ଖୋଲିଲା ୪୭୭ ପୋଲିସ ସବ୍ ଇନ୍ସପେକ୍ଟର ନିଯୁକ୍ତି ପାଇଁ ଅନଲାଇନ୍ ରେଜିଷ୍ଟ୍ରେସନ୍ ପୋର୍ଟାଲ୍
ଭୂବନେଶ୍ୱର, (ସୁଶାନ୍ତ ସାହୁ) : ଆଜିଠାରୁ ରାଜ୍ୟ ପୋଲିସରେ ୪୭୭ ସବ୍-ଇନ୍ସପେକ୍ଟରର ପଦବୀ ପାଇଁ ନିଯୁକ୍ତି ପାଇଁ ଅନଲାଇନ ରେଜିଷ୍ଟ୍ରେସନ ଆରମ୍ଭ ହୋଇଛି । ଏଥିପାଇଁ ପୋର୍ଟଲକୁ ଖୋଲି ଦିଆଯାଇଛି । ଏଥିପାଇଁ ଆଜିଠାରୁ ପ୍ରାର୍ଥୀମାନେ ଅନଲାଇନରେ ଆବେଦନ କରିପାରିବେ । ଆସନ୍ତା ୧୫ ତାରିଖ ଆବେଦନ!-->…
Read More...
Read More...