Yearly Archives

2021

ମାନସିଂହ ସାହିତ୍ୟ ସଂସଦର ସପ୍ତମ ମାସିକ କବିତା ଆସର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମାନସିଂହ ସାହିତ୍ୟ ସଂସଦ, ନନ୍ଦଳା, ପୁରୀର ସପ୍ତମ ମାସିକ କବିତା ଆସର ୧୦ ତାରିଖ ସନ୍ଧ୍ୟା ୭ଟାରେ ଅନୁଷ୍ଠିତ ହୋଇ ସାରିଛି । ଅନୁଷ୍ଠାନର ସଭାପତି ବିଷ୍ଣୁପ୍ରସାଦ ଦଳାଇ ଆସର ସମ୍ପର୍କରେ ସମ୍ୟକ ସୂଚନା ଦେବା ସହ ଉପଦେଷ୍ଟା ବନବିହାରି ପଟ୍ଟନାୟକ ଆସରକୁ…
Read More...

ସମାଜସେବୀ ଯଶୋବନ୍ତ ରଣାଙ୍କ ହସ୍ତକ୍ଷେପ ପରେ ୨୦ଜଣ କୁଷ୍ଠ ରୋଗୀଙ୍କୁ ମିଳିଲା ସହାୟତା

କୋରାପୁଟ, (କେପିଏନଏସ) : କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକରେ ଶୋଚନୀୟ ଅବସ୍ଥାରେ ଦିନ କାଟୁଥିଲେ ୨୦ ଜଣ କୁଷ୍ଠ ରୋଗୀ । ସେମାନଂକୁ କୌଣସି ସୁବିଧା ମିଳୁନଥିଲା । ଭୋକ ଉପାସରେ ଦିନ କାଟୁଥିଲେ । ସେମାନେ ବିଗତ ଦିନରେ ବିଭିନ୍ନ ମନ୍ଦିର, ବସଷ୍ଟାଣ୍ଡ ଓ ଅନ୍ୟାନ୍ୟ ଜାଗାରେ ଭିକ ମାଗି ଦିନ…
Read More...

ମୋବାଇଲ୍‌ ଲୁଟେରା ଗ୍ୟାଙ୍ଗ୍‌କୁ କାବୁ କଲା ସଇଁନ୍ତଲା ପୁଲିସ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକରେ ଅସାମାଜିକ କାର୍ଯ୍ୟକଳାପ ବଢି ଚାଲିଥିବା ବେଳେ ପୁଲିସ ପକ୍ଷରୁ ମଧ୍ୟ କଡା ପେଟ୍ରୋଲିଂ କରାଯାଉଥିବାର ଦେଖିବାକୁ ମିଳୁଛି । ତେବେ ଗତକାଲି ମୋବାଇଲ ଚୋରଙ୍କୁ କାବୁ କରିବାରେ ସଫଳତା ହାସଲ କରିଛି ସଇଁନ୍ତଲା ପୁଲିସ ।…
Read More...

ସ୍ୱାଧୀନତାର ଅମୃତ ମହୋତ୍ସବ-୨୦୨୧ ଅବସରରେ ପୁସ୍ତକ ପ୍ରଦର୍ଶନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ସ୍ୱାଧୀନତାର ଅମୃତ ମହୋତ୍ସବ-୨୦୨୧ । ଏହି ଅବସରରେ ବଲାଙ୍ଗିର କୋଶଳ କଳାମଣ୍ଡଳରେ ଅବସ୍ଥିତ ସଂସ୍କୃତି ଭବନରେ ପୁସ୍ତକ…
Read More...

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ବିଜୁ ଛାତ୍ର ଜନତା ଦଳର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳୀ ପୁଇଁନ୍ତଲା ବ୍ଲକ ମଳମଣ୍ଡା କଲ୍ୟାଣ ମଣ୍ଡପ ଏବଂ ଲୋଇସିଂହା ବ୍ଲକ ଆଦିବାସୀ ଭବନ ଠାରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ ଯୁବ ନେତା ତଥା ରାଜ୍ୟ…
Read More...

କୁଷ୍ଠାଶ୍ରମ ଅନ୍ତେବାସୀଙ୍କୁ ସହାୟତା ପ୍ରଦାନ

ଲୋଇସିଂହା, (କେପିଏନ୍‌ଏସ୍‌) : ପଶ୍ଚିମ ଓଡିଶା ଯାଦବ ବିକାଶ ପରିଷଦ ସଭାପତି ବଳରାମ ସିଂ ଯାଦବ ନିଜ ମା'ଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଲୋଇସିଂହା ଶାନ୍ତିଗ୍ରାମ ସ୍ଥିତ କୁଷ୍ଠାଶ୍ରମରେ ପହଞ୍ଚି ଅନ୍ତେବାସୀଙ୍କୁ ସହାୟତା ପ୍ରଦାନ କରିଛନ୍ତି । ଶ୍ରୀ ଯାଦବ କୁଷ୍ଠାଶ୍ରମରେ ରହୁଥିବା ୧୧…
Read More...

ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଜୁ ଜନତା ଦଳର ନେତା ଓ କର୍ମୀମାନଙ୍କ ଦ୍ୱାରା ଦଳିତମାନଙ୍କ ଉପରେ ବାରମ୍ବାର ଆକ୍ରମଣ ଓ ଭାରତରତ୍ନ ଡ.ବାବାସାହେବ ଆମ୍ବେଦକରଙ୍କ ପ୍ରତି ଅସମ୍ମାନର…
Read More...

କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦତ୍ତ ବିଭିନ୍ନ ସାମାଜିକ ଉନ୍ନୟନମୂଳକ ଯୋଜନା ସମ୍ବନ୍ଧରେ ସଚେତନତା…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଲୋକନାଥ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଧିକରଣ ସଚିବ ଦେବାଶିଷ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଗତକାଲି ବିକଳ୍ପ ସମାଧାନ କେନ୍ଦ୍ର, ବଲାଙ୍ଗିରର ସଭାଗୃହ ଠାରେ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ…
Read More...

ବିଭିନ୍ନ ଗ୍ରାମ ପରିଦର୍ଶନ କରି ଲୋକଙ୍କ ସମସ୍ୟା ବୁଝିଲେ ବିଧାୟକ ସାଲୁଜା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କରି ଲୋକଙ୍କ ସମସ୍ୟା ବୁଝିବା ସହ ତାର ତୁରନ୍ତ ସମାଧାନ ପାଇଁ ଚେଷ୍ଟା କରିବେ ବୋଲି ପ୍ରତିଶୃତି ଦେଇଛନ୍ତି ଗତକାଲି ବିଧାୟକ ସନ୍ତୋଷ ସିଂ ସାଲୁଜା । ଏହି ଅବସରରେ ଭୋଳାନାଥ ବେହେରା, ବିଧାୟକଙ୍କ ସହ…
Read More...

ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମତେ କୋଭିଡ଼ ଗାଇଡ଼…
Read More...