ଆଶ୍ରିତ ପଶୁପକ୍ଷୀମାନଙ୍କୁ ଖାଦ୍ୟ ଯୋଗାଇଲେ ପ୍ରକୃତିବନ୍ଧୁ ବିରଞ୍ଚି ନାରାୟଣ ଦାଶ
କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : କରୋନା ଯୋଗୁଁ ସପ୍ତାହନ୍ତ ତାଲାବନ୍ଦୀରେ ହରିଶଙ୍କର ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିଛି । ଏହି ଅବସରରେ ସେଠାରେ ଥିବା ଆଶ୍ରିତ ପଶୁପକ୍ଷୀ ପ୍ରାୟତଃ ମାଙ୍କଡମାନେ ଖାଇବାକୁ ନପାଇ ଭୋକଉପାସରେ ରହୁଛନ୍ତି । ମନ୍ଦିର ବନ୍ଦ ଯୋଗୁଁ ଦର୍ଶକ ମଧ୍ୟ ଆସୁନାହାନ୍ତି ।!-->…
Read More...
Read More...