Yearly Archives

2021

ନେହେରୁ ଯୁବ କେନ୍ଦ୍ର ପକ୍ଷରୁ କୋଭିଡ ସଚେତନତା ଏବଂ ସ୍ୱଚ୍ଛତା କାର୍ଯ୍ୟକ୍ରମ

ମୁରିବାହାଲ, (କେପିଏନ୍‌ଏସ୍‌) : ମୁରିବାହାଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ନେହେରୁ ଯୁବ କେନ୍ଦ୍ର ବଲାଙ୍ଗିର ପକ୍ଷରୁ କରୋନା ସଚେତନତା ଏବଂ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରକୁ ଭୀମ ଭୋଇ ଆଦିବାସୀ ଯୁବକ ସଂଘ ଝିଙ୍କିଡୁଙ୍ଗୁରି
Read More...

ଗୋଣ୍ଡଓନା ଗୋଣ୍ଡ ମହାସଭାର ବୈଠକ

ଲୋଇସିଂହା, (କେପିଏନ୍‌ଏସ୍‌) : ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭା ଆଗଲପୁର ମଣ୍ଡଳ ନଅଗାଁ ତରଫରୁ ତେନ୍ତୁଳିଖୁଣ୍ଟି ଗ୍ରାମରେ ଏକ ସାମାଜିକ ସଭା ଅନୁଷ୍ଠିତ ହୋଇଯାଇଛି । ଲୋଇସିଂହା ମଣ୍ଡଳ ସଭାପତି ଦଶରଥ ଛତ୍ରିଆଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମାଜର ସାମାଜିକ ଚଳଣୀ,
Read More...

ଲୋକଦୃଷ୍ଟି କଲେଜରେ ପ୍ରଥମ ବର୍ଷର ଛାତ୍ରୀଛାତ୍ରମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସଦର ଖଡ଼ିଆଳ ଲୋକଦୃଷ୍ଟି କଲେଜ ଅଫ୍‌ ଏଡ୍‌ଭାନ୍ସ ଟେକ୍‌ନୋଲୋଜି +୩ ବିଜ୍ଞାନ କଲେଜରେ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ନେଇ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏହି ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବରେ
Read More...

ସାଇ ଟ୍ରଷ୍ଟ ଓଡ଼ିଶା ପକ୍ଷରୁ ଶିଶୁ ଖାଦ୍ୟ ସୁରକ୍ଷାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ

ନୁଆପଡା, (ନିରାକାର ମେହେର) : ସାଇ ଟ୍ରଷ୍ଟ ଓଡ଼ିଶା ଶିଶୁ ଖାଦ୍ୟ ପ୍ରକଳ୍ପ ତରଫରୁ ନୁଆପଡା ଜିଲ୍ଲା ଖଡ଼ିଆଳଠାରେ ଜିଲ୍ଲା କାର୍ଯ୍ୟାଳୟର ଉଦ୍‌ଘାଟନ ସହ ତିଖାଲିରେ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସାଇ ଟ୍ରଷ୍ଟ ଅଧକ୍ଷ ତଥା ପ୍ରତିଷ୍ଠାତା ଏମ୍‌ଡ଼ି ମହୋଦୟ ଦୀପକ୍ କୁମାର ବରାଡ୍,
Read More...

ଶତ ପ୍ରତିଶତ କୋଭିଡ-୧୯ ଟୀକା ନିଶ୍ଚିତ କରିବା ପାଇଁ କାର୍ଯ୍ୟକ୍ରମ ଶୁଭାରମ୍ଭ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ବୋଡେନ ବ୍ଲକ ବୋଡେନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ବୋଡେନଠାରେ ଶତପ୍ରତିଶତ କୋଭିଡ଼-୧୯ ଟୀକା ନିଶ୍ଚିତ କରିବା ପାଇଁ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୋଡେନ ଗୋଷ୍ଠୀ ଉନ୍ନୟନ ଅଧିକାରୀ
Read More...

ଚାଲିଗଲେ ବରିଷ୍ଠ ସାମ୍ବାଦିକ ବନ ବିହାରୀ ମହାନ୍ତି

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଚାଲିଗଲେ ବରିଷ୍ଠ ସାମ୍ବାଦିକ ବନ ବିହାରୀ ମହାନ୍ତି । ତାଙ୍କ ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହେଉଥିଲା । ସେ ଦୀର୍ଘ ଦିନରୁ ଅସୁସ୍ଥ ଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ବନ ବିହାରୀ ମହାନ୍ତି ଦୀର୍ଘ ଦିନ ଧରି ବିଭିନ୍ନ
Read More...

ପାର୍ବତୀ ଗିରି ବାଳ ନିକେତନର ଅନ୍ତେବାସୀ ବଣଭୋଜିରେ ବାହାରିବା ବେଳେ ଶୁଭେଚ୍ଛା ଜଣାଇଲେ ସିଆର୍‌ପିଏଫ୍‌ କମାଣ୍ଡେଣ୍ଟ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପଥରଚେପା ସ୍ଥିତ ପାର୍ବତୀ ଗିରି ବାଳ ନିକେତନର ଅନ୍ତେବାସୀ ବଣଭୋଜିରେ ବାହାରିବା ବେଳେ ଶୁଭେଚ୍ଛା ଜଣାଇଛନ୍ତି ବଲାଙ୍ଗିର ୧୮୯ ବାଟାଲିଅନ୍‌ ସିଆର୍‌ପିଏଫ୍‌ କମାଣ୍ଡେଣ୍ଟ ପୱନ କୁମାର ତିୱାରୀ । ସୂଚନା ଅନୁସାରେ ସଂପୃକ୍ତ ବାଳ ନିକେତନର ଅନ୍ତେବାସୀ
Read More...

ବରିଷ୍ଠ ସାମ୍ବାଦିକ ଶଙ୍କର ପ୍ରସାଦ ମିଶ୍ରଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବରିଷ୍ଠ ସାମ୍ବାଦିକ ଶଙ୍କର ପ୍ରସାଦ ମିଶ୍ରଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଆଜି ସ୍ଥାନୀୟ ସାମ୍ବାଦିକ ଭବନରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ସାମ୍ବାଦିକ ସଂଘର ସମସ୍ତ କର୍ମକର୍ତ୍ତା, ତାଙ୍କ ବନ୍ଧୁ ପରିଜନ ତଥା ବଲାଙ୍ଗିର ସହରର ବହୁ ବୁଦ୍ଧିଜୀବୀ
Read More...

ଏବେ ବି ରହିଛି ଅନ୍ଧବିଶ୍ୱାସ : ଗୁଣି ଗାରେଡି ନେଲା ନାବାଳକର ଜୀବନ ବୋଲି ପରିବାର ଲୋକଙ୍କ ଅଭିଯୋଗ, ଗାଁରେ ଉତ୍ତେଜନା,…

ଟିଟିଲାଗଡ଼, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ଥାନା ଲୁଥୁରବନ୍ଦ ଗାଁରେ ଗୁଣି ଗାରେଡି ସଂଦେହକୁ ନେଇ ଗାଁରେ ଉତ୍ତେଜନା ଦେଖିବାକୁ ମିଳିଛି । ଗାଁର ନାବାଳକ ନେତ୍ରାନନ୍ଦ ବାଗ(୧୫)ର ମୃତ୍ୟୁକୁ ନେଇ ଉତ୍ତେଜନା ଲାଗି ରହିଥିବା ବେଳେ ପରିବାର ଲୋକଙ୍କ ଅଭିଯୋଗ ଯେ, ତନ୍ତ୍ର
Read More...

ସ୍ୱାଧୀନତାର ଅମୃତ ମହୋତ୍ସବ ଉପଲକ୍ଷେ ସରକାରୀ ମହିଳା ମହାବିଦ୍ୟାଳୟରେ କବିତା ପାଠୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍) : 'ରଚନା' ପକ୍ଷରୁ ସ୍ୱାଧୀନତାର ଅମୃତ ମହୋତ୍ସବ ଉପଲକ୍ଷେ ସରକାରୀ ମହିଳା ମହାବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ସ୍ୱରଚିତ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ସାହିତ୍ୟିକ ସନାତନ ଠାକୁର
Read More...