Yearly Archives

2021

ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ଟିଟିଲାଗଡ ପୌରାଞ୍ଚଳ ୱାର୍ଡ ନଂ. ୫ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।
Read More...

ରାଜ୍ୟ ମହିଳା ମାରୱାଡି ସମିତି ଅଧ୍ୟକ୍ଷ।ଙ୍କୁ ସଇଁନ୍ତଲା ମାରୱାଡି ମହିଳା ଶାଖା ପକ୍ଷରୁ ସମ୍ବର୍ଦ୍ଧନା

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଗସ୍ତରେ ଆସିଥିବା ରାଜ୍ୟ ମାରୱାଡି ମହିଳା ସମିତିର ଅଧ୍ୟକ୍ଷ। ଲଳିତା ଅଗ୍ରୱାଲ ତାଙ୍କ ଟିମର ସଦସ୍ୟଙ୍କୁ ସଇଁନ୍ତଲା ମାରୱାଡି ମହିଳା ସମିତି ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ତେବେ ସଇଁନ୍ତଲା ମାରୱାଡି ମହିଳା ସମିତିର
Read More...

ବିଧାନସଭା ବିଦ୍ୟୁତ ସବ୍ କମିଟିର ବରଗଡ଼ ଜିଲ୍ଲା ପରିଦର୍ଶନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଓଡ଼ିଶା ବିଧାନ ସଭାର ବିଦ୍ୟୁତ ବିଭାଗର ସବ୍ କମିଟିର ସଦସ୍ୟ ମାନେ ଆଜି ବରଗଡ଼ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଥିବା ବିଦ୍ୟୁତ ଯୋଗାଣର ନିରୀକ୍ଷଣ କରି ସେଠାରେ ଦେଖା ଦେଉଥିବା ସମସ୍ୟାର ତୁରନ୍ତ ସମାଧାନ କରି ଜନସାଧାରଣଙ୍କୁ ନିରବିଛିନ୍ନ ଭାବେ ବିଦ୍ୟୁତ ସେବା
Read More...

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାର ଅବସ୍ଥା ଶୋଚନୀୟ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗ୍ରାମ୍ୟ ଉନ୍ନୟନ ବିଭାଗର ରକ୍ଷଣା ବେକ୍ଷଣର ଅଭାବରୁ ଦାରିଙ୍ଗବାଡ଼ି ଠାରୁ ପର୍ତ୍ତମାହା ପର୍ଯ୍ୟନ୍ତ ଯାଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କଟି ବର୍ତ୍ତମାନ ସମ୍ପୂର୍ଣ୍ଣ ନଷ୍ଟ ହେବାକୁ ବସିଲାଣି । ରାସ୍ତାସାରା ଖାଲଖମାରେ ଭର୍ତ୍ତି ହୋଇଥିବା
Read More...

ଇମ୍ପିରିୟଲ କଲେଜରେ ସୁପର ସ୍କୋଲାର ୪.୦ : ସମ୍ବର୍ଦ୍ଧିତ ହେଲେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ବିଦ୍ୟା ବିହାର ସ୍ଥିତ ଇମ୍ପରିୟଲ କଲେଜରେ ସୁପର ସ୍କୋଲାର ୪.୦ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉଭୟ ଓଡିଶା ଏବଂ କେନ୍ଦ୍ରିୟ ବୋର୍ଡର ଯୁକ୍ତ ଦୁଇ କଳା, ବିଜ୍ଞାନ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।
Read More...

କାଲିପଲ୍ଲୀ ସ୍କୁଲରେ କୋଭିଡ ଯୋଦ୍ଧା ସମ୍ମାନୀତ କାର୍ଯ୍ୟକ୍ରମ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ କାଲିପଲ୍ଲୀ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କୋଭିଡ ଯୋଦ୍ଧା ସମ୍ମାନୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ରାମଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ
Read More...

ଯମୁନା କନ୍ଧୁଣୀ ବାଳିକା ସ୍କୁଲରେ ସାଇନିଙ୍ଗ ଷ୍ଟାର୍ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସ୍ଥିତ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ "ସ୍କୁଲ ସାଇନିଙ୍ଗ ଷ୍ଟାର୍" ସଭା ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ପରିଚାଳନା କମିଟି ସଭାପତି ପ୍ରକୃତିବନ୍ଧୁ ସାମ୍ବାଦିକ ଧିରେନ୍ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପ୍ରଧାନ ଶିକ୍ଷକ
Read More...

ମୂଲ୍ୟ ବୃଦ୍ଧିକୁ ନେଇ ଓଜନ ମାପ ବିଭାଗ ପକ୍ଷରୁ ଚଢାଉ

ରାଉରକେଲା, (ସସ୍ମିତା ପ୍ରଧାନ) : ଅତ୍ୟଧିକ ଲାଭ ପାଇବା ଆଶାରେ ଅସାଧୁ ବ୍ୟବସାୟୀ ଦ୍ରବ୍ୟର ନିର୍ଦ୍ଧାରିତ ମୂଲ୍ୟଠାରୁ ଅଧିକ ମୂଲ୍ୟର ଷ୍ଟିକର ଲଗାଇ ବିକ୍ରିକରି ଧରାପଡି ଦଣ୍ତିତ ହେବା ଭଳି ଖବର ଇସ୍ପାତ ମାର୍କେଟ ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ସୂଚନାରୁ ପ୍ରକାଶ ଯେ, ଜନୈକ ଶର୍ମା
Read More...

ଜେ.କେ. ଜୁନିଅର କଲେଜରେ ରାଷ୍ଟ୍ରୀୟ ସେବା ଯୋଜନା ଦିବସ ପାଳିତ

କଳାହାଣ୍ଡି, (ନରୋତ୍ତମ ସେଲମା) : ସ୍ଥାନୀୟ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଜୁନିଅର କଲେଜ)ରେ ୫୩ତମ ରାଷ୍ଟ୍ରୀୟ ସେବା ଯୋଜନା ଦିବସ ଅଦ୍ୟ ସେପ୍ଟେମ୍ବର ୨୪ ତାରିଖ ଦିନ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ପ୍ରଣୟ ଆନନ୍ଦ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି
Read More...

ଟାଟା କମ୍ୟୁନିକେସନ୍‌ର ସହଯୋଗରେ ‘ସଂଜୀବନୀ’ ରିଲିଫ ପ୍ରଦାନ

ସଇଁନ୍ତଲା, (ଅଜିତ କୁମାର ସାହୁ) : କୋଭିଡ୍ ମହାମାରୀର ଦ୍ୱିତୀୟ ତରଙ୍ଗର ପ୍ରଭାବ ଧୀରେ ଧୀରେ କମ୍ ହେଉଥିଲେ ବି ବର୍ତ୍ତମାନ ଗ୍ରାମାଞ୍ଚଳର ଗରିବ ଲୋକ ମାନେ ପୂର୍ଣ୍ଣମାତ୍ରାରେ ଜୀବିକା ଉପାର୍ଜନ କରିବାରେ ସମର୍ଥ ହୋଇ ପାରି ନାହାନ୍ତି । ଗ୍ରାମାଞ୍ଚଳର ଅତି ଗରିବଙ୍କ ମଧ୍ୟରେ ବ୍ୟକ୍ତିଗତ,
Read More...