ବଲାଙ୍ଗିର ଜିଲ୍ଲାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୩୬, ବଲାଙ୍ଗିର ପୌରାଂଚଳରୁ ୫ ଜଣ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬ ରହିଥିବା ବେଳେ ବଲାଙ୍ଗିର ପୌରାଂଚଳରୁ ୫ ଜଣ ସଂକ୍ରମିତ ହୋଇଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୧୦ରୁ ଜଣେ, ୧୫ରୁ ୩ ଜଣ ଓ ୧୮ରୁ ଜଣେ ଆକ୍ରାନ୍ତ ହୋଇଛନ୍ତି ।!-->…
Read More...
Read More...