Yearly Archives

2021

ଜିଲ୍ଲା ତୈଳିକ ବୈଶ୍ୟ ସମାଜର ବଲାଙ୍ଗିର ମହିଳା ସଂଗଠନ ଗଠନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ତୈଳିକ ବୈଶ୍ୟ ସମାଜ ଏକ ବୈଠକ ଜିଲ୍ଲା ସଭାପତି ଉମାକାନ୍ତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଅଛି । ଉକ୍ତ ସଭାରେ ଜିଲ୍ଲା ସଂପାଦକ ପ୍ରଦୀପ କୁମାର ସାହୁ ଜିଲ୍ଲା ସ୍ତରୀୟ ନାରୀ ସଂଗଠନର ଉପଦେୟତା ଉପରେ ଆଲୋଚନା କରିଥିଲେ । ସାଂଗଠନିକ…
Read More...

ଲୋଇସିଂହା ହସ୍ପିଟାଲରେ ରୋଗୀଙ୍କୁ ଦିଆଗଲା ଏକ୍ସପାଏରି ସାଲାଇନ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜନୈକ ରୋଗୀଙ୍କୁ ୬ ମାସ ତଳର ଏକ୍ସପାଏରି ସାଲାଇନ ଦିଆଯାଇଥିବା ଅଭିଯୋଗ ହୋଇଛି । ସଂପୃକ୍ତ ରୋଗୀଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଥିବା ବେଳେ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବ ଯୋଗୁଁ ଏଭଳି ଘଟଣା…
Read More...

ପେକ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ ଜିଲ୍ଲା ବରପାଲି ଠାରେ ପୁଣି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ବରପାଲି ବ୍ଲକ କୁମ୍ଭାରୀ ଗ୍ରାମର ପେକ୍ସ ସେକ୍ରେଟାରୀ ଗୌର ବୁଦ୍ଧିଆଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି ।…
Read More...

ମୟୁରଭଞ୍ଜ ଜିଲ୍ଲା ପ୍ରଶାସନର ପ୍ରଶଂସନୀୟ ପଦକ୍ଷେପ : ଆଜିଠୁ ଆରମ୍ଭ ହେଲା ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲା ପ୍ରଶାସନର ପ୍ରଶଂସନୀୟ ପଦକ୍ଷେପ । ଆଜିଠୁ ଜିଲ୍ଲାରେ ଆରମ୍ଭ ହୋଇଛି ଆଡଭାନ୍ସଡ ଲାଇଫ୍ ସପୋର୍ଟ ଓ ବେସିକ୍ ଲାଇଫ୍ ସପୋର୍ଟ ଆମ୍ବୁଲାନ୍ସ ସେବା । ଏହି ଆମ୍ବୁଲାନ୍ସଗୁଡିକୁ ଓମ୍‌ବାଡ୍‌ସି ପକ୍ଷରୁ ଯୋଗାଇ ଦିଆଯାଇଥିବା ବେଳେ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଆଜି…
Read More...

ବିଶ୍ୱ ପ୍ରସିଦ୍ଧ ଗଜନୀ ଗେଟକୁ ଭାଙ୍ଗି ଦେଲେ ତାଲିବାନ ଆତଙ୍କୀ ସଂଗଠନ

କାବୁଲ : ବିଶ୍ୱ ପ୍ରସିଦ୍ଧ ଗଜନୀ ଗେଟକୁ ଭାଙ୍ଗି ଦେଇଛନ୍ତି ତାଲିବାନ ଆତଙ୍କୀ ସଂଗଠନ । ପ୍ରାପ୍ତ ରିପୋର୍ଟ ଅନୁସାରେ ଏହି ଆତଙ୍କୀ ସଂଗଠନ ବିଶ୍ୱ ପ୍ରସିଦ୍ଧ ଗଜନୀ ଗେଟକୁ ଭାଙ୍ଗି ଦେଇଛନ୍ତି । ଏହି ଗେଟ ଇସଲାମ ପରମ୍ପରା ଓ ସଂସ୍କୃତିର ପ୍ରତୀକ ଭାବେ ବର୍ଣ୍ଣନା କରାଯାଇଥାଏ । କ୍ରେନରେ ଏହି…
Read More...

ରୋଷେୟାମାନଙ୍କୁ ଶ୍ରମିକ ମାନ୍ୟତା ଦେବାକୁ ଦାବୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସମଲେଶ୍ୱରୀ ରୋଷେୟା ସଂଘର କର୍ମକର୍ତ୍ତାମାନେ ରୋଷେୟାମାନଙ୍କୁ ଶ୍ରମିକ ମାନ୍ୟତା ଦେବା ପାଇଁ ଦାବୀ ଉପସ୍ଥାପିତ କରିଛନ୍ତି । ରୋଷେୟା ସଂଘର କର୍ମକର୍ତ୍ତାମାନେ ସ୍ଥାନୀୟ ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ଏକଜୁଟ ହୋଇ ଲିଖିତ ଭାବେ ଶ୍ରମ…
Read More...

ଓଡିଶା ଜୀବିକା ମିଶନ ତରଫରୁ ଦିନିକିଆ ସହଭାଗୀ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି, (ପି କେ ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଅନ୍ତର୍ଗତ କବିଚନ୍ଦ୍ରପୁର ବନ ସୁରକ୍ଷା ସମିତି ଗୋଷ୍ଟୀ କେନ୍ଦ୍ର ଠାରେ ଓଡିଶା ଜୀବିକା ମିଶନ ସହାୟତାରେ ଦିନିକିଆ ସହଭାଗୀ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଠାରେ ମଦନପୁର ଓ ଅଲାତରା ପଞ୍ଚାୟତ ସ୍ତରୀୟ…
Read More...

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ର କଂଗ୍ରେସ କମିଟି ତରଫରୁ ଷ୍ଟୁଡେଣ୍ଟ ହେଲ୍ପ ଡେସ୍କର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଦ୍ୱାରା ଆୟୋଜିତ ହେଉଥିବା କମନ୍‌ ପିଜି ଏନ୍‌ଣ୍ଟ୍ରାସ ଷ୍ଟେଟ ପରୀକ୍ଷା ସମୟରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ର କଂଗ୍ରେସ କମିଟି ତରଫରୁ ଛାତ୍ର ନେତା ସୁଭେନ୍ଦୁ ସାହୁଙ୍କ ନେତୃତ୍ୱରେ ଜିଲ୍ଲା ଛାତ୍ର କଂଗ୍ରେସ…
Read More...

ବିବିନା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ତୁଳସୀଙ୍କ ବୃତ୍ତି ପରୀକ୍ଷାରେ ସଫଳତା

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ବିବିନା ଆଦର୍ଶ ବିଦ୍ୟାଳୟର ୪ ଜଣ ଛାତ୍ରଛାତ୍ରୀ ବଲାଙ୍ଗିର ଟାଉନ ବାଳିକା ବିଦ୍ୟାଳୟରେ ଗତ ବର୍ଷ ନେସେନାଲ ମିନ୍ସ ସ୍କୋଲାର୍‌ସିପ୍‌ ଷ୍ଟେଟ ପରୀକ୍ଷା ହୋଇଥିଲା ତେବେ ସେହି ସମୟରେ ବିବିନା ଆଦର୍ଶ ବିଦ୍ୟାଳୟରେ ୪ ଜଣ…
Read More...

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କେଶରୀୟା ହିନ୍ଦୁ ବାହିନୀ ତରଫରୁ ଗଣଧାରଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି କେଶରୀୟା ହିନ୍ଦୁ ବାହିନୀ ବଲାଙ୍ଗିର ଜିଲ୍ଲା ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରାଜ୍ୟ ସଭାପତି ସନ୍ତୋଷ ଭୋଳଙ୍କ ନେତୃତ୍ୱରେ ଗଣଧାରଣା ଦିଆଯାଇଛି । ବଲାଙ୍ଗିର ସଦର ବ୍ଲକ୍ ଅନ୍ତର୍ଗତ ଦୁଆନପାଲି ଗ୍ରାମର ଗଙ୍ଗାଧର ସିଂହ ଗତ…
Read More...