Yearly Archives

2021

ଲକ୍ଷାଧିକ ଟଙ୍କା ନେଇ ଭଡ଼ା କାର୍‌ରେ ଯାଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ ବିଡିଓ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଲକ୍ଷାଧିକ ଟଙ୍କା ନେଇ ଭଡ଼ା ଗାଡ଼ିରେ ଯାଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି ବରଗଡ଼ ଜିଲ୍ଲା ବିଜେପୁର ବିଡିଓ ପଦ୍ନନାଭ ସାମନ୍ତ । ତେବେ ଟଙ୍କାର ହିସାବ ଦେଇ ନ ପାରିବାରୁ ଭିଜିଲାନ୍ସ ଟିମ୍‌ ତାଙ୍କୁ ଅଟକ ରଖିଥିବା ମିଳିଛି । ସୂଚନା ଅନୁସାରେ, ଏକ…
Read More...

ପୂର୍ବତନ ବିଧାୟକଙ୍କ ଠାରୁ ୮୦ ହଜାର ଟଙ୍କା ଲୁଟ୍

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା ଅନ୍ତର୍ଗତ ଗମ୍ଭାରିଆ-ବ୍ରାହ୍ମଣବୋଷ ରାସ୍ତା ଉପରେ ପୂର୍ବତନ ରାଇରଙ୍ଗପୁର ବିଧାୟକ ସାଇବା ସୁଶିଲ କୁମାର ହାଁସଦାଃ’ଙ୍କ ଠାରୁ ୮୦’ ହଜାର ଟଙ୍କା ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଶନିବାର ଦିନ ଗମ୍ଭାରିଆ ଗ୍ରାମର ସେକ୍…
Read More...

ବିଜୁବାବୁଙ୍କ ସ୍ୱପ୍ନ ସାକାର ହେବ : ଫାଇଭ-ଟି କାର୍ଯ୍ୟକ୍ରମର ରୂପାନ୍ତରିତ ରାଜ୍ୟର ୧୦୭୦ ସ୍କୁଲ ନଭେମ୍ବର ୧୪ରେ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଶନିବାର ଚତୁର୍ଥ ପର୍ଯ୍ୟାୟରେ ୫ଟି କାର୍ଯ୍ୟକ୍ରମରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଲୋକାର୍ପିତ ହୋଇଥିବା ୧୦ଟି ମଧ୍ୟରେ ପଞ୍ଚାୟତ ମଡେଲ ହାଇସ୍କୁଲ, ହିଞ୍ଜିଳି ସହରାଞ୍ଚଳର…
Read More...

ଜାତୀୟ କ୍ରୀଡ଼ା ଦିବସ ଅବସରରେ ଗଣ ଦୌଡ଼

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାତୀୟ କ୍ରୀଡ଼ା ଦିବସ ଅବସରରେ ସ୍ଥାନୀୟ ସୁପ୍ରିମ ଟାସ୍କ କଲେଜ୍‌ ଅଫ୍‌ ନର୍ସିଂ ପକ୍ଷରୁ ଆୟୋଜିତ ଗଣ ଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳ ୬ଟା ୩୦ ମିନିଟ୍‌ ସମୟରେ ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡ଼ିଆରୁ ବାହାରି ଗାନ୍ଧୀ ଷ୍ଟାଡ଼ିଅମ୍‌ ଯାଏଁ…
Read More...

ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ : ୫୫ଜଣ ବିଜେପି ଓ କଂଗ୍ରେସ କର୍ମୀ ଦଳ ଛାଡି ବିଜେଡିରେ କଲେ ଯୋଗଦାନ

ପାଟଣାଗଡ, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଶନିବାର ଦିନ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ…
Read More...

ଭାଲୁ ଆକ୍ରମଣର ଶିକାର ହେଲେ ବୃଦ୍ଧ

କଳାହାଣ୍ଡି, (ପି.କେ. ସାହୁ) : ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍ ବଡ଼ ପୋଡ଼ାଗୁଡା ପଞ୍ଚାୟତ ରଏନଗୁଡା ଗାଁରେ ଆଜି ସକାଳୁୁ ଗଣପତି ଭାଟି (୫୩) ଶୌଚ ପାଇଁ ଯାଉଥିବା ବେଳେ ତାଙ୍କୁ ଏକ ଭାଲୁ ଆକ୍ରମଣ କରିଥିଲା । ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ କୋକସରା…
Read More...

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫୦୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ୪୬୦ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫,୦୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬୦ ଜଣଙ୍କର ମୃତ୍ୟୁ ଘଟିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୯୫,୦୩୦କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୪,୩୭,୮୩୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫,୮୪୦ ରୋଗୀ…
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୮୪୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୯ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୮୨୦ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୫୮ ଜଣ ଆଂଚଳିକ…
Read More...

ଅଘୋଷିତ ବିଦ୍ୟୁତ୍ କାଟକୁ ନେଇ ତୀବ୍ର ଜନ ଅସନ୍ତୋଷ

ଗଂଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଇରାଶି ଅଞ୍ଚଳରେ ବାରମ୍ବାର ଦୀର୍ଘ ସମୟ ଧରି ଅଘୋଷିତ ବିଦ୍ୟୁତ୍ କାଟ ହେଉଛି ଯାହା ଫଳରେ ତୀବ୍ର ଜନ ଅସନ୍ତୋଷ ବୃଦ୍ଧି ପାଉଛି । ଅଭିଯୋଗ ଅନୁସାରେ ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ପାଇବା ସତ୍ତ୍ଵେ ପୋଇରାଶି ଅଞ୍ଚଳର ବିଭିନ୍ନ ଗ୍ରାମରୁ…
Read More...

ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଉପଖଣ୍ଡ ସରକାରୀ ଚିକିତ୍ସାଳୟ ପରିସରରେ ନିର୍ମାଣାଧୀନ ଅକ୍ସିଜେନ ପ୍ଲାଣ୍ଟର ସମୀକ୍ଷା କରିବା ସହିତ ଡାକ୍ତରଖାନାର ବିଭିନ୍ନ ୱାର୍ଡ ପରିଦର୍ଶନ କରି ରୋଗୀ ଓ ସେମାନଙ୍କର ପରିଜନ ମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ ବରଗଡ ସାଂସଦ ସୁରେଶ…
Read More...