Yearly Archives

2021

ଜମ୍ମୁ କଶ୍ମୀରରେ ପୁଣି ଆତଙ୍କୀ-ସୁରକ୍ଷାକର୍ମୀ ମୁହଁମୁହିଁ : ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କୀ ଟଳିଲେ

ଶ୍ରୀନଗର : ଜମ୍ମୁ କଶ୍ମୀରରେ ପୁଣି ଆତଙ୍କୀ-ସୁରକ୍ଷାକର୍ମୀ ମୁହଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ । ଅବନ୍ତିପୁରାର ନାଗବେରନ୍ ତ୍ରାଲ ଅଞ୍ଚଳର ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଥିବା ବେଳେ ସୁରକ୍ଷାକର୍ମୀ ଗୁଳିରେ ୩ ଜଣ ଜୈସ-ଏ-ମହମ୍ମଦ ଆତଙ୍କବାଦୀ ନିହତ ହୋଇଛନ୍ତି । ତେବେ…
Read More...

ସେବାଜଗତ କାର୍ଯ୍ୟାଳୟରେ ବୃକ୍ଷ ରୋପଣ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସେବାଜଗତ ବୁରାଟ କାର୍ଯ୍ୟାଳୟ ପରିସରରେ ସମ୍ବାଦ ସାହିତ୍ୟ ଘର ଜରିଆରେ ଗତକାଲି ବୃଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମ.ରାମପୁର ବନାଞ୍ଚଳ ଅଧିକାରୀ ଅସିତ…
Read More...

ରାଜୀବ ଗାନ୍ଧୀଙ୍କ ୭୭ ତମ ଜନ୍ମ ଜୟନ୍ତୀ ଅବସରରେ ଛତ୍ରପୁରରେ ବୃକ୍ଷ ଚାରାବଣ୍ଟନ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗୀୟ ରାଜୀବ ଗାନ୍ଧୀଙ୍କ ୭୭ ତମ ଜନ୍ମ ଜୟନ୍ତୀ ଶୁକ୍ରବାର ଛତ୍ରପୁର ଠାରେ ପାଳିତ ହୋଇଯାଇଛି । କଂଗ୍ରେସ କମିଟି ତରଫରୁ ପାଳିତ ଏହି ଜୟନ୍ତୀ ସମାରୋହରେ ଛତ୍ରପୁର ଅପର ବସଷ୍ଟାଣ୍ଡ ଠାରେ ଥିବା ରାଜୀବ…
Read More...

ଛତ୍ରପୁର ସ୍ଥିତ ରିକାପଲ୍ଲୀ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ସଦ୍‌ଭାବନା ଦିବସ ପାଳିତ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗୀୟ ରାଜୀବଗାନ୍ଧୀଙ୍କ ୭୭ତମ ଜୟନ୍ତୀ ଦିବସ ଅଗଷ୍ଟ ୨୦ ତାରିଖ ଦିନଟିକୁ ସାରାଭାରତ ବର୍ଷରେ ସଦ୍‌ଭାବନା ଦିବସ ଭାବେ ପାଳନ କରାଯାଉଛି । ଛତ୍ରପୁର ସ୍ଥିତ ରିକାପଲ୍ଲୀ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୮୯ କୁ ବୃଦ୍ଧି ପାଇଛି । ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ,…
Read More...

ଗ୍ଲୋବାଲ ସୁନ୍ଦରୀ ବ୍ରହ୍ମପୁରର ଝିଅ ଡ଼ଃ ସୁଦିପ୍ତା ପଣ୍ଡାଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଶ୍ଵ ମାନବାଧିକାର ସୁରକ୍ଷା ସଙ୍ଗଠନ ପକ୍ଷରୁ ଗତ ବୁଧବାର ସନ୍ଧ୍ୟାରେ ଏକ ଭବ୍ୟ ସମ୍ବର୍ଦ୍ଧନାରେ ସମ୍ବର୍ଦ୍ଧିତ ହୋଇଛନ୍ତି ବ୍ରହ୍ମପୁରର ସୁନ୍ଦରୀ ତଥା ଗ୍ଲୋବାଲ ଇଣ୍ଡିଆ ମୁମ୍ବାଇ ଆୱାର୍ଡ ୨ୟ ବିଜେତା ଡ଼.ସୁଦୀପ୍ତା ପଣ୍ଡା । ବ୍ରହ୍ମପୁର…
Read More...

୩୦ରେ ଘୋରଡିଆ ନୋଡାଲ ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ବ୍ଲକ ସାଉରିଆ ପଞ୍ଚାୟତର ସର୍ବ ପୁରାତନ ଘୋରଡିଆ ନୋଡାଲ ହାଇସ୍କୁଲର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ ଆସନ୍ତା ଅଗଷ୍ଟ ୩୦ରେ ପାଳିତ ହେବ ବୋଲି ଶୁକ୍ରବାର ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ସ୍ଥିର କରାଯାଇଛି । ଉକ୍ତ ବୈଠକରେ…
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୯୧୧ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୯୧୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ୯୪୯୭କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୩୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୮୦ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ…
Read More...

ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ ହିଞ୍ଜିଳି ବ୍ଲକରେ ୫ଟି ଲେଖାଏଁ ସ୍ମାର୍ଟ ସ୍କୁଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ ହିଞ୍ଜିଳି ବ୍ଲକରେ ୫ଟି ଲେଖାଏଁ ସ୍ମାର୍ଟ ସ୍କୁଲର ଉର୍ଚୁଆଲ୍ ମୋଡରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଫାଇଭ୍ ଟି ଅଧୀନରେ ୩୦ ତାରିଖ ମଧ୍ୟରେ ୫୦ଟି ସ୍କୁଲ ରୁପାନ୍ତରୀକରଣର ଉଦଘାଟନ କାର୍ୟ୍ୟକ୍ରମ…
Read More...

ସଦ୍‌ଭାବନା ଦିବସ ଉପଲକ୍ଷେ ଶପଥ ପାଠ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ତଥା ସଦ୍‌ଭାବନା ଦିବସ ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଶପଥପାଠ ଉତ୍ସବ ତା.୧୯/୦୮/୨୧ରିଖରେ କୋଭିଡ ନିୟମ ପାଳନ ପୂର୍ବକ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର…
Read More...