Yearly Archives

2021

ଭାରତ ବନ୍ଦ ଡାକରାକୁ ସଇଁନ୍ତଲା କଂଗ୍ରେସର ସମର୍ଥନ : ମୋଦିଙ୍କ ଉପରେ ବର୍ଷିଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର

ସଇଁନ୍ତଲା, (ଅଜିତ କୁମାର ସାହୁ) : କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ୩ କୃଷି ଆଇନ୍ ପ୍ରତ୍ୟାହାର ଦାବୀରେ କୃଷକ ସଂଗଠନ ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ସମେତ ସଇଁନ୍ତଲା କଂଗ୍ରେସ ଦଳ ସମର୍ଥନ କରିଥିବା ସହ
Read More...

ଚାଷୀ ସଂଗଠନ ଦ୍ୱାରା ଭାରତ ବନ୍ଦକୁ ଅଦ୍ଭୂତପୂର୍ବ ସମର୍ଥନ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଚାଷୀ ବିରୁଦ୍ଧରେ କେନ୍ଦ୍ର ସରକାରଙ୍କ କଳା ଆଇନକୁ ବିରୋଧ କରି ସଂଯୁକ୍ତ କିଷାନ ମୋର୍ଚ୍ଚା ଦ୍ୱାରା ଭାରତବନ୍ଦକୁ ମାନସ ବିହାର ରୁଗୁଡିଖାଲ ଠାରେ ବିପୁଳ ସମର୍ଥନ ଦେଖିବାକୁ ମିଳିଛି । ଆଗଲପୁର ବ୍ଲକ ଅନ୍ତର୍ଗତ ସାଲେଭଟାରୁ ଏକ ବାଇକ ରାଲି ରୁଗୁଡିଖାଲଠାରେ
Read More...

ପଦ୍ମପୁର ଉପଖଣ୍ଡରେ ଭାରତ ବନ୍ଦର ପ୍ରଭାବ : ଦୋକାନ ବଜାର ବନ୍ଦ

ପଦ୍ମପୁର, (ନିରୋଜ କୁମାର ପାଣୀ) : କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଦତ୍ତ ତିନି କଳା କୄଷି ଆଇନକୁ ବିରୋଧ କରି ଏହି ତିନି ଗୋଟି କଳା ଆଇନକୁ ପ୍ରତ୍ୟାହାର ଦାବୀରେ କିଶାନ ଏକତା ମଞ୍ଚ ପକ୍ଷରୁ ସୋମବାର ଭାରତ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦକୁ ସମର୍ଥନ କରି ରାଜବୋଡାସମ୍ବର କୄଷକ ସଂଗଠନ
Read More...

ପଦ୍ମଶ୍ରୀ ମୋହନ ନାୟକଙ୍କ ୩୮ତମ ଶ୍ରାଦ୍ଧ ଦିବସ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ଦଳିତ ନେତା ତଥା ପୂର୍ବତନ ସାଂସଦ ଏବଂ ମନ୍ତ୍ରୀ ସ୍ୱର୍ଗତ ପଦ୍ମଶ୍ରୀ ମୋହନ ନାୟକଙ୍କ ୩୮ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସବରେଜିଷ୍ଟ୍ରାର ଅଫିସ ଛକ ଠାରେ ମୋହନ ନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ
Read More...

ମିଳିତ କୃଷକ ସଂଗଠନ ପକ୍ଷରୁ ଭାରତ ବନ୍ଦ ଡାକରାକୁ ସମର୍ଥନ : ପାଟଣାଗଡ଼ରେ ମିଳିତ ଚାଷୀ ସଂଗଠନ, କଂଗ୍ରେସ ପକ୍ଷରୁ…

ପାଟଣାଗଡ଼, (ଗୋରେଖନାଥ ବରିହା) : କେନ୍ଦ୍ର ସରକାରଙ୍କ ଦ୍ଵାରା ପ୍ରେରିତ ୩ କୃଷି ଆଇନ୍ ପ୍ରତ୍ୟାହାର ଦାବୀରେ ମିଳିତ କୃଷକ ସଂଗଠନ ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି । ଭାରତ ବନ୍ଦ ଡାକରା ପ୍ରଭାବରେ ବଲାଙ୍ଗିର ପାଟଣାଗଡ଼ ଉପଖଣ୍ଡ ବେଲପଡା ଖପ୍ରାଖୋଲ ଆଦି ବ୍ଳକ ଗୁଡିକରେ
Read More...

ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ସ୍ଵେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ନୂଆପଡା, (ନିରାକର ମେହେର) : ନୂଆପଡା ଜିଲ୍ଲା ଶିକ୍ଷା ବିଭାଗର ସହଯୋଗରେ ଆଜି ମହଗାଁ ଉଚ୍ଚ ବିଦ୍ୟାଳୟ ଠାରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ସିନାପାଲି ବ୍ଲକ ତଥା ନୂଆପଡା ଜିଲ୍ଲାର ଶିକ୍ଷକ ମାନଙ୍କ ମଧ୍ୟରେ ରକ୍ତଦାନ କରିବାର
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୮୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ନବରଙ୍ଗପୁର ଜିଲ୍ଲାରୁ ୨ଜଣ ରହିଛନ୍ତି । ଏନେଇ ରାଜ୍ୟ
Read More...

ଭାରତ ବନ୍ଦ ପାଳନ କଲା କୃଷକ ସଂଗଠନ

ନୂଆଦିଲ୍ଲୀ : ଆଜି କେନ୍ଦ୍ର ସରକାରଙ୍କ ୩ଟି କୃଷି ଆଇନ ପ୍ରତ୍ୟାହାର ଦାବୀରେ ୧୦ ଘଣ୍ଟିଆ ଭାରତ ବନ୍ଦ ପାଳନ କରୁଛି କୃଷକ ସଂଗଠନ । ସକାଳ ୬ଟାରୁ ଅପରାହ୍ନ ୪ଟା ଯାଏ ବନ୍ଦ ପାଳନ କରାଯାଉଛି । ସକାଳୁ ସକାଳୁ ଦେଖିବାକୁ ମିଳିଛି ବନ୍ଦ ପ୍ରଭାବ । ଏହି ବନ୍ଦ ପାଳନକୁ କଂଗ୍ରେସ, ବାମ ଦଳ ସମେତ ୭ଟି
Read More...

ମହିଳାଙ୍କ ରକ୍ତ ଦାନ

କଣ୍ଟାବାଞ୍ଜି : ରକ୍ତ ଦାନ କରି ଜଣେ ମହିଳା ଜଣେ ଗର୍ଭବତୀ ମହିଳାଙ୍କ ଜୀବନ ବଞ୍ଚାଇଥିବା ଖବର ମିଳିଛି । ସୂଚନା ଅନୁସାରେ କଣ୍ଟାବାଞ୍ଜି ଡାକ୍ତରଖାନାରେ କୁର୍ଲୁବାହାଲ ଗ୍ରାମର ସଙ୍ଗୀତା ଭୁଏ(ବି ପୋଜେଟିଭ୍‌) ନାମ୍ନୀ ଜଣେ ଗର୍ଭବତୀ ମହିଳା ଭର୍ତ୍ତି ହୋଇଥିବା ବେଳେ ତାଙ୍କୁ ରକ୍ତର ଅଭାବ
Read More...

ମିଳିତ ଚାଷୀ ସଂଗଠନ ବନ୍ଦ କଲା କଚେରୀ : କୋଟରୁ ଫେରିଲେ ଜ୍‌ଜ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମିଳିତ କୃଷକ ସଂଗଠନ ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ ବଲାଙ୍ଗିର ସହରରେ ଏହାର ବିଶେଷ ପ୍ରଭାବ ପଡିଥିବା ଦେଖିବାକୁ ମିଳିଛି । ମିଳିତ ଚାଷୀ ସଂଗଠନ ତଥା ବନ୍ଦ ପାଳନକୁ ସମର୍ଥନ କରୁଥିବା ସଂଗଠନ ମାନଙ୍କ ପକ୍ଷରୁ ସ୍ଥାନୀୟ କଚେରୀ ବନ୍ଦ
Read More...