ରାଜ୍ୟରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଜାରି
ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା, ଉତ୍ତର ଛତିଶଗଡ଼ ଓ ମଧ୍ୟପ୍ରଦେଶ ଅତିକ୍ରମ କରିବ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଆଜି ପାଇଁ ୫ ଜିଲ୍ଲା!-->…
Read More...
Read More...