବର ୧୭ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୭ ତାରିଖ ଯାଏଁ ବିଜେପିର ସେବା ଓ ସମର୍ପଣ ପକ୍ଷକୁ ନେଇ ଚାଲୁଥିବା ଜନ ଆଶୀର୍ବାଦ ଯାତ୍ରା ଆଜି ସିନାପାଲିରେ ପହଞ୍ଚିଛି । କଳାହାଣ୍ଡି ସାଂସଦ ବସନ୍ତ
Read More...

ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ ଅରିନ୍ଦମ ଦାଶ ଓ ଓଡ୍ରାଫ୍ କର୍ମଚାରୀ ସୀତାରାମ ମୁର୍ମୁଙ୍କ ସ୍ମୃତିରେ ରକ୍ତଦାନ ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ ଅରିନ୍ଦମ ଦାଶ ଓ ଓଡ୍ରାଫ୍ କର୍ମଚାରୀ ସୀତାରାମ ମୁର୍ମୁଙ୍କ ସ୍ମୃତିରେ ଏକ ରକ୍ତ ଦାନ ଶିବିର ଆୟୋଜନ କରି ଜାତୀୟ ରକ୍ତଦାନ ଦିବସ ପାଳନ କଲା ନିଷ୍ଠା ପରିବାର । ଏଥିରେ ମୁଖ୍ୟ ଅତିଥି ଭାବରେ ପାର୍ବତୀ ଗିରି ବୃଦ୍ଧାଶ୍ରମ ମୁଖ୍ୟ
Read More...

ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଗାନ୍ଧୀ ଜୟନ୍ତୀ ଓ ଅନ୍ତର୍ଜାତୀୟ ଅହିଂସା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର (ୟୁପିଏଚ୍‌ସି) ଶାସ୍ତ୍ରୀ ନଗର ପରିସରରେ ଗାନ୍ଧୀ ଜୟନ୍ତୀ ଓ ଅନ୍ତର୍ଜାତୀୟ ଅହିଂସା ଦିବସ ପାଳନ କରାଯାଇଛି । ଏହି ଉତ୍ସବ କ୍ରମରେ ମହାତ୍ମାଗାନ୍ଧୀଙ୍କ ଉଦ୍ଦେଶ୍ୟରେ ନିରବ ପ୍ରାର୍ଥନା ପରେ ଗାନ୍ଧୀ ଭଜନ ପରିବେଷଣ
Read More...

ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଜାତିର ଜନକ ମହାତ୍ମା ଗାନ୍ଧିଜୀଙ୍କ ୧୫୨ତମ ଜୟନ୍ତୀ ଏବଂ ଶାନ୍ତିର ଦୂତ ଲାଲ୍ ବାହାଦୂର ଶାସ୍ତ୍ରୀଜୀଙ୍କ ୧୧୭ତମ ଜୟନ୍ତୀ ଅବସରରେ ଏହି ଦୁଇ ଜାତୀୟ ବରପୁତ୍ରଙ୍କ ପ୍ରତି ଆଜି ଦେଶବାସୀ ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଅବସରରେ
Read More...

୨୫୦ ବୋତଲ କଫ ସିରଫ ଜବତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଆଗଲପୁର ବ୍ଲକ ଅନ୍ତର୍ଗତ ନଅଗାଁ (କ)ଗ୍ରାମରେ ସମ୍ବଲପୁର ଅବକାରୀ ଗୁଇନ୍ଦା ବିଭାଗ ଓ ବଲାଙ୍ଗିର ଅବକାରୀ ମୋବାଇଲ ସ୍ୱାର୍ଡ ଚଢାଉ କରି ୨୫୦ ବୋତଲ କଫ ସିରଫ ଜବତ କରିଛି । ଏଥି ସହିତ ବେଆଇନ ଭାବେ କଫ ସିରଫ ରଖିବା ନେଇ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ଆକ୍ରାନ୍ତ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନଏସ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଳାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ା
Read More...

ଗତ ୨୪ ଘଂଟାରେ ୪୭୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୭୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୫୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୩୩୬ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୮୧ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...