Yearly Archives

2021

ଶାନ୍ତି ଶୃଙ୍ଖଳାର ସହ ଶେଷ ହେଲା ପିପିଲି ଉପନିର୍ବାଚନ : ଅକ୍ଟୋବର ୩ରେ ଭୋଟ ଗଣତି

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପିପିଲି ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଭୋଟ ଗ୍ରହଣ ଗତକାଲି ଦିନ ଶାନ୍ତି ଶୃଙ୍ଖଳାରେ ଶେଷ ହୋଇଛି । ଦଶ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଏବେ ଇଭିଏମ୍‌ ମେସିନରେ ସିଲ ହୋଇ ରହିଛି । ପିପିଲି ବିଧାନସଭା
Read More...

ବରଗଡ଼ ଟାଉନ ଥାନା ହାଜତ ମୃତ୍ୟୁ ଘଟଣା : ଭାଜପାର ଆରଡିସିଙ୍କୁ ଦାବୀପତ୍ର ପ୍ରଦାନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଟାଉନ ଥାନା ହାଜତରେ ମୃତ୍ୟୁ ବରଣ କରିଥିବା ଗୋବିନ୍ଦ କୁମ୍ଭାରଙ୍କ ପରିବାର ଲୋକଙ୍କୁ ନ୍ୟାୟ ଦେବା ଦାବୀରେ ଆଜି ବରଗଡ଼ ଜିଲ୍ଲା ବିଜେପି ପକ୍ଷରୁ ଏକ ପ୍ରତିନିଧି ମଣ୍ଡଳୀ ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ରାଜସ୍ୱ କମିଶନରଙ୍କୁ ଭେଟି ରାଜ୍ୟପାଳଙ୍କ
Read More...

ହକି କ୍ରୀଡାବିତଙ୍କ ମୌଳିକ ଆବଶ୍ୟକତା ପୂରଣ କରାଯାଉ : କଂଗ୍ରେସ

ରାଉରକେଲା, (ସସ୍ମିତା ପ୍ରଧାନ) : ହକି କ୍ରୀଡାବିତଙ୍କ ମୌଳିକ ଆବଶ୍ୟକତାକୁ ଅଣଦେଖା କରାଯାଉଛି ଅଥଚ ଆସନ୍ତା ୨୦୨୩ ହକି ବିଶ୍ୱକପକୁ ନେଇ ରାଜ୍ୟ ସରକାର ଆତ୍ମ ପ୍ରଚାରରେ ମାତିଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି । ଏ ସମ୍ପର୍କରେ କଂଗ୍ରେସ କାର୍ଯ୍ୟାଳୟ ଠାରେ ଆହୁତ ଏକ ସାମ୍ବାଦିକ
Read More...

ଆମ୍ବମୁଣ୍ତାରେ ସବୁଜ ସାଥୀ ଗଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡାସମ୍ବର ବ୍ଲକ ଅନ୍ତର୍ଗତ ବରିହାପାଲି ଗ୍ରାମ ପଞ୍ଚାୟତରେ ଆମ୍ବମୁଣ୍ତା ଗ୍ରାମରେ ଗାଁର ଯୁବକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଡାକ୍ତର କେଶ ରଞ୍ଜନ ହାତୀ ସଭାପତିତ୍ୱ କରିଥିବା ବେଳେ ପ୍ରକୃତିବନ୍ଧୁ ମୀନକେତନ ସାହୁ
Read More...

ଘୁନସରରେ ସ୍ମାର୍ଟ କାର୍ଡ ବଣ୍ଟନ କଲେ ମନ୍ତ୍ରୀ ଟୁକୁନି

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଘୁନସର ପଞ୍ଚାୟତ କାର୍ଯ୍ୟାଳୟ ପରିସସରେ ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଯୋଗ ଦେଇ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ଦ୍ରୋପଦୀ ବେହେରା, ସିଡିପିଓ ସବିତା ଦାସ,
Read More...

ଚିନିକଳ କାର୍ଯ୍ୟକ୍ଷମ ଦାବୀ ନେଇ ଅନିଶ୍ଚିତତା ଧାରଣା ୩୦ଦିନରେ ପହଞ୍ଚିଲା : ଧାରଣାକୁ ଦୃଷ୍ଟି ଦେଉନି ଜିଲ୍ଲା ପ୍ରଶାସନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ସ୍ଥିତ ବିଜୟାନନ୍ଦ ଚିନିକଳକୁ କାର୍ଯ୍ୟକ୍ଷମ କରିବା ଦାବୀ ନେଇ ଭିଲେଜର୍ସ ଇଣ୍ଡିଆ ପାର୍ଟି ଓଡ଼ିଶା ପକ୍ଷରୁ ଚଳିତ ସେପ୍ଟେମ୍ବର ମାସ ଗତ ୧ତାରିଖରୁ ଆରମ୍ଭ ହୋଇଥିବା ଅନିଶ୍ଚିତକାଳୀନ ଧାରଣା ଗୁରୁବାର ଦିନ ୩୦ଦିନ ଅର୍ଥାତ୍ ଗୋଟିଏ ମାସରେ ପହଞ୍ଚିଛି ।
Read More...

ଏକ୍ସନ କମିଟିର ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଏକ୍ସନ କମିଟିର ଆବାହକ ଗୋପାଳଜୀ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଗତକାଲି ସନ୍ଧ୍ୟାରେ ବଲାଙ୍ଗିର ସୈନିକ ଭବନ ଠାରେ କୋଶଳାଞ୍ଚଳର ଗଣପର୍ବ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କୋଶଳାଞ୍ଚଳର ଗଣପର୍ବ ନୂଆଁଖାଇ ଭେଟ୍‌ଘାଟ୍‌ ବଲାଙ୍ଗିର
Read More...

ବ୍ଲକ ସ୍ତରୀୟ ମୌଳିକ ସାକ୍ଷରତା ସଂଖ୍ୟାଜ୍ଞାନ ଓ ଜାତୀୟ ଉପଲବ୍ଧି ସର୍ବେକ୍ଷଣ କର୍ମଶାଳା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଡାଏଟ ପରିସରରେ ବ୍ଲକ ସ୍ତରୀୟ ମୌଳିକ ସାକ୍ଷରତା ସଂଖ୍ୟାଜ୍ଞାନ ଓ ଜାତୀୟ ଉପଲବ୍ଧି ସର୍ବେକ୍ଷଣ ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ବ୍ଲକ ଶିକ୍ଷା ଅଧିକାରୀ ରାଘବ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କର୍ମଶାଳାରେ
Read More...

ଲମ୍ବାରଜୁନାରେ କୋଭିଡ ଟିକାକରଣ ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଉପଖଣ୍ଡ ରାଜ ବୋଡାସମ୍ବର ବ୍ଲକ ଚାରପାଲି ଗ୍ରାମ ପଞ୍ଚାୟତ ଲମ୍ବାରଜୁନା ଠାରେ କୋଭିଡ ଟୀକାକରଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଜେପି ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଟୀକା ନେବା ପାଇଁ ଆସିଥିବା
Read More...

ବିଦ୍ୟାଳୟ ପରିଚାଳନା କମିଟିର ତାଲିମ ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକରେ ୩ ଦିନ ଧରି ଚାଲିଥିବା ବିଦ୍ୟାଳୟ ପରିଚାଳନା କମିଟିର ତାଲିମ ଶିବିର ଆଜି ଉଦଯାପିତ ହୋଇଯାଇଛି । ଏହି ଅବସରରେ ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ମୁଖ୍ୟଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଅଲତାଫ ମହମ୍ମଦ, ସମ୍ମାନିତ ଅତିଥି ଭାବେ
Read More...