Yearly Archives

2021

ଖୁସି ଖବର : ଆଜି ବଲାଙ୍ଗିର ଜିଲ୍ଲାରେ ସଂକ୍ରମଣ ସଂଖ୍ୟା ଶୂନ୍ୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅନେକ ଦିନ କରୋନାର ଦ୍ୱିତୀୟ ଲହର ନିଜର୍‌ ସ୍ଥିତି ଜାହିର୍‌ କରି ଆସିଥିବା ବେଳେ ଆଜି ଏକ ଖୁସି ଖବର ଆସିଛି । ରାଜ୍ୟ ସୂଚନା ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲାରେ ସଂକ୍ରମଣ ସଂଖ୍ୟା ଶୂନ୍ୟ ରହିଛି । କରୋନା ସଂକ୍ରମଣ ଯୋଗୁଁ ଏଇ ମାଟି ଅନେକ ଦୁଃଖ, ଅନେକ କ୍ଷତିର…
Read More...

ଆଜି ପ୍ରଧାନମନ୍ତ୍ରୀ ପିଏମ୍-କିଷାନ ଯୋଜନାରେ ନବମ କିସ୍ତି ରାଶି ପ୍ରଦାନ କରିବେ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସାଢ଼େ ୧୨ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନାରେ ନବମ କିସ୍ତି ପ୍ରଦାନର ଶୁଭାରମ୍ଭ କରିବେ । ଏହି କାର୍ଯ୍ୟକ୍ରମରେ ହିତାଧିକାରୀଙ୍କୁ ଅର୍ଥରାଶି ପ୍ରଦାନ କରାଯିବାକୁ ଥିବା ବେଳେ…
Read More...

ଲୋକପ୍ରିୟ ଅଭିନେତା ଅନୁପମ ଶ୍ୟାମଙ୍କ ପରଲୋକ

ନୂଆଦିଲ୍ଲୀ : ଲୋକପ୍ରିୟ ଅଭିନେତା ତଥା ପ୍ରତିଜ୍ଞା ସିରିଏଲରେ ଠାକୁର ସଜ୍ଜନ ସିଂହ ଚରିତ୍ରରେ ଅଭିନୟ କରୁଥିବା ଅନୁପମ ଶ୍ୟାମଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ୬୩ ବର୍ଷ ବୟସ ହେଉଥିଲା । ଅନୁପମଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା ।…
Read More...

ଅସହାୟ ଡାଳିମ୍ବଙ୍କୁ ପଢିବା ପାଇଁ ସରକାରୀ ସହାୟତା ମିଳିଲା

କୋରାପୁଟ, (କେପିଏନ୍‌ଏସ୍‌) : କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ସଦର ମହକୁମା ଗୌଡ଼ ସାହିରେ ବାସ କରନ୍ତି ଚଞ୍ଚଳ ପିତେଇ ଓ ତାଙ୍କ ପରିବାର । ସ୍ୱାମୀ ଶ୍ରୀହରି ପିତେଇ ଗତ ୪ ବର୍ଷ ତଳେ ମୃତ୍ୟୁ ବରଣ କରିଛନ୍ତି । ତାଙ୍କର ସତର ବର୍ଷର ଝିଅ ମାନସିକ ବିକୃତ ପୁଅ ଓ ଅସୀ ବର୍ଷର ଶାଶୁ ଅଛନ୍ତି ।…
Read More...

ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଆଜି ଠାରୁ ଖୋଲିଲା

ଭୁବନେଶ୍ୱର : ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଆଜି ଠାରୁ ଖୋଲିଲା । କୋଭିଡ କଟକଣା ମଧ୍ୟରେ ସମସ୍ତ ବୈଷୟିକ ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ, ଡିପ୍ଲୋମା, ଆଇଟିଆଇ, ପଲିଟେକ୍‌ନିକ୍‌ କଲେଜ ଖୋଲିଛି । ଆଇଟିଆଇ, ପଲିଟେକନିକ୍ ଭଳି ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନର କେବଳ ଶେଷବର୍ଷର…
Read More...

ଆଜି ଘାଏ ଦେଖତ ଗାଇସିଲାଟ କଲାପଟା ତରଫରୁ କବିତା ଆସର ଅନୁଷ୍ଠିତ

ଗାଇସିଲାଟ, (ପୁସ୍ତମ୍ ଯୁଆଡି ) : ଆଜି ଘାଏ ଦେଖତ ଗାଇସିଲାଟ କଲାପଟା ତରଫରୁ ଗାଇସିଲାଟ ବ୍ଲକର କବି ଓ ସାହିତ୍ୟିକମାନଙ୍କୁ ନେଇ ଅନଲାଇନ ମାଧ୍ୟମରେ ଏକ କବିତା ଆସର ଅନୁଷ୍ଠିତ ହୋଇଯାଇଛି । କୋଶଲ ଭାରତୀ ସାହିତ୍ୟ ଆର୍ ସାଂସ୍କୃତିକ ଅନୁଷ୍ଠାନ, ଗାଇସିଲାଟ ଦ୍ଵାରା ପରିଚାଳିତ ହୋଇଥିବା ଏହି…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୦୧ କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯ ଜଣ, କଟକ ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ, ବରଗଡ଼…
Read More...

ବିଭିନ୍ନ ସ୍ଥାନରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ

ପାଟଣାଗଡ଼, (ଗୋରେଖ ନାଥ ବରିହା) : ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ବରପଦର ପଞ୍ଚାୟତର କୁତମୁଣ୍ଡା ଗ୍ରାମରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି । ଏହି ଦିବସ ଉପଲକ୍ଷେ ଅନୁଷ୍ଠିତ ଶିବିରରେ ଗ୍ରାମର ସମସ୍ତ ପ୍ରସୂତି ଏବଂ ଗର୍ଭବତୀ ମା'ମାନଙ୍କୁ ସ୍ତନ୍ୟପାନର ମହତ୍ତ୍ୱ ସମ୍ପର୍କରେ ଅବଗତ…
Read More...

ପାଟଣାଗଡ ବିଜେଡି କାର୍ଯ୍ୟାଳୟରେ ସଂକଳ୍ପ ବୈଠକ

ପାଟଣାଗଡ, (କେପିଏନ୍‌ଏସ୍‌) : ଗତକାଲି ପାଟଣାଗଡ ବିଧାୟକ ସରୋଜ କୁମାର ମେହେରଙ୍କ ନେତୃତ୍ୱରେ ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକ, ବେଳପଡା ବ୍ଲକ, ଖପ୍ରାଖୋଲ ବ୍ଲକ ଓ ପାଟଣାଗଡ ଏନ୍ଏସିର ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କୁ ନେଇ ଏକ ସଂକଳ୍ପ ବୈଠକ ପାଟଣାଗଡ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ…
Read More...

ଆଇଆରଇଏଲ କମ୍ପାନୀରେ ସ୍ଥାୟୀ କର୍ମଚାରୀଙ୍କ ମୃତ୍ୟୁ ପରେ ଉତ୍ତରାଧିକାରୀଙ୍କୁ କମ୍ପାନୀରେ ନିଯୁକ୍ତି ଦାବୀର ନ୍ୟାୟ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆଇଆରଇଏଲ(ଇଣ୍ଡିଆ) କମ୍ପାନୀରେ ସ୍ଥାୟୀ ଭାବେ କାର୍ଯ୍ୟରତ ଥାଇ ମୃତ ଶ୍ରମିକଙ୍କ ଉତ୍ତରାଧିକାରୀଙ୍କୁ କମ୍ପାନୀରେ ନିଯୁକ୍ତି ପ୍ରଦାନ କରିବାରେ କମ୍ପାନୀ କର୍ତ୍ତୃପକ୍ଷ ଜାଣିଶୁଣି ଅବହେଳା କରୁଛନ୍ତି ବୋଲି ମୃତ ଶ୍ରମିକଙ୍କ ପରିବାର ବର୍ଗ ଅଭିଯୋଗ…
Read More...