ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬ ରହିଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ବଙ୍ଗୋମୁଣ୍ଡା ବ୍ଲକରୁ ଜଣେ, ବେଲପଡ଼ା ବ୍ଲକରୁ ଜଣେ, କଂଟାବାଂଜି ଏନ୍ଏସିରୁ ଜଣେ, ଖପ୍ରାଖୋଲ!-->…
Read More...
Read More...