Yearly Archives

2021

ଗତ ୨୪ ଘଂଟାରେ ୫୮୦ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୫୮୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୭ ଜଣ ୦ ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୯୬୩ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୪୪ ଜଣ ଆଂଚଳିକ…
Read More...

ମାଲପଡା ଗ୍ରାମର ଗଳିକନ୍ଦି ରାସ୍ତା ଶୋଚନୀୟ : କାଦୁଅରେ ଜୁଡୁବୁଡୁ ଲୋକେ, ସୁବ୍ୟବସ୍ଥା ପାଇଁ ଯୁବଗୋଷ୍ଠୀଙ୍କ ଦାବୀ

ସିନାପାଲି, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗୋର୍ଲା ଗ୍ରାମ ପଞ୍ଚାୟତ ମାଳପଡା ଗ୍ରାମର ଗଳିକନ୍ଦି ରାସ୍ତା ଶୋଚନୀୟ ହୋଇ ରହିଛି । ଗ୍ରାମର ବିଭିନ୍ନ ଗଳିକନ୍ଦି ରାସ୍ତା କାଦୁଅରେ ଜୁଡୁବୁଡୁ ହୋଇ ଲୋକେ ଯାତାୟାତ ହେଉଛନ୍ତି । ଏହାର ସୁବ୍ୟବସ୍ଥା କରିବାକୁ…
Read More...

ରାକ୍ଷୀ ଦେଇଗଲା ଆଖିରେ ଲୁହ

ଗଂଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅନ୍ତର୍ଗତ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ୧ ନମ୍ୱର୍ ୱାର୍ଡ କରଣ ସାହିରୁ ସୁନା ଚେନ୍ ଚୋରି କରିଥିବା ଚୋର ଭାଇକୁ ଗିରଫ୍ କରି କୋର୍ଟ ଚାଲାଣ କରିଛି ଗଞ୍ଜାମ ଥାନା ପୋଲିସ୍ । ଅଭିଯୁକ୍ତ ଜଣକ ହେଲେ ଗଞ୍ଜାମ ସହରର କରଣ ସାହିର ବୁଡୁ ତରାଇ ।…
Read More...

ଏବିଭିପି ପକ୍ଷରୁ ଇଞ୍ଜିନିୟରିଂ ଦିବସ ପାଳିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ଅତାବିରା ଏବିଭିପି ନଗର ଶାଖା ତରଫରୁ ଇଞ୍ଜିନିୟରିଂ ଦିବସ ପାଳିତ ହୋଇଛି ଏବଂ ଏହି ଉପଲକ୍ଷେ ଚିତ୍ରାଙ୍କନ ଓ କୁଇଜ୍ ପ୍ରତିଯୋଗୀତା ଆୟୋଜିତ ହୋଇଥିଲା । ଏହି ସୁବର୍ଣ୍ଣ ସମୟରେ ମୁଖ୍ୟ ଅତିଥି ଭାବେ ଏବିଭିପି ଓଡ଼ିଶା ରାଜ୍ୟ ଉପ ସଭାପତି ଶିବ…
Read More...

ବସ୍ତି ବସିନ୍ଦାଙ୍କ ଦୁଃଖ ପ୍ରଶାସନ ଶୁଣିବକି ?

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ସହରର ନବକଳେବର ଦିନକୁ ଦିନ ବଢ଼ି ଚାଲିଥିବା ବେଳେ ଏଠାରେ ରହୁଥିବା ଗରିବ ବସ୍ତିବସିନ୍ଦାଙ୍କ ଦୁଃଖ କହିବାକୁ ନାହିଁ । ସୂଚନା ଅନୁସାରେ ପଂଚାୟତ କଲେଜ ପାଖ ୱାର୍ଡ ନଂ ୧୩, କନ୍ଧପଡା ଠାରେ ରହୁଥିବା ପ୍ରାୟ ୫୦ ପରିବାରଙ୍କୁ ଏବେ ଉଚ୍ଛେଦ ଭୟ ଘାରିଛି ।…
Read More...

ଗଞ୍ଜାମ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ସଚ୍ଚିଦାନନ୍ଦ ନାୟକଙ୍କ ଦାୟିତ୍ୱ ଗ୍ରହଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପିଡି, ଡିୟୁଡିଏ ଭାବେ ୨୦୦୦ ମସିହା ବ୍ୟାଚ୍‌ର ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ସଚ୍ଚିଦାନନ୍ଦ ନାୟକ ବୁଧବାର ଦାୟିତ୍ଵ ଗ୍ରହଣ କରିଛନ୍ତି । ଏନେଇ ଛତ୍ରପୁର ପ୍ରେସ…
Read More...

୧୮ ବର୍ଷ ହେଲାଣି ଏକାଠି ନୂଆଁ ଖାଉଛନ୍ତି ଶିକାପତ୍ରାପାଲି ଗୌତିଆ ପରିବାର

ସଇଁନ୍ତଲା, (ଅଜିତ କୁମାର ସାହୁ) : ପଶ୍ଚିମ ଓଡିଶାର ଗଣପର୍ବ କୁ ନେଇ ଲୋକେ ବେଶ ଉତ୍ସ।ହିତ ରହିଥାଆନ୍ତି । ନୂଆଁଖାଇ ପର୍ବକୁ ନେଇ ଲୋକଙ୍କ ମଧ୍ୟରେ ଭାଇଚାର ବଢ଼ିଥାଏ । ଭାଇଚାରାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଶିକାପତ୍ରାପାଲିର ଗୌତିଆ ପରିବାରରେ । ଦୀର୍ଘ ୧୮ ବର୍ଷରୁ ଅଧିକ ହେବ…
Read More...

ସ୍ମାର୍ଟ କାର୍ଡ ବଣ୍ଟନ କଲେ ମନ୍ତ୍ରୀ ଟୁକୁନି

ସୁନ୍ଦରଗଡ଼ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦେର୍ଶ କ୍ରମରେ ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡା ବ୍ଲକ ସରପଗର, ମଶାବିରା, ଗୁଣ୍ଡିଆଡିହି, ଅଳପକା, ହୁରମେଇ ସମେତ ୫ ଟି ଗ୍ରାମପଞ୍ଚାୟତର ହିତାଧିକାରୀ ମାନଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ଓଡ଼ିଶା ମହିଳା ଓ ଶିଶୁ…
Read More...

ଭୁଏରପଡ଼ା ଗାଁରେ ୨୩୦ ଜଣଙ୍କୁ କୋଭିଡ ଟୀକା ପ୍ରଦାନ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କରମତଲା ପଞ୍ଚାୟତ ଭୁଏରପଡା ୟୁପି ସ୍କୁଲ ଠାରେ ଆଜି ୨୩୦ ଜଣ ବୟସ୍କ ବ୍ୟକ୍ତିଙ୍କୁ ଟୀକା ପ୍ରଦାନ କରାଯାଇଥିଲା । ଏଏନଏମ ସୁଲୟା ତାଣ୍ଡି, ଭିକ୍ଟୋରିୟା ନାଗ, ଭାରତୀ ପୋଡ଼, ଯଶୋବନ୍ତୀ ପଶାୟତ, ଗଙ୍ଗାଧର ପୋଡ଼, କାନ୍ତ…
Read More...

ସାମ୍ବାଦିକଙ୍କ ମାତୃ ବିୟୋଗ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ସୋହେଲା ବ୍ଲକ ଅନ୍ତର୍ଗତ ବାରୁପାଲି ଗ୍ରାମର ବରିଷ୍ଠ ସାମ୍ବାଦିକ ଅସିତ ସ୍ୱାଇଁଙ୍କ ମାତା ଯଜ୍ଞବତୀ ସ୍ୱାଇଁଙ୍କ ୮୨ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଗତ କିଛି ଦିନ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ଜଣେ ଧର୍ମପ୍ରାଣ…
Read More...