ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ : ମାଟ୍ରିକରେ ଏ ବର୍ଷ ପାସ୍ ହାର ୯୭.୮୯%
ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଲା । ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ରଞ୍ଜନ ଦାସ ପରୀକ୍ଷା ଫଳ ପୁସ୍ତିକାକୁ କଟକ ବୋର୍ଡ ଅଫିସରେ ଉନ୍ମୋଚନ କରିଛନ୍ତି । କରୋନା ଯୋଗୁଁ ପ୍ରଥମ ଥର ପାଇଁ ବିନା ପରୀକ୍ଷାରେ ପ୍ରକାଶ ପାଇଲା!-->…
Read More...
Read More...