Yearly Archives

2021

ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫି ୨୦୨୧ ପ୍ରତିଯୋଗିତା : ଲୋକନୃତ୍ୟରେ ଝଲସିଲା ସାଂସ୍କୃତିକ ମଞ୍ଚ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନ ଠାରେ ସୁବର୍ଣ୍ଣପୁର ଜିଲ୍ଲା କଳା ସଂସ୍କୃତି ସଂଘ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଜିଲ୍ଲା ସଂସ୍କୃତି ଅଧିକାରୀ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଅଟୋ – ଟ୍ରକ ମୁହାଁମୁହିଁ, ୨ ମୃତ ଘଟଣା କ୍ଷତିପୂରଣ ଦାବୀରେ ଜାତୀୟ ରାଜପଥ ଅବରୋଧ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ ଲୁହୁରାପାଲି ଛକ ନିକଟରେ ଆଜି ଭୋର ୫ଟା ସମୟରେ ଏକ ଟ୍ରକ ଓ ଓଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ
Read More...

ଡୁମ୍ବେରବାହାଲ ସ୍କୁଲରେ ବିଦ୍ୟାଳୟ ପରିଚାଳନା କମିଟିର ତାଲିମ ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ମାଣ୍ଡୋସିଲ କ୍ଲଷ୍ଟର ଅନ୍ତର୍ଗତ ଡୁମ୍ଵେରବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତିନିଦିନିଆ ବିଦ୍ୟାଳୟ ପରିଚାଳନା କମିଟିର ତାଲିମ ଶିବିର ୨୦୨୧ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି ।
Read More...

ପୁଝାରୀପାଲି ଗ୍ରାମ୍ୟ ବିଦ୍ୟାଳୟ ପରିଦର୍ଶନରେ ପରିଚାଳନା କମିଟି

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଦ୍ୟାଳୟ ପରିଚାଳନା କମିଟି ତାଲିମ ଶିବିରକୁ ଅଧିକ ସଫଳ କରିବା ପାଇଁ ଗତକାଲି ଲଖମରା ପଞ୍ଚାୟତର ସମସ୍ତ ବିଦ୍ୟାଳୟ ସ୍କୁଲ ପରିଚାଳନା କମିଟିର ସମସ୍ତ ସଦସ୍ୟ ମାନେ ପୁଝାରୀପାଲି ଗାଁର ବାସ୍ତବତା ପରିଦର୍ଶନ କରିଥିଲେ । ଉକ୍ତ ସଦସ୍ୟ ସଦସ୍ୟା ମାନଙ୍କୁ
Read More...

ବିଦ୍ୟାଳୟ ପରିଚାଳନା କମିଟିର ତାଲିମ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଳକ ଅନ୍ତର୍ଗତ ଟେମରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତ୍ରିଦିବସୀୟ ପରିଚାଳନା କମିଟି ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧି, ଶିଶୁ ଶିକ୍ଷା ଅଧିକାର, ଗୋଷ୍ଠୀ ସମ୍ପୃକ୍ତି ସହ ବିଦ୍ୟାଳୟର ଉନ୍ନତିକରଣ ଏହି ତାଲିମ
Read More...

ଗାଇସିଲେଟର ସରଗମଲ୍ଲି ଅନୁଷ୍ଠାନକୁ ମିଳିଲା ମୁଖ୍ୟମନ୍ତ୍ରୀ ଟ୍ରଫି

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ ତଥା ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫି ପ୍ରତିଯୋଗିତା ବିଜୁ ପଟ୍ଟନାୟକ ଟାଉନ ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ଗାଇସିଲେଟ ବ୍ଲକର ସରଗ ମଲ୍ଲି ଲୋକ ନୃତ୍ୟ ଦଳ ପ୍ରଥମ ସ୍ଥାନ ଅଧିକାର କରି ଟ୍ରଫି ହାସଲ କରିବା ସହ
Read More...

ପୁଣି ୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୯୮କୁ ବୃଦ୍ଧି ପାଇଛି । କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ ଓ ଜଗତସିଂହପୁର
Read More...

ମା’ ଉମା ମାହେଶ୍ୱରୀଙ୍କ ପୀଠରେ ଶାରଦୀୟ ଷୋହଳ ପୂଜା ଆରମ୍ଭ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ଅନ୍ୟତମ ଶକ୍ତିପୀଠ ବରଗଡ଼ ବ୍ଲକ ଅନ୍ତର୍ଗତ କୁରୁଆ ଗ୍ରାମ ସ୍ଥିତ ମା' ଉମା ମାହେଶ୍ୱରୀଙ୍କ ଷୋହଳ ପୂଜା ଆରମ୍ଭ ହୋଯାଇଛି । ଆବାହମାନ କାଳରୁ ମା'ଙ୍କ ରୀତିନୀତି ଅନୁସାରେ ମୂଳାଷ୍ଟମୀ ତିଥିରୁ ମା'ଙ୍କର ଶାରଦୀୟ ପୂଜା ଆରମ୍ଭ ହୋଇଥାଏ । ଏହି
Read More...

ଗତ ୨୪ ଘଂଟାରେ ୬୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୯୬ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୬୪୨ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୫୩ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ରୋଟାରୀ ପକ୍ଷରୁ ରକ୍ତ ଶର୍କରା ପରୀକ୍ଷା ସେବା ଶିବିର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରତି ବର୍ଷ ୨୯ ସେପ୍ଟେମ୍ବର ଦିନ ବିଶ୍ୱହୃଦୟ ଦିବସ ପାଳନ କରାଯାଏ । ଚଳିତବର୍ଷ ଏହି ଦିନରେ ଭାରତରୁ ମଧୁମେହ ବା ଡାଏବେଟିସ ରୋଗର ବିନାଶ ପାଇଁ ଆଗୁଆ ପଦକ୍ଷେପ ସ୍ୱରୂପ ସମଗ୍ର ଦେଶର ଗୋଟିଏ ଦିନରେ ୧୦ ଲକ୍ଷ ଲୋକଙ୍କ ବିନ୍ଦୁଏ ରକ୍ତ ନମୁନାରେ
Read More...