Yearly Archives

2021

ଅଣ୍ଡାଗ୍ରାମ ଜନସେବା କେନ୍ଦ୍ର ଓ ତପସ୍ୟା ପାଠାଗାର ପକ୍ଷରୁ ବୃକ୍ଷକୁ ରାକ୍ଷୀ ବନ୍ଧନ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ରବିବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଖୋର୍ଦ୍ଧା ଜିଲ୍ଲା ଅଣ୍ଡାଗ୍ରାମ ସ୍ଥିତ ଜନସେବା କେନ୍ଦ୍ର ଓ ତପସ୍ୟା ପାଠାଗାରର ମିଳିତ ଆନୁକୂଲ୍ୟରେ ବୃକ୍ଷଦେବତାଙ୍କୁ ବିଧିବଦ୍ଧ ଭାବେ ପୂଜନ ହୋଇ ବୃକ୍ଷ ସହିତ ରାକ୍ଷୀ ବନ୍ଧନ କାର୍ଯ୍ୟକ୍ରମ ଏକ…
Read More...

ବେହେରାପାଲିଠାରେ ମେହେର ଜୟନ୍ତୀ ପାଳନ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ସୋହେଲା ବେହେରାପାଲିଠାରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ଗିରିଜା ଶଙ୍କର ଆଚାର୍ଯ୍ୟ, ସମ୍ମାନିତ…
Read More...

ଗୋପପୁର ଆଶ୍ରମରେ ନୂଆଁଖାଇ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଅନ୍ତର୍ଗତ ଗୋପପୁର ମହିମା ଆଶ୍ରମଠାରେ ନୂଆଁଖାଇ(ନବାନ୍ନ) ଉତ୍ସବ ପାଳିତ ହୋଇଯାଇଛି । ବିଗତ ଶତାଧିକ ବର୍ଷ ହେବ ଏହି ଆଶ୍ରମରେ ଶ୍ରାବଣ ପୂର୍ଣ୍ଣିମାରେ ମହିମା ଧର୍ମାବଳମ୍ବୀ ନୂଆଁଖାଇ ପାଳନ କରି ଆସୁଛନ୍ତି । ପବିତ୍ର…
Read More...

ରମ୍ଭା ଗାୟତ୍ରୀ ଶକ୍ତିପୀଠ ଓ ସମ୍ବାଦ ସାହିତ୍ୟ ଘର ରମ୍ଭା ତରଫରୁ ବରିଷ୍ଠ ନାଗରିକ ଦିବସ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ରମ୍ଭା ସହରର ଗାୟତ୍ରୀ ଶକ୍ତିପୀଠ ପ୍ରଜ୍ଞା ଭବନ ପରିସରରେ ଗାୟତ୍ରୀ ଶକ୍ତିପୀଠ ଓ ସମ୍ବାଦ ସାହିତ୍ୟ ଘର ରମ୍ଭା ଏନଏସିର ମିଳିତ ସହଯୋଗରେ ୨୫ତମ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ସହ ପୂଜ୍ୟପୂଜା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗାୟତ୍ରୀ…
Read More...

ବ୍ରହ୍ମାକୁମାରୀ ସଂସ୍ଥାନ ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ ତରଫରୁ ପବିତ୍ର ରକ୍ଷାବନ୍ଧନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ସମସ୍ତ ଭାଇ, ଭଉଣୀ ଓ ମାଆମାନଙ୍କୁ ସଭିଙ୍କୁ ପାରମ୍ପରୀକ ଭାବେ…
Read More...

କୋଶଳୀ କ୍ଷୁଦ୍ର ଚଳଚିତ୍ର ‘କାନ୍ଦୁଛେ ରାକ୍ଷୀ’ ଉନ୍ମୋଚିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଘୁନସର ଗ୍ରାମର ତଥା ଅଞ୍ଚଳର ଅନେକ ଛୋଟ ବଡ଼ କଳାକାରକୁ ନେଇ ଆଜି କୋଶଳୀ କ୍ଷୁଦ୍ର ଚଳଚିତ୍ର କାନ୍ଦୁଛେ ରାଖୀ ଉନ୍ମୋଚିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଘୁନସର ସରପଞ୍ଚଙ୍କ ପ୍ରତିନିଧି ତଥା ସମାଜସେବୀ…
Read More...

ସେପ୍ଟେମ୍ବର ୬ ଯାଏଁ ହରିୟାଣାରେ ବଢ଼ିଲା ଲକଡାଉନ ଅବଧି

ଚଣ୍ଡିଗଡ଼ : ସେପ୍ଟେମ୍ବର ୬ ଯାଏଁ ହରିୟାଣାରେ ବଢ଼ିଛି ଲକଡାଉନ ଅବଧି । ଏନେଇ ହରିୟାଣା ସରକାର ଘୋଷଣା କରିଛନ୍ତି । ଦେଶରେ କରୋନା ସଂକ୍ରମଣ ଧିରେ ଧିରେ ହ୍ରାସ ପାଉଛି । ତେବେ ଏହି ନୂଆ ଗାଇଡଲାଇନ୍ ଅନୁସାରେ, କଟକଣାରେ କିଛିଟା କୋହଳ କରିଛନ୍ତି ରାଜ୍ୟ ସରକାର । ଲକଡାଉନ ସମୟରେ ହୋଟେଲ…
Read More...

ପାଟଣାଗଡ଼ ବିଧାୟକଙ୍କ ବାସଭବନରେ ରକ୍ଷାବନ୍ଧନ ପର୍ବ ଅନୁଷ୍ଠିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ସ୍ନେହ ମମତା ତଥା ଭଲପାଇବାର ପର୍ବ ଏହି ରାକ୍ଷୀ ପୂର୍ଣ୍ଣିମା । ଏହି ରାକ୍ଷୀ ପୂର୍ଣ୍ଣିମାରେ ସମସ୍ତ ଭାଇ ଓ ଭଉଣୀ ମାନଙ୍କ ମଧ୍ୟରେ ରାକ୍ଷୀର ଡୋରି ଭଳି ସମ୍ପର୍କ ମଜଭୁତ ହୋଇ ରହୁ ଏବଂ ପ୍ରତ୍ୟେକ ଭାଇ ତା'ର ଭଉଣୀର ସୁରକ୍ଷା କରିବାର ସଂକଳ୍ପ ନେବା ସହ…
Read More...

୨୦୦୨ ମସିହା ମାଟ୍ରିକ ବ୍ୟାଚ୍‌ର ବନ୍ଧୁ ମିଳନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅର୍ନ୍ତଗତ ଘୋରଡିଆ ନୋଡାଲ ହାଇ ସ୍କୁଲର ୨୦୦୨ ମସିହା ମାଟ୍ରିକ ବ୍ୟାଚ୍‌ର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ରବିବାର ପବିତ୍ର ରକ୍ଷା ବନ୍ଧନ ଦିବସରେ ଏକ ବନ୍ଧୁମିଳନ ଉତ୍ସବ କଅଁଳପଡାର ମା’ ବରାହୀ (ଖଣ୍ଡୁଆଳ) ପିଠସ୍ଥଳୀରେ…
Read More...

୬ଷ୍ଠ ଟାଏକୋଣ୍ଡୋ କଲର ବେଲ୍ଟ ପ୍ରତିଯୋଗିତା ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ମହାନଗର ଅଞ୍ଚଳ ଧର୍ମ ନଗର ୨ୟ ଲେନରେ ଥିବା ବ୍ରହ୍ମପୁର ଟାଏକୋଣ୍ଡୋ ଟ୍ରେନିଂ ସ୍କୁଲ ପରିସରରେ ୬ଷ୍ଠ କଲର ବେଲ୍ଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଟାଏକୋଣ୍ଡୋ ସଂଘ ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାରେ…
Read More...